ଏଇ ଭାରତରେ

ବହୁ ସମୟରେ ପେସା ଅପେକ୍ଷା ଜଣେ ବ୍ୟକ୍ତିର କାର୍ଯ୍ୟ ପ୍ରତି ନିଶା ତାକୁ ଏକ ସ୍ବତନ୍ତ୍ର ପରିଚିତି ଦେଇଥାଏ। ଏଭଳି ବ୍ୟକ୍ତି ହେଉଛନ୍ତି କେରଳର ଇଞ୍ଜିନିୟର ଏଜିକିଲ ପୌଲୋସେ। ସ୍ଥପତି ଭାବେ କାର୍ଯ୍ୟରତ ପୌଲୋସେ ସେଥିରୁ ସମୟ ବାହାର କରି ୫୦୦ ପ୍ରକାର ଓଷଧୀୟ ବୃକ୍ଷ ସଂଗ୍ରହ କରି ଘରେ ରଖିଛନ୍ତି। ଘର ଓ ତା’ଚାରିପାଖ ଓଷଧୀୟ ଗଛର ବଗିଚା ପାଲଟିଯାଇଛି। ଏହି ବଗିଚା ୪ ଏକର ଜମିରେ କରିଛନ୍ତି। ପୌଲୋସେଙ୍କୁ ବୟସ ଏବେ ୪୦। ୧୫ ବର୍ଷ ପୂର୍ବରୁ ସେ ଓଷଧୀୟ ଗଛ ସଂଗ୍ରହ କରିବା ଆରମ୍ଭ କରିଥିଲେ । ସେ ଯେଉଁଆଡେ କାମ କରିବାକୁ ଯାଆନ୍ତି ସେହିସବୁ ଅଞ୍ଚଳରୁ ଗଛ ସଂଗ୍ରହ କରିଥାନ୍ତି କିମ୍ବା କିଣିଆଣନ୍ତି। ବଗିଚା ଦେଖାରଖା କାର୍ଯ୍ୟରେ ତାଙ୍କ ପରିବାର ସଦସ୍ୟମାନେ ସାହାଯ୍ୟ କରୁଛନ୍ତି। ପୌଲୋସେ କହନ୍ତି, ପରିବାର ତିନି ପିଢ଼ି ହେଲା ଚାଷ କରୁଥିବାରୁ କୃଷି ପ୍ରତି ଆକର୍ଷଣ ରହିଥିଲା, ଯାହା ତାଙ୍କୁ ଏହି କାର୍ଯ୍ୟ କରିବାକୁ ପ୍ରେରିତ କରିଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

କେରଳମର ଯୁବ ଫଟୋଗ୍ରାଫର ନନ୍ଦୁ କେ.ଏସ୍‌. କହନ୍ତି, କ୍ୟାମେରା କେବଳ ସୁନ୍ଦର ଦୃଶ୍ୟ ଉତ୍ତୋଳନ ପାଇଁ ନୁହେଁ; ବରଂ ଏହା ସ୍ବଚ୍ଛତା, ଏକତା ଆଣିପାରେ, ପଦକ୍ଷେପ ପାଇଁ…

ଏକାଧିକ ବ୍ୟାଙ୍କ ଆକାଉଣ୍ଟ ରହିଛି କି

ମୋ କଲେଜ ପଢ଼ା ସମୟର ସାଙ୍ଗ ‘ନରେନ୍ଦ୍ର’ କଥା କହୁଛି। ତାଙ୍କର ଏକ ଭଲ ଅଭ୍ୟାସ ଥିଲା ଡାକଘର ବ୍ୟତୀତ ସେ ସମୟରେ ଯେତେ ସବୁ ଛୋଟବଡ଼…

ପୁସ୍ତକରେ ବନ୍ଦୀ ଶୈଶବ

ଏକ ସମୟ ଥିଲା, ସା ହେଲେ ପିଲାଙ୍କ ଚିତ୍କାର ଓ ଦୌଡ଼ାଦୌଡ଼ିରେ ଗାଁର ଖେଳପଡ଼ିଆ ହସୁଥିଲା। ଖେଳପଡ଼ିଆରେ ସେମାନେ ଶିଖୁଥିଲେ ସହଯୋଗ, ମିତ୍ରତା, ସହନଶୀଳତା ଓ ଜୀବନର…

ଦୁଇ ଆଞ୍ଚଳିକ ପ୍ରତିଦ୍ୱନ୍ଦ୍ୱୀ

ନିକଟରେ ଆମେରିକାର ବୈଦେଶିକ ସଚିବ ମାର୍କୋ ରୁବିଓ ଭାରତ ଗସ୍ତରେ ଆସିଥିଲେ। ସେତେବେଳେ ସେ କହିଥିଲେ, ଭାରତ ହେଉଛି ଆମେରିକାର ଅନ୍ୟତମ ଗୁରୁତ୍ୱପୂର୍ଣ୍ଣ ରଣନୈତିକ ଭାଗୀଦାରି ।…

ପରିଚୟ ଖୋଜୁଛି ଭଦ୍ରକ ଗୁଡ଼

ଉପକୂଳ ଓଡ଼ିଶାରେ ଆଖୁଚାଷ କହିଲେ ଭଦ୍ରକ ଆଖୁକୁ ବୁଝାଏ। ଭଦ୍ରକ ଗୁଡ଼ର ବି ସେତିକି ଚାହିଦା ଥିଲା। ା ଯାଜପୁର, ବାଲେଶ୍ୱର,କେନ୍ଦୁଝରକୁ ଭଦ୍ରକ ଗୁଡ଼ ରପତ୍ାନି ହୁଏ।…

ରାମରାଜ୍ୟର ବାସ୍ତବ ଲକ୍ଷ୍ୟ

ଏବେ ‘ସନାତନ ଧର୍ମ’ ବାକ୍ୟାଂଶ ବା ସ୍ଲୋଗାନ ଅତି ସାଧାରଣ ଭାବରେ ବ୍ୟବହାର ହେଉଛି। ଏହାକୁ ଏକ ପ୍ରାଚୀନ ହିନ୍ଦୁ ଜୀବନଶୈଳୀ ରୂପେ ଉପସ୍ଥାପନ କରାଯାଉଛି, ଯାହା…

ଗୋଇନ୍ଦା ବିଫଳତା-ଉତ୍ତରଦାୟୀ କିଏ

ସାରା ରାଜ୍ୟରେ ବଡ଼ ଜୋରସୋରରେ କୁଖ୍ୟାତ ଅପରାଧୀମାନଙ୍କ ଧରପଗଡ଼ ଚାଲିଛି। କେତେଜଣ ଧରାହୋଇ ଜେଲ କୋଠରିକୁ ଫେରୁଛନ୍ତି ତ ପୁଣି କେତେକେ ପୋଲିସ ଆଖିରେ ଧୂଳିଦେଇ ଫେରାର…

୯ କିଲୋମିଟରର ଅକୁହା କାହାଣୀ

ପ୍ରଖର ରୌଦ୍ରତାପ। ପାଦ ପୋଡ଼ିଯାଉଛି, ଓଠ ଶୁଖିଯାଉଛି। ତା’ରି ଭିତରେ ଜଣେ ମହିଳା ନିଜର ୯୦ ବର୍ଷୀୟା ବୃଦ୍ଧା ଶାଶୁଙ୍କୁ ପିଠିରେ ବୋହି ପାହାଡ଼ିଆ ରାସ୍ତା, ପଥୁରିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri