ଏଇ ଭାରତରେ

ବାହାଘରକୁ ନେଇ ବିଭିନ୍ନ ସ୍ଥାନରେ ଭିନ୍ନ ଭିନ୍ନ ପରମ୍ପରା ଦେଖିବାକୁ ମିଳେ। ହେଲେ ଗୁଜରାଟର ଛୋଟା ଉଦୟପୁରରେ ଥିବା ସୁରଖେଡା ଗାଁର ଆଦିବାସୀଙ୍କ ବିବାହ ପ୍ରଥା ଶୁଣିଲେ ଯେ କେହି ଆଶ୍ଚର୍ଯ୍ୟ ହେବେ। କନ୍ୟାକୁ ବିବାହ କରନ୍ତି ବରର ଭଉଣୀ। କାରଣ ଏଠାରେ ବର, କନ୍ୟା ଘରକୁ ବିବାହ ପାଇଁ ଯାଇ ନ ଥାଏ। ବର ନିଜ ଘରେ ମା’ଙ୍କ ପାଖରେ ରହି ଥାଆନ୍ତି। ବରଙ୍କଠାରୁ ସାନ ଅବିବାହିତ ଭଉଣୀ ଅବା ଘରର ଯେ କେହି ଅବିବାହିତ ଝିଅ ବରଘରକୁ ବିବାହ ପାଇଁ ଯାଇଥାଆନ୍ତି। ସେଠାରେ ସେ କନ୍ୟାକୁ ବିବାହ କରିବା ସହ ସାତଘେରା ମଧ୍ୟ ନେଇଥାଆନ୍ତି। ବରଙ୍କ ଅବିବାହିତ ଭଉଣୀ ବିବାହର ସମସ୍ତ କାର୍ଯ୍ୟ ସାରି କନ୍ୟାକୁ ନେଇ ଘରକୁ ଫେରିବା ପରେ ବରକନ୍ୟା ଏକାଠି ରହିଥାଆନ୍ତି। ଉକ୍ତ ଗ୍ରାମର ମୁଖିଆ ରାମସିଂ ଭାଇ ରାଥଓ୍ବା କୁହନ୍ତି, ଲୋକଙ୍କର ବିଶ୍ୱାସ ରହିଛି, ଏମିତି ନ କଲେ ଉଭୟ ପରିବାରରେ ଅଘଟଣ ଘଟିଥାଏ। ସେଥିପାଇଁ ଏଠାକାର ୩ଟି ଗାଁର ଲୋକେ ଆଜି ପର୍ଯ୍ୟନ୍ତ ଏହି ପ୍ରଥା ପାଳନକରି ଆସୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ନଡ଼ିଆକତାକୁ ସାମଗ୍ରୀ ତିଆରି କରିବାରେ ଯେତିକି ବ୍ୟବହାର କରାଯାଉଛି ତାହାଠାରୁ ଅଧିକ ବର୍ଜ୍ୟ ଆକାରରେ ପିଙ୍ଗି ଦିଆଯାଉଛି। ତେବେ ଏହି କତା ବର୍ଜ୍ୟକୁ କେରଳର ଅର୍ଦ୍ରା ନାୟର…

ଯୋଗ ଦିବାରାତ୍ରି

ଭାରତ ନେତୃତ୍ୱରେ ସାରା ବିଶ୍ୱରେ ପାଳିତ ଯୋଗଦିବସରେ ଶହଶହ ଯୋଗୀ ଓ ଯୋଗିନୀ ବିଭିନ୍ନ ଆସନ, ପ୍ରାଣାୟାମ ଇତ୍ୟାଦି ପତଞ୍ଜଳିକୃତ ଯୋଗମାର୍ଗ ପ୍ରଦର୍ଶନ କରନ୍ତି । ଯୋଗ କଲେ…

ସବୁଜ ଶକ୍ତି ଓ ନିଯୁକ୍ତି ସୁଯୋଗ

ଶ୍ୱତାପନ ଓ ଜଳବାୟୁ ପରିବର୍ତ୍ତନ ପରି ଗମ୍ଭୀର ପରିବେଶ ସମସ୍ୟାର ପ୍ରଚ୍ଛଦରେ ରହିଛି ଶକ୍ତି ଉତ୍ପାଦନର ପ୍ରମୁଖ ଉତ୍ସ କୋଇଲା, ପେଟ୍ରୋଲିୟମ ତୈଳ ଏବଂ ପ୍ରାକୃତିକ ଗ୍ୟାସ…

ପକ୍ଷପାତ ବିଚାର

ଆପଣ ଯଦି ଜଣେ ସାଧାରଣ ବ୍ୟକ୍ତି, ତେବେ ଯେକୌଣସି ଦଳକୁ ସମର୍ଥନ କରିପାରିବେ ଏବଂ ଭୋଟ ଦେଇପାରିବେ। ଡିଏମ୍‌କେ, ଏଡିଏମ୍‌କେ, ଟିଡିପି, ଏନ୍‌ସିପି, ପିଡିପି, ଟିଏମ୍‌ସି, ଆଇଏନ୍‌ସି,…

ସ୍ଲଟ୍‌ ବୁକିଂ ବ୍ୟବସ୍ଥାରେ ଶ୍ରୀଜୀଉ ଦର୍ଶନ

ଶ୍ରୀ ଜଗନ୍ନାଥଙ୍କ ଦର୍ଶନରେ ସୁଧାର ଆଣିବାକୁ ସରକାର ସ୍ଲଟ୍‌ ବୁକିଂ ବ୍ୟବସ୍ଥା ପ୍ରଚଳନ ପାଇଁ କହିଛନ୍ତି। ଏହା ଉପରେ ପ୍ରାଥମିକ ପଦକ୍ଷେପ ଆରମ୍ଭ ହୋଇଯାଇଛି ବୋଲି ଶ୍ରୀମନ୍ଦିର…

ସମୃଦ୍ଧିର ପ୍ରତୀକ

ଦେବଦତ୍ତ ପଟ୍ଟନାୟକ ଲଲକ୍ଷ୍ମୀଙ୍କ ଦୁଇ ପାଖରେ ଦୁଇଟି ହାତୀ ତାଙ୍କ ମୁଣ୍ଡ ଉପରେ ପାଣି ଢାଳୁଥିବାର ଛବି ବା ମୂର୍ତ୍ତି ସାରା ଭାରତରେ ବେଶ୍‌ ଜଣାଶୁଣା। ଏହାକୁ…

ଟପ୍ପର ହେବା ଜରୁରୀ କି

ନିକଟରେ ପ୍ରକାଶ ପାଇଥିବା ସିିବିଏସ୍‌ଇ ଦଶମ ବୋର୍ଡ ପରୀକ୍ଷା ଫଳକୁ ନେଇ ଓଡ଼ିଶା ସାରା ଚର୍ଚ୍ଚା। କେବଳ ଓଡ଼ିଶା କାହିଁକି, ସାରା ଭାରତରେ ଅନେକ ଛାତ୍ରୀଛାତ୍ର ଶତକଡା…

ସମୃଦ୍ଧିର ପ୍ରତୀକ

ଲକ୍ଷ୍ମୀଙ୍କ ଦୁଇ ପାଖରେ ଦୁଇଟି ହାତୀ ତାଙ୍କ ମୁଣ୍ଡ ଉପରେ ପାଣି ଢାଳୁଥିବାର ଛବି ବା ମୂର୍ତ୍ତି ସାରା ଭାରତରେ ବେଶ୍‌ ଜଣାଶୁଣା। ଏହାକୁ ସମୃଦ୍ଧିର ପ୍ରତୀକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri