ଏଇ ଭାରତରେ

ଆଜି ମଧ୍ୟ ଦେଶର ଅନେକ ଲୋକ ଦିନକୁ ଦୁଇବେଳା ପେଟପୂରା ଖାଇବାକୁ ପାଉନାହାନ୍ତି। ଏମାନଙ୍କ ଭୋକ ଦୂର କରିବା ଲାଗି ବି ବହୁ ବ୍ୟକ୍ତି ସେମାନଙ୍କ ସ୍ତରରେ ଚେଷ୍ଟା କରୁଛନ୍ତି ଓ ଏମାନଙ୍କ ମଧ୍ୟରୁ ଗୁଜରାଟ ଜାମନଗରର ଲାଓଜୀ ଭାଇ ପଟେଲ ଅନ୍ୟତମ। ସେ ଅଶୀ ଦଶକରୁ ସରକାରୀ ହସ୍ପିଟାଲ ନିକଟରେ ରୋଗୀଙ୍କ ସମ୍ପର୍କୀୟଙ୍କୁ ମାଗଣାରେ ଖାଇବାକୁ ଦେବା ଆରମ୍ଭ କରିଥିଲେ। ତାଙ୍କ ଦେହାନ୍ତ ପେର ବି ଏହା ଚାଲିଛି। ୧୫ଶହ ଲୋକଙ୍କୁ ଦିନକୁ ଦୁଇବେଳା ଖାଇବାକୁ ଦିଆଯାଉଛି ତାଙ୍କ ଭଣଜାଙ୍କ ତତ୍ତ୍ୱାବଧାନରେ। ଲାଓଜୀ ଭାଇ ଖାଦ୍ୟ ସାମଗ୍ରୀ ବ୍ୟବସାୟ କରୁଥିଲେ ଓ ଏହି ଖାଦ୍ୟ ସେବା ଚଳାଉଥିଲେ। ଅଧିକ ଲୋକଙ୍କ ପାଇଁ ଖାଦ୍ୟ ଯୋଗାଇବା ସହ ଅନ୍ୟ ସବୁ ମେଡିକାଲ ସହାୟତା ଯୋଗାଇ ଦେବା ଲାଗି ସେ ଗଙ୍ଗମାତା ଟ୍ରଷ୍ଟ ଗଠନ କରିଥିତ୍ଲେ।୨୦୧୧ରେ ତାଙ୍କ ଦେହାନ୍ତ ପରେ ଭଣଜା ଚନ୍ଦ୍ରେଶ ଭାଇ ଟ୍ରଷ୍ଟ ଦାୟିତ୍ୱ ନେଇଛନ୍ତି। ଲୋକଙ୍କୁ ଖାଦ୍ୟ ଦେବାରେ ପ୍ରତି ମାସରେ ୨୫ ହଜାର ଟଙ୍କାରୁ ଅଧିକ ବ୍ୟୟ ହେଉଛି ବୋଲି ସେ କହନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ଜଳ ସଙ୍କଟ ଦୂର କରିବା ପାଇଁ ମଧ୍ୟପ୍ରଦେଶ ଉଜ୍ଜୟିନୀ ମ୍ୟୁନିସିପାଲ କର୍ପୋରେଶନ କମିଶନର ଅନଶୁଲ ଗୁପ୍ତାଙ୍କ ପ୍ରୟାସ ପ୍ରଶଂସନୀୟ। ସେ ୧୨୫ ସ୍ବେଚ୍ଛାସେବୀଙ୍କ ସହାୟତାରେ ଉଜ୍ଜୟିନୀର ୟାମ୍‌…

ନୀରବତା ଏକ ମୃଗତୃଷ୍ଣା

ଜଡ! ତୁମେ ନିଷ୍କ୍ରିୟ ହୋଇ ପଡ଼ିରହିଛ। ତୁମକୁ ମଣିଷ ହୋଇ ବଞ୍ଚି ରହିବାର କୌଣସି ଅଧିକାର ନାହିଁ। ଅତିଶୟ ଅନ୍ୟାୟର ବଳୟରେ ସୁପ୍ତପ୍ରାୟ ତୁମ ଜୀବନ ଧିକ୍‌…

ସର୍ଜନଶୀଳ ଓଡ଼ିଶା

ଥିବୀର ଯେକୌଣସି ଗୌରବମୟ ସଂସ୍କୃତି ମଧ୍ୟରେ ଓଡ଼ିଆ ସଂସ୍କୃତି କେବଳ ଅନ୍ୟତମ ନୁହେଁ, ଅନନ୍ୟ। ଓଡ଼ିଆଙ୍କ ଜୀବନ ଦର୍ଶନ, ଚିନ୍ତା ଚେତନା,ଭାବଭାବନା ତଥା ଏ ଜାତିର କାରୁକାର୍ଯ୍ୟ,…

ଅନେକ ମେରୁ

ଯେତେବେଳେ ସାଧାରଣ ନାଗରିକ କୌଣସି ଯୁଦ୍ଧରେ ଏକତ୍ରିତ ହୋଇ ଲାଗିପଡ଼ନ୍ତି, ସେହି ଯୁଦ୍ଧ ସମ୍ପୂର୍ଣ୍ଣ ଭିନ୍ନ ରୂପ ନେଇଥାଏ। ତାହା ନାଗରିକଙ୍କ ଯୁଦ୍ଧ ପାଲଟିଯାଇଥାଏ; ଯେତେବେଳେ ନେତୃତ୍ୱ…

ଏଇ ଭାରତରେ

ବହୁ ସମୟରେ ବ୍ୟକ୍ତି ସମ୍ମୁଖରେ ବୟସ ହାର ମାନେ, ଯାହାର ଦୃଷ୍ଟାନ୍ତ ଦେଖିବାକୁ ମିଳିଛି ଜମ୍ମୁରେ। ୭୨ ବର୍ଷ ବୟସରେ ବିଦ୍ୟା କୌର ନିର୍ଭୟରେ କାର ଚଳାଇ…

ପିତୃ ଶବ୍ଦର ମହାନତା

ପିତୃ’ ବା ତତ୍ସମ ଶବ୍ଦ ଯଥା ପିତା, ତାତ, ଜନକ, ବାପା, ବାପୁ, ବାବୁ, ପାପା, ନନା, ବାବା, ଡାଡି, ଡାଡ୍‌, ଡେ’ ଏହିପରି ଏକାର୍ଥବୋଧକ ଯେତେ…

ମଣିମା ଶୁଣିମା ହେଉ

ବାଲ୍ୟକାଳରେ ଶୁଣିଥିବା କାହାଣୀ ବେଳେବେଳେ ବିସ୍ମୃତିରୁ ବାହୁଡ଼ିଆସେ। ସେତେବେଳେ ଶିଶୁମନକୁ ଖୁବ୍‌ ପ୍ରଭାବିତ କରିଥିବା କାହାଣୀର ବିଲୋଳ ଚରିତ୍ର ଆଖି ଆଗରେ ଉଭାହୁଏ। ସାମ୍ପ୍ରତିକ ସମୟର ଲାଞ୍ଚମିଛ,…

କେବଳ ଦର୍ଶକ

ମଧ୍ୟପ୍ରାଚ୍ୟ ଯୁଦ୍ଧ ଏବେ ଦ୍ୱିତୀୟ ମାସରେ ପ୍ରବେଶ କରିଛି। ଏହା ଏକ ଲମ୍ବା ଯୁଦ୍ଧ ହେବାକୁ ଯାଉଛି ଏବଂ ଏ ସମ୍ପର୍କରେ ମୁଁ କିଛି ଟିପ୍ପଣୀ ଦେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri