ଏଇ ଭାରତରେ

ଈଶ୍ୱର ସର୍ବବ୍ୟାପକ ବୋଲି ଅନୁଭବ କରନ୍ତି ବିହାର ନାଳନ୍ଦା ଜିଲାର ମାଢି ଗ୍ରାମବାସୀମାନେ। ସେମାନେ ମନ୍ଦିର, ମସ୍‌ଜିଦ, ଗିର୍ଜା, ଗୁରୁଦ୍ୱାର ସବୁଠି ଈଶ୍ୱର ସତ୍ତା ଉପଲବ୍ଧିି କରନ୍ତି। ବହୁଦିନ ତଳେ ମାଢ଼ିରେ ହିନ୍ଦୁ ମୁସଲମାନ ଏକାଠି ରହୁଥିଲେ ଓ ମୁସଲମାନମାନେ ସେଠାରେ ଏକ ମସ୍‌ଜିଦ ନିର୍ମାଣ କରିଥିଲେ। କାଳକ୍ରମେ ସବୁ ମୁସଲମାନ ଗାଁ ଛାଡି ଚାଲିଗଲେ। ମୁସଲମାନ୍‌ମାନେ ଚାଲିଗଲା ପରେ ମସ୍‌ଜିଦର ଦାୟିତ୍ୱ ହିନ୍ଦୁମାନେ ନେଇଛନ୍ତି। ମସ୍‌ଜିଦ୍‌ରେ ପ୍ରତିଦିନ ହିନ୍ଦୁମାନେ ୫ଥର ନମାଜ ପଢୁଛନ୍ତି। କୌଣସି ସମସ୍ୟା ଆସିଲେ ସେମାନେ ମସ୍‌ଜିଦରେ ପ୍ରାର୍ଥନା ବି କରନ୍ତି। ହିନ୍ଦୁମାନେ ‘ଅଜାନ୍‌’ ଜାଣିି ନ ଥିବାରୁ ସେମାନେ ‘ଅଜାନ’ର ରେକର୍ଡିଂ ବଜାଉଛନ୍ତି। ଏହି ମସଜିଦକୁ ପ୍ରାୟ ୨୦୦ ବର୍ଷ ହେବ। କିନ୍ତୁ ଈଶ୍ୱର-ଆଲ୍ଲା ‘ଏକ’ ଭାବନାରେ ସେମାନେ ସକାଳେ ଓ ସନ୍ଧ୍ୟାରେ ମସ୍‌ଜିଦ ସଫା କରୁଛନ୍ତି ଓ ନମାଜ ପଢୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ଗୁଆଗଛର ବ୍ୟବସାୟିକ ଦିଗକୁ ଭଲ ଭାବେ ଠାବ କରିଛନ୍ତି କର୍ନାଟକର ସୁରେଶ ଏସ୍‌.ଆର୍‌। ସେ ଓ ତାଙ୍କ ସ୍ତ୍ରୀ ମୈଥିଲି ମିଶି ଗୁଆଗଛରୁ ଏକ ପ୍ରକାର...

ବିଶେଷଣ ଭେଳିକି

ଧ୍ରୁବ ଚରଣ ଘିବେଲା ସତର ପରିଭାଷା ଯଦି ସମାଲୋଚନା, ତେବେ ମିଛର ପରିଭାଷା କ’ଣ ହୋଇପାରେ? ଯାହାଙ୍କ ଭାଷାରେ ସତ ହୁଏ ସମାଲୋଚନା, ସେଇମାନଙ୍କ ତୁଣ୍ଡରେ...

ଓଡ଼ିଆ ଜାତି ଓ ପୋଥି ପରମ୍ପରା

ଡ. ପ୍ରଫୁଲ୍ଲ କୁମାର ସାହୁ ଆମ ଦେଶରେ କାଗଜ ପ୍ରଚଳନ ପୂର୍ବରୁ ତାଳପତ୍ର ଥିଲା ଏକ ପ୍ରମୁଖ ଲିଖନ ସାମଗ୍ରୀ। ସେତେବେଳେ ଲୌହ ଲେଖନୀ ଦ୍ୱାରା...

ଜୀବନକୁ ପାଣିଛଡ଼ାଇ

ଚଳିତ ମାସ ୧୯ ତାରିଖରେ ଝାରସୁଗୁଡ଼ା ଜିଲା ଲଖନପୁର ଦେଇ ପ୍ରବାହିତ ମହାନଦୀରେ ଏକ ଡଙ୍ଗା ବୁଡ଼ିଯିବାରୁ ୮ ଜଣଙ୍କ ପ୍ରାଣହାନି ଘଟିଯାଇଛି। ଛତିଶଗଡ଼ ଅତର୍ଲିଆ...

ଏଇ ଭାରତରେ

ପିଲାମାନଙ୍କୁ ପରୀକ୍ଷାରେ ଭଲ ନମ୍ବର ଆଣିବାକୁ ଅଭିଭାବକ କହିଥାନ୍ତି ଓ ଚାପ ବି ପକାନ୍ତି। ପ୍ରତିକ୍ରିୟାରେ ପିଲାମାନେ ବେଳେବେଳେ ଚାପଗ୍ରସ୍ତ ହୋଇଯାନ୍ତି। କିନ୍ତୁ ଏଭଳି କ୍ଷେତ୍ରରେ...

କ୍ଷେପଣାସ୍ତ୍ର ଅଗ୍ନି-୫

ପ୍ର. ରମେଶ ଚନ୍ଦ୍ର ପରିଡ଼ା   ମାନବିକତାର ସର୍ବଶ୍ରେଷ୍ଠ ସ୍ବରୂପ ପ୍ରକଟିତ ହୋଇଥାଏ ‘ବସୁଧୈବ କୁଟୁମ୍ବକମ୍‌’ ଚିନ୍ତାଧାରାରେ। ଆଜିର ଧ୍ୱଂସମୁଖୀ ବିଶ୍ୱକୁ ଏହାହିଁ କେବଳ ଦେଇପାରନ୍ତା...

ନିର୍ବାଚନୀ ଇସ୍ତାହାର: ଏକ ଦୃଷ୍ଟିପାତ

ସୌଭାଗ୍ୟ ସୁନ୍ଦରରାୟ   ଅଷ୍ଟାଦଶ ଲୋକ ସଭା ନିର୍ବାଚନ ପାଇଁ ଇତିମଧ୍ୟରେ ବିଭିନ୍ନ ରାଜନୈତିକ ଦଳର ନିର୍ବାଚନୀ ଇସ୍ତାହାର ପ୍ରକାଶ ପାଇଛି। ସେଥିମଧ୍ୟରୁ ପ୍ରମୁଖ ଦଳ...

ପିଲାଙ୍କ ସ୍ୱାସ୍ଥ୍ୟ

ନେସ୍‌ଲେ ଭଳି ବହୁରାଷ୍ଟ୍ରୀୟ କମ୍ପାନୀ ବିଭିନ୍ନ ଦେଶରେ ଭିନ୍ନ ପ୍ରକାରର ଶିଶୁ ଖାଦ୍ୟ ପ୍ରସ୍ତୁତ କରୁଛି । ଏହାକୁ ଆଧୁନିକ ଭାଷାରେ ‘କର୍ପୋରେଟ୍‌ ରେସିଜିମ୍‌’ ବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri