ଏଇ ଭାରତରେ

କୋଡିଡ୍‌-୧୯ ମହାମାରୀ ସମୟରେ ଅନ୍‌ଲାଇନ୍‌ରେ ଶିକ୍ଷାରୁ ବଞ୍ଚିତ ହେଉଥିବା ଗରିବ ପିଲାମାନଙ୍କୁ ସାହାଯ୍ୟର ହାତ ବଢାଇଛନ୍ତି କେରଳର ଜଣେ ଅବସାପ୍ରାପ୍ତ ଶିକ୍ଷକ ପି.କେ. ବିନୋଦ କୁମାର। ସେ ଗରିବ ପିଲାମାନଙ୍କୁ ନିଜ ପେନ୍‌ସନ ଟଙ୍କାରେ ଟାବଲେଟ କିଣି ଯୋଗାଇ ଦେଇଛନ୍ତି। ବିନୋଦ କୁମାର କୋଝିକୋଡ୍‌ସ୍ଥ କୋଡାଲ ଗଭର୍ନମେଣ୍ଟ ୟୁପି ସ୍କୁଲର ବିଜ୍ଞାନ ଶିକ୍ଷକ ଥିଲେ ଓ ୨୦୧୮ରେ ସ୍ବେଚ୍ଛାକୃତ ଅବସର ନେଇଛନ୍ତି। ଅବସର ପରେ କୁମାର ପାଇଥିବା ଟଙ୍କାରୁ ୧ ଲକ୍ଷ ୮୭ ହଜାର ଖର୍ଚ୍ଚ କରି ୧୮ ଜଣ ଗରିବ ପିଲାଙ୍କୁ ଟାବଲେଟ୍‌ ଯୋଗାଇ ଦେଇଛନ୍ତି। ସ୍କୁଲ କର୍ତ୍ତୃପକ୍ଷ ଏହି ଗରିବ ପିଲାଙ୍କ ତାଲିକା ପ୍ରସ୍ତତ କରିଥିଲେ। କେବଳ ଏତିକ ନୁହେଁ, ଅବସର ନେବା ପୂର୍ବରୁ ବି ପ୍ରତିବର୍ଷ ସେ ପଢ଼ାଉଥିବା ସ୍କୁଲର ଟପ୍ପର୍‌ଙ୍କୁୁ ଆର୍ଥିକ ପୁରସ୍କାର ଦେବାର ବ୍ୟବସ୍ଥା କରିବା ସହ ଗରିବ ପିଲାମାନଙ୍କୁ ପାଠ୍ୟ ଉପକରଣ ମଧ୍ୟ ଯୋଗାଇ ଦେଉଥିଲେ। କୁମାର ଭାରତୀୟ ସାକ୍ଷରତା ମିଶନ ଦ୍ୱାରା ପ୍ରଦତ୍ତ ଦି ନ୍ୟାଶନାଲ ବିଲ୍‌ଡର ଆଓ୍ବାର୍ଡ ଲାଭ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ଟ୍ରିସ୍କୁଟର ବିଷୟରେ କେବେ ଶୁଣିଛନ୍ତି କି। ଏଭଳି ସ୍କୁଟର ନିର୍ମାଣ କରିଛନ୍ତି ମାଙ୍ଗାଲୁରର ଗଣପତି ଭଟ୍ଟ । ଏହି ସ୍କୁଟର ରାସ୍ତାରେ ନ ଚାଲି କେବଳ...

ନକାରାତ୍ମକ ଖବର ଜାଣିବାର ଇଚ୍ଛା

ଡା. ସମ୍ରାଟ କର ସେଦିନ ବଡ଼ିସକାଳୁ ମୋର କମ୍ପ୍ୟୁଟର କ୍ଷିପ୍ରଲିଖ ସହକାରୀ ଶ୍ରଦ୍ଧେୟ ଶ୍ରୀକାନ୍ତର ଫୋନ ବାଜିଉଠିଲା। ସକାଳୁଆ ଶୁଭେଚ୍ଛା ଜଣାଇବା ସହ ବ୍ୟସ୍ତଭରା କଣ୍ଠରେ...

ଶକ୍ତ ବ୍ରେକ୍‌ ଆବଶ୍ୟକ

ଡ. ସନ୍ତୋଷ କୁମାର ମହାପାତ୍ର ଥରେ ଜଣେ ବନ୍ଧୁ ଦେଖାହେଲେ ଏବଂ ପଚାରିଲେ- ”ତମେ ସର୍ବଦା ବାମପନ୍ଥୀ ଚିନ୍ତାଧାରାରେ ଲେଖୁଛ ଏବଂ ଅନ୍ୟକୁ ସମାଲୋଚନା କରୁଛ।...

ହ୍ବେନ୍‌ ଇନ୍‌ ରୋମ୍‌…

ନିକଟରେ କାନାଡ଼ାର ଭାଙ୍କୋଭର ସହରରେ ଭାରତୀୟ ଛାତ୍ର ଚିରାଗ ଆନ୍ତିଲଙ୍କୁ ଗୁଳିକରି ହତ୍ୟା କରାଯାଇଛି। ଚିରାଗଙ୍କ ଘର ହରିୟାଣାରେ ଓ ସେ ୨୦୨୨ରେ ଉଚ୍ଚଶିକ୍ଷା ପାଇଁ...

ଏଇ ଭାରତରେ

ଘରର ସୌନ୍ଦର୍ଯ୍ୟ ପାଇଁ ବଗିଚାରେ ସୀମିତ ନରହି ସେଥିରୁ କେମିତି କିଛି ଉତ୍ପାଦନ ହୋଇପାରିବ ତାହା ଉପରେ ଗୁରୁତ୍ୱ ଦିଆଯିବା ଦରକାର। ଗୋଟିଏ କି ଦୁଇ...

ଗଣତାନ୍ତ୍ରିକ ଏକଚ୍ଛତ୍ରବାଦ

ଜନାର୍ଦ୍ଦନ ବନ୍ଦ୍ୟୋପାଧ୍ୟାୟ   ଗଣତନ୍ତ୍ର ଏବଂ ଏକଚ୍ଛତ୍ରବାଦ ଦୁଇଟି ବିପରୀତବୋଧକ ଶବ୍ଦ ହୋଇଥିଲେ ମଧ୍ୟ ସମୟ ସମୟରେ ଗଣତନ୍ତ୍ରର ଖୋଳପା ପିନ୍ଧି ସଂଖ୍ୟାଗରିଷ୍ଠତାକୁ ଆଶ୍ରୟ କରି...

ସ୍ମାର୍ଟ ପିଲାଙ୍କ ମାଆବାପା

ଅଧ୍ୟାପକ ନିରଞ୍ଜନ ପାଢ଼ୀ   ଅଳ୍ପଦିନ ତଳେ ରାଜଧାନୀର ଏକ ନାମୀଦାମୀ ଇଂରାଜୀ ସ୍କୁଲର ବାର୍ଷିକ ଉତ୍ସବ ଅବସରରେ ଆୟୋଜିତ ହୋଇଥିଲା ଏକ ଅଭିନବ କାର୍ଯ୍ୟକ୍ରମ।...

ଯୁଦ୍ଧାଭିମୁଖୀ

ଦୁଇବର୍ଷ ପୂର୍ବେ ୟୁକ୍ରେନ୍‌ ଉପରେ ରୁଷିଆର ଆକ୍ରମଣ ଏବଂ ଗତବର୍ଷ ୭ ଅକ୍ଟୋବରରେ ଇସ୍ରାଏଲ-ହମାସ ଯୁଦ୍ଧର ପରିଣତି ବିଶ୍ୱ ଦେଖିଚାଲିଛି। ଏଭଳି ଘଡ଼ିସନ୍ଧି ମୁହୂର୍ତ୍ତରେ ୧୩...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri