ଏଇ ଭାରତରେ

ଆହତ ପ୍ରାଣୀମାନଙ୍କୁ ଉଦ୍ଧାର କରି ସେମାନଙ୍କୁ ସୁରକ୍ଷିତ ଭାବେ ରଖିବାରେ ସମୟ କାଟୁଥିବା ମୁମ୍ବାଇର ଜଣେ ମହିଳା ହେଉଛନ୍ତି ଫିଜା ଶାହା। ତାଙ୍କୁ ବର୍ତ୍ତମାନ ବୟସ ୫୪। ସେ ଆହତ କିମ୍ବା ରାସ୍ତାରେ ବୁଲୁଥିବା, ପରିତ୍ୟକ୍ତ ତଥା ରୋଗଗ୍ରସ୍ତ ପ୍ରାଣୀଙ୍କୁ ଉଦ୍ଧାର କରୁଛନ୍ତି। ବିରାର ଅଞ୍ଚଳରେ ଥିବା ୬ ଏକର ବିଶିଷ୍ଟ ଫାର୍ମରେ ୩୦୦ରୁ ଊର୍ଦ୍ଧ୍ୱ କୁକୁର, ଛେଳି,ଠେକୁଆ,ଘୋଡା, ଗାଈ, ବଳଦ, କୁକୁଡା, ବତକ,ବିଲେଇଙ୍କୁ ରଖିଛନ୍ତି। ଫାର୍ମରେ ସବୁ ବର୍ଗର ଜୀବଙ୍କୁ ଅଲଗା ରଖିବାର ବ୍ୟବସ୍ଥା କରିଛନ୍ତି। ଦିନରାତି ଏମାନଙ୍କ ଯନତ୍ ନେବା ପାଇଁ ୧୫ ଜଣ ଲୋକଙ୍କୁ ମଧ୍ୟ ନିଯୁକ୍ତି ଦେଇଛନ୍ତି। ଜୀବଙ୍କ ଖାଦ୍ୟ, ଚିକିତ୍ସା ତଥା ପୂରା ବ୍ୟବସ୍ଥାର ପରିଚାଳନା ଓ କର୍ମଚାରୀମାନଙ୍କ ଦରମା ବାବଦୀୟ ସବୁ ଖର୍ଚ୍ଚ ନିଜେ ବହନ କରୁଛନ୍ତି। ସେ ପାଞ୍ଚବର୍ଷ ପୂର୍ବେ ପାରିବାରିକ ବ୍ୟବସାୟ ଛାଡି ଏହି କାର୍ଯ୍ୟରେ ଲାଗିଛନ୍ତି। ପ୍ରତ୍ୟେକ ବର୍ଗର ପ୍ରାଣୀଙ୍କ ଚିକିତ୍ସା ପାଇଁ ସପ୍ତାହକୁ ପ୍ରାୟ ୨୦ହଜାର ଟଙ୍କା ବ୍ୟୟ କରୁଛନ୍ତି। ମାସକୁ ଏହି ଫାର୍ମରେ ପାଖାପାଖି ୪ ଲକ୍ଷ ଟଙ୍କା ଖର୍ଚ୍ଚ ହେଉଛି। ଏମିତିକି ପୋଲିସରୁ ଅବସର ନେଇଥିବା ୩୦ରୁ ଊର୍ଦ୍ଧ୍ୱ କୁକୁର ତାଙ୍କ ପାଖରେ ରହୁଛନ୍ତି ବୋଲି କୁହନ୍ତି ଫିଜା।


Enter your email to get our daily news in your inbox.

All Right Reserved By Dharitri.Com

ମୃତ୍ୟୁର ମିତ୍ର ଓ ଶାନ୍ତିର ସନ୍‌ମାର୍ଗ

ଆଧୁନିକ ଆମେରିକାର ଜନକ ବୋଲି କୁହାଯାଉଥିବା ବିଶିଷ୍ଟ ଲେଖକ, ଦାର୍ଶନିକ, ବୈଜ୍ଞାନିକ ତଥା ରାଷ୍ଟ୍ରନୀତିଜ୍ଞ ବେଞ୍ଜାମିନ ଫ୍ରାଙ୍କ୍‌ଲିନ କହୁଥିଲେ- ”ଦୁନିଆରେ କିଏ କେଉଁଠି କେବେ ଗୋଟେ ଭଲ…

ମହାତ୍ମା ଜ୍ୟୋତିରାଓ ଫୁଲେ: ଭାରତର ମାର୍ଗଦର୍ଶନ କରୁଥିବା ଏକ ଆଲୋକବର୍ତ୍ତିକା

ଆଜି ୧୧ ଏପ୍ରିଲ। ଆମ ସମସ୍ତଙ୍କ ପାଇଁ ଅତି ସ୍ବତନ୍ତ୍ର ଦିନ। ଆଜି ହେଉଛି ଭାରତର ମହାନ୍‌ ସମାଜ ସଂସ୍କାରକ ତଥା ଅନେକ ପିଢ଼ି ପାଇଁ ମାର୍ଗଦର୍ଶକ…

ଅଧିକାରୀ ଅଭାବ

ମଧ୍ୟପ୍ରଦେଶରେ ଅନୁମୋଦିତ ସଂଖ୍ୟା ତୁଳନାରେ ୧୫୦ରୁ ଅଧିକ ଆଇଏଏସ୍‌ ଅଧିକାରୀଙ୍କ ଅଭାବ ରହିଛି। ଏହା ଏକ ସାମାନ୍ୟ ବ୍ୟବଧାନ ନୁହେଁ ବରଂ ଏକ ବ୍ୟବସ୍ଥାଗତ ଅଭାବକୁ ଇଙ୍ଗିତ…

ଏଇ ଭାରତରେ

ପଶ୍ଚିମବଙ୍ଗ ସୁନ୍ଦରବନର ବହୁ ଅଞ୍ଚଳର ଜମିକୁ ଲୁଣାପାଣି ଚାଷ ଅନୁପଯୋଗୀ କରିଦେଇଥିଲା। ହେଲେ ଏବେ ସେଠାରେ ୧୫୦୦ କୃଷକ ସେହି ଜମିରେ ୧୯୨ କିସମର ଧାନ ଚାଷକରି…

ରାତ୍ରିଭୋଜନ ଓ ସଂଘର୍ଷ

ମ୍ପ୍ରତିକ ପରିସ୍ଥିତିରେ ଅନେକ ସମୟରେ ଦେଖାଯାଏ ରାତ୍ରିଭୋଜନ ଟେବୁଲଗୁଡ଼ିକ ପ୍ରାୟତଃ ଅଭିଭାବକଙ୍କ ଅପ୍ରତ୍ୟାଶିତ ଶ୍ରେଣୀଗୃହ ହୋଇଯାଏ। ପ୍ରାୟତଃ ପରିବାରରେ ଥିବା ପିଲାଟିର ଦିନସାରାର କାର୍ଯ୍ୟ ମୂଲ୍ୟାୟନ ମାତାପିତାମାନେ…

ଆଗ ଗଛ

ବର୍ତ୍ତମାନ ସମୟର ଇଏ ସବୁଠାରୁ ବଡ଼ ଆହ୍ବାନ। ଆମେ ସବୁ କାମକୁ ପଛରେ ପକାଇ ଆଗ ଗଛ ଲଗାଇବା ଉପରେ ପ୍ରାଧାନ୍ୟ ଦେବା। ଗଛ ଲଗାଇବା, ତା’ର…

ସଙ୍କଟରୁ ପରିବର୍ତ୍ତନର ଆଶା

ଆମେ ଏବେ ଏକ ନିରର୍ଥକ ଯନ୍ତ୍ରଣା ଏବଂ ଆସନ୍ନ ବିନାଶର ପୃଥିବୀରେ ବାସ କରୁଛୁ। ଏଠାରେ ନୈତିକ ବିକାଶ ଧାରଣା ମୂଲ୍ୟହୀନ ହୋଇଯାଇଥିବା ମନେହେଉଛି। ସମସାମୟିକ ସମାଜ…

ଆଦ୍ୟ ମନ୍ଦିର

ଭାରତୀୟ ପରମ୍ପରାରେ ଗଛର ଭୂମିକା ରହିଛି। ବିଭିନ୍ନ ଦେବଦେବୀଙ୍କୁ ନେଇ ପାଳନ କରାଯାଉଥିବା ପର୍ୱ ସହ ଗଛର ସମ୍ପର୍କ ଅଛି। ବିଶେଷକରି ନବରାତ୍ରି, ଗୌରୀପୂଜା ଓ ତେଜ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri