ଏଇ ଭାରତରେ

ଶ୍ରୀନଗରର ଡାଲ୍‌ ହ୍ରଦରେ ରହି ନୌକା ଚଳାଇ ପେଟ ପୋଷୁଥିବା ତାରିକ ଅହମ୍ମଦ ପାଟଲୋ କୋଭିଡ୍‌ ସଂକ୍ରମିତ ହେବା ପରେ ତାଙ୍କ ମନୋବଳ ହରାଇ ନାହାନ୍ତି, ବରଂ ସୁସ୍ଥ ହେବା ପରେ ରୋଗୀମାନଙ୍କ ପାଇଁ ତାଙ୍କ ନୌକାକୁ ଏକ ଆମ୍ବୁଲାନ୍ସ କରିଦେଇଛନ୍ତି। କୋଭିଡ ସଂକ୍ରମିତ ହେବା ପରେ ସେ ହସ୍ପିଟାଲ ଯିବାରେ ଭୋଗିଥିବା ସମସ୍ୟା ଯେପରି ଆଉ କାହା ଭାଗ୍ୟରେ ନଆସୁ , ତାହା ଚିନ୍ତା କରି ସେ ଏଭଳି ଆମ୍ବୁଲାନ୍ସର ବ୍ୟବସ୍ଥା କରିଛନ୍ତି। ଶ୍ରୀନଗରସ୍ଥିତ ‘ସତ୍ୟରେଖା ଟ୍ରଷ୍ଟ’ର ପ୍ରତିଷ୍ଠାତା ଡ.ନିବେଦିତା ପି.ହରନ ତାଙ୍କୁ ଏଥିତ୍ପାଇଁ ସହଯୋଗ କରିଛନ୍ତି। ସେଠାକାର ଲୋକମାନେ ସମ୍ମୁଖୀନ ହୋଇଥିବା ସମସ୍ୟାଗୁଡ଼ିକୁ ଦୃଷ୍ଟିରେ ରଖି ସେ ଏହି ସେବା ଆରମ୍ଭ କରିଛନ୍ତି ଓ ରୋଗୀମାନଙ୍କ ପାଇଁ ସବୁ ପ୍ରକାର ବ୍ୟବସ୍ଥା ବି ତା’ମଧ୍ୟରେ ରଖିଛନ୍ତିି। କେବଳ କୋଭିଡ ରୋଗୀ ଯିବା ଲାଗି ନୁହେଁ ଅନ୍ୟ ରୋଗୀମାନେ ବି ଏଥିତ୍ରେ ନେଉଛନ୍ତି। ଏହି ଆମ୍ବୁଲାନ୍ସରେ ପ୍ରାୟ ୧୨ ଜଣ ଯିବାର ସୁବିଧା ଅଛି।


Enter your email to get our daily news in your inbox.

All Right Reserved By Dharitri.Com

ମହେନ୍ଦ୍ରଗିରିର ଶିବ ମହିମା

ମହେନ୍ଦ୍ରଗିରି ପର୍ୱତ, ଯେଉଁ ପର୍ୱତ ଦିନେ ଥିଲା ଶ୍ୱେତକମଣ୍ଡଳ ରାଜ୍ୟର ଅଂଶବିଶେଷ, ଯେଉଁ ପର୍ୱତକୁ ନିଜ କବିତାରେ ସ୍ଥାନ ଦେଇଛନ୍ତି ଗୋଦାବରୀଶ ମିଶ୍ର, ଗୋପବନ୍ଧୁ ଦାସ ଏବଂ…

ଦେଶଭକ୍ତି ଚିନ୍ତା

ଆମ ଦେଶରେ ଜାତୀୟତାବାଦର ଅତ୍ୟଧିକ ଚାହିଦା ରହିଛି, ହେଲେ ସବୁବେଳେ ଏଠାରେ ଏହାର ଅଭାବ ଥିବା ମନେହୁଏ। ମୋ ଜୀବନରେ ଅତିବାହିତ ସବୁ ଦଶନ୍ଧିରେ ‘ବନ୍ଦେ ମାତରମ୍‌’କୁ…

ମୁଁ ଗୋଟିଏ ଗାଈ

ହାଁ ହାଁ ବାଇମନ… ରୁହ ରୁହ…! ଶୀର୍ଷକଟିକୁ ପଢ଼ି ଦେଇ ପିଲାବେଳର ରଚନା ଭାବି ଆଖି ବୁଲାଇ ନିଅନ୍ତୁନି! ଯେମିତି ଆପଣଙ୍କର ପିଲାବେଳ ଆଉ ନାହିଁ! ସେମିତି…

ଆମକୁ ଯାହା ଲଜ୍ଜା ନାହିଁ

ଅମ ଓଡ଼ିଶା ଭାଷା, ସାହିତ୍ୟ, ସଂସ୍କୃତି, ଚଳଣି, ଆମ ଖାଦ୍ୟ, ଆମ ବିଚାରଧାରା ସବୁଠି ବର୍ତ୍ତମାନ ଅନୁପ୍ରବେଶର ଉପଦ୍ରବ। ଏସବୁ ଭିତରେ ଊଣା ଅଧିକେ ହଜିବାକୁ ବସିଲାଣି…

ବିକଳ୍ପ ଶେଷ

ବର୍ଷ ବର୍ଷ ଧରି ସିଭିଲ ସର୍ଭିସ ପରୀକ୍ଷାରେ ବ୍ୟବସ୍ଥାଗତ ତ୍ରୁଟି ରହିଥିଲା। ପରୀକ୍ଷାରେ ପାସ୍‌ କରି ଆଇଏଏସ୍‌ କିମ୍ବା ଆଇଏଫ୍‌ଏସ୍‌ରେ ପ୍ରବେଶ କଲେ ମଧ୍ୟ ସେମାନେ ଭଲ…

ଏଇ ଭାରତରେ

ସୁନ୍ଦରବନର ଏକ ଗାଁର ଲୋକେ ଜୀବନ-ଜୀବିକା ସଂଘର୍ଷରେ ବିଜୟୀ ହୋଇଛନ୍ତି। ପଶ୍ଚିମବଙ୍ଗ ସନ୍ଦେଶ୍‌ଖାଲି ବ୍ଲକ ଜେଲିଆଖଲି ଗାଁକୁ ଅନେକ ଛୋଟ ନଦୀ ଘେରିରହିଛି। କୋଲ୍‌କାତାଠାରୁ ୭୨ କି.ମି.…

ରେଡିଓ: ମନର କଥା କହେ

ରେଡିଓ ଆମ ଜୀବନରେ ଏକ ଅବିଚ୍ଛେଦ୍ୟ ଅଙ୍ଗ ହୋଇରହିଛି। ସେ ସୂଚନା ପ୍ରସାରଣ ହେଉ କି ଆନନ୍ଦ ପ୍ରଦାନ, ରେଡିଓ ସବୁବେଳେ ଆମ ସାଥିରେ ରହିଛି। ମନେପଡୁଛି…

ଆସ୍ଥାର ବଜାରୀକରଣ

ଭାରତୀୟ ସଂସ୍କୃତିର ପ୍ରାଣକେନ୍ଦ୍ର ହେଉଛି ଆଧ୍ୟାତ୍ମିକତା। ଏଠାରେ ଦେବଦେବୀମାନେ କେବଳ ପୂଜାପାଠର ମାଧ୍ୟମ ନୁହନ୍ତି, ବରଂ ସେମାନେ ଆମ ଜୀବନଶୈଳୀ, ସଂସ୍କାର ଏବଂ ନୈତିକତାର ପ୍ରତୀକ। ହିନ୍ଦୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri