ଏଇ ଭାରତରେ

ଆଦିବାସୀଙ୍କ ବିକାଶ ପାଇଁ କାର୍ଯ୍ୟକରି ସମାଜରେ ଉଦାହରଣ ସୃଷ୍ଟି କରିଛନ୍ତି ଡା. ଏମ. ରେଗି ଏବଂ ଡା.ଲଳିତା ରେଗି । ଏକ ଡାକ୍ତର ଦମ୍ପତି ତାମିଲନାଡୁର ଧରମପୁରି ଜିଲାର ସିଟିଲିଙ୍ଗରେ ବାସ କରୁଥିବା ଯାଯାବର ଲାମ୍ବାଡି ସମ୍ପ୍ରଦାୟର ଆଦିବାସୀଙ୍କୁ ସହାୟତାର ହାତ ବଢାଇଛନ୍ତି। ସେମାନଙ୍କୁ ଚିକିତ୍ସା ସୁବିଧା ଯୋଗାଇ ଦେଉଛନ୍ତି। ପାହାଡିଆ ଅଞ୍ଚଳରେ ବାସକରୁଥିତ୍ତ୍ବା ପ୍ରାୟ ୧ ଲକ୍ଷ ଆଦିବାସୀଙ୍କୁ ମାଲାଭାସି ବା ପାହାଡ଼ି ମଣିଷ ବୋଲି କୁହାଯାଏ। ଏହି ଦମ୍ପତି ଆଦିବାସୀ ଗାଁ ଗୁଡିକୁ ଯାଇ ଦୀର୍ଘ ୨୫ ବର୍ଷ ହେବ ସେବା କରି ଆସୁଛନ୍ତି। ଏଥିପାଇଁ ଡାକ୍ତର ଦମ୍ପତି ଟ୍ରାଇବାଲ ହେଲ୍‌ଥ ଇନିସିଏଟିଭ(ଟିଏଚଆଇ) ଯୋଜନା ପ୍ରସ୍ତୁତ କରିଛନ୍ତି ଓ ତା’ ମାଧ୍ୟମରେ ସେବା କାର୍ଯ୍ୟ ତୁଲାଉଛନ୍ତି। ସେମାନେ ଆଦିବାସୀମାନଙ୍କ ଲାଗି ଏକ ହସ୍ପିଟାଲ ମଧ୍ୟ କରିଛନ୍ତି। ଡାକ୍ତର ଦମ୍ପତି କେବଳ ଆଦିବାସୀମାନଙ୍କ ଚିକିତ୍ସା କରୁନାହାନ୍ତି ବରଂ ସେମାନଙ୍କୁ ବିଭିନ୍ନ ହସ୍ତକଳା ଉପରେ ଶିକ୍ଷା ପ୍ରଦାନ କରି ଆମତ୍ ନିର୍ଭରଶୀଳ କରୁଛନ୍ତି। ଡାକ୍ତର ଦମ୍ପତିଙ୍କ ଉଦ୍ୟମରେ ଏବେ ସେଠାରେ ଶିଶୁ ମୃତ୍ୟୁହାର ପୂରା କମିଯାଇଛି। ଏପରିକି ଭାରତରେ ସବୁଠାରୁ କମ୍‌ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମ ପାଖଲୋକ

ମହାନ୍ତିବାବୁ ଛୋଟ ମୋଟ ଖଟିରେ ମଞ୍ଚ ସଞ୍ଚାଳନ କରୁଥିବା କଥା ତାଙ୍କ ପାଖଲୋକ ଜାଣିଥିଲେ। ନୂଆକରି କାର୍ଯ୍ୟରେ ଯୋଗ ଦେଇଥିବା ଅଧିକାରୀ କମ୍ପାନୀର ଏକ ସାଂସ୍କୃତିକ କାର୍ଯ୍ୟକ୍ରମରେ…

ଶିଶୁ ସାହିତ୍ୟରେ ବିଜ୍ଞାନ

ବୈଜ୍ଞାନିକ ଆବିଷ୍କାର ଓ ଉଦ୍ଭାବନ ଆମ ଜୀବନଶୈଳୀକୁ ପ୍ରଭାବିତ କରେ। ବିଜ୍ଞାନର ପ୍ରୟୋଗ ସଭ୍ୟତା, ସାମାଜିକ ଚଳଣି ଓ ସଂସ୍କୃତିକୁ ପରିବର୍ତ୍ତନ କରେ। ଜୀବନ ସହିତ ସାହିତ୍ୟର…

ବୁଦ୍ଧଙ୍କ ଜୀବନ କଥାରେ ଭିନ୍ନତା

ରାମାୟଣର ପାରମ୍ପରିକ କଥାକୁ ନେଇ ଅନେକ ସଂସ୍କରଣ ଅଛି। ହେଲେ ସେଥିମଧ୍ୟରେ ସଂସ୍କୃତ ରାମାୟଣକୁ ମୂଳ ରାମାୟଣ ବୋଲି ସ୍ବୀକାର କରାଯାଏ। ଏହିସବୁ ସଂସ୍କରଣର ବିଭିନ୍ନ କାହାଣୀ…

ସୃଜନଶୀଳତାର ପରିଭାଷା

ଗୋଟିଏ ରାଷ୍ଟ୍ରର ସାର୍ବଭୌମତ୍ୱର ସୁରକ୍ଷା ଓ ରାଷ୍ଟ୍ରର ନିର୍ମାଣ ନିମନ୍ତେ ସମ୍ପତ୍ତି ଏବଂ ସାମରିକ ଶକ୍ତିର ଆବଶ୍ୟକତା ରହିଛି। କିନ୍ତୁ ଏହା ଗୋଟିଏ ଜାତିର ଅନ୍ତର୍ନିହିତ ଶକ୍ତି…

ଫୁଲ ବଜାର ଅଭାବ

ଓଡ଼ିଶା ପାଖରେ ପ୍ରଚୁର ପରିମାଣର ବିଭିନ୍ନ ଖଣିଜ ଦ୍ରବ୍ୟ ଗଚ୍ଛିତ ଅଛି। ହେଲେ ଆମେ ଏ ପର୍ଯ୍ୟନ୍ତ ଶିଳ୍ପ ବିକଶିତ ରାଜ୍ୟ ହୋଇପାରିନାହୁଁ। ଅବଶ୍ୟ ଖଣିଜ ଦ୍ରବ୍ୟ…

ଜିଦିରୁ ବଢ଼ୁଛି ଉତ୍ତେଜନା

ଇରାନ୍‌ ସହ ଶାନ୍ତିଚୁକ୍ତି ବିଳମ୍ବ ହେବା ଦେଖି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ କ୍ଷୁବ୍ଧ ହୋଇ ତେହରାନ ଉପରେ ପୁନଶ୍ଚ ଆକ୍ରମଣ କରିବେ ବୋଲି କିଛିଦିନ ହେବ…

ଏଇ ଭାରତରେ

ଅଶୋକ ଗୁପ୍ତାଙ୍କ ବୟସ ୨୧। ହେଲେ ପରିବେଶ ସମ୍ପର୍କିତ ଉନ୍ନତ ବିଚାର ତାଙ୍କୁ ସମାଜରେ ଭିନ୍ନ ପରିଚୟ ଦେଇଛି। ସେ ଉତ୍ତରପ୍ରଦେଶର ମନୋରମା ନଦୀକୁ ସଫା କରିପାରିଛନ୍ତି।…

ପିଲାଶୂନ୍ୟ ପଡ଼ିଆ

ଖେଳ ପଡ଼ିଆ ଆଜିକାଲି ମେଲା ପଡୁଛି। କେଉଁଠି ଘାସ ଉଠି ଗଲାଣି ତ କେଉଁଠି ଅନାବାନା ଗଛପତ୍ରରେ ଅସନା ହୋଇଗଲାଣି। ଯେଉଁଠି ପିଲାଙ୍କର ଗହଳଚହଳ ଲାଗି ରହୁଥିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri