ଏଇ ଭାରତରେ

ମାତ୍ର ୧୩ ବର୍ଷ ବୟସରେ ନସିମା ଗୈନ୍‌ଙ୍କୁ ତାଙ୍କ ପରିବାର ଲୋକେ ବିହାରର ଜଣେ ବ୍ୟକ୍ତିଙ୍କୁ ବିକ୍ରି କରିଦେଇଥିଲେ। ପରେ ସେହି ଝିଅର ସଂଗ୍ରମୀ ଜୀବନ ଓ ସେବା କାର୍ଯ୍ୟ ଅନ୍ୟମାନଙ୍କ ପାଇଁ ପ୍ରେରଣାଦାୟକ ହୋଇଥିଲା। ନସିମାଙ୍କ ସହ ତାଙ୍କର କେତେଜଣ ସାଙ୍ଗଙ୍କୁ ୨୦୦୯ରେ ବିକ୍ରି କରିଦିଆଯାଇଥିଲା। ସେ ଆଉ କେବେ ବି ଘରକୁ ଫେରିପାରିବେ ନାହିଁ ବୋଲି ଜାଣିବା ପରେ ଭାଙ୍ଗିପଡ଼ିଥିଲେ। ନସିମାଙ୍କୁ ଜଣେ ପ୍ରାଧ୍ୟାପକଙ୍କ ଘରେ କାମ କରିବାରେ ନିୟୋଜିତ କରାଯାଇଥିଲା। ସେଠାରେ ସେ ସେହି ପ୍ରାଧ୍ୟାପକଙ୍କୁ ସବୁ କଥା କହିବା ପରେ ତାଙ୍କୁ ଓ ସାଙ୍ଗମାନଙ୍କୁ ପୋଲିସ ସହାୟତାରେ ଉଦ୍ଧାର କରାଯାଇଥିଲା। ପରେ ସେ ଓ ତାଙ୍କ ଭଳି ଉଦ୍ଧାର ହୋଇଥିବା କେତେଜଣ ଝିଅ ମିଶି ୨୦୧୬ରେ ଉତ୍ଥାନ ସଙ୍ଗଠନ ପ୍ରତିଷ୍ଠା କରିଥିଲେ। ବିଭିନ୍ନ ସ୍ଥାନରୁ ଉଦ୍ଧାର ହୋଇଥିବା ଝିଅମାନଙ୍କୁ ସଶକ୍ତ କରିବା ଲାଗି ବିଭିନ୍ନ ପ୍ରଶିକ୍ଷଣ ବ୍ୟବସ୍ଥା କଲେ। ପରେ ନସିମା ଓ ତାଙ୍କ ସାଥୀମାନେ ସାରା ଦେଶରୁ ତାଙ୍କ ଭଳି ପୀଡ଼ିତାଙ୍କ ସହ ମିଶି ‘ଇଲ୍‌ଫାତ୍‌’ ଫୋରମ ଗଠନକରି ଅନ୍ୟମାନଙ୍କ ଜୀବନରେ ପରିବର୍ତ୍ତନ ଆଣୁଛନ୍ତି। ସେ ଏହା ମାଧ୍ୟମରେ ଏବେ ସୁଦ୍ଧା ୪୦୦୦ ଜୀବନ ଗଢ଼ିସାରିଲେଣି ।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ପଶ୍ଚିମବଙ୍ଗ ସୁନ୍ଦରବନର ବହୁ ଅଞ୍ଚଳର ଜମିକୁ ଲୁଣାପାଣି ଚାଷ ଅନୁପଯୋଗୀ କରିଦେଇଥିଲା। ହେଲେ ଏବେ ସେଠାରେ ୧୫୦୦ କୃଷକ ସେହି ଜମିରେ ୧୯୨ କିସମର ଧାନ ଚାଷକରି…

ରାତ୍ରିଭୋଜନ ଓ ସଂଘର୍ଷ

ମ୍ପ୍ରତିକ ପରିସ୍ଥିତିରେ ଅନେକ ସମୟରେ ଦେଖାଯାଏ ରାତ୍ରିଭୋଜନ ଟେବୁଲଗୁଡ଼ିକ ପ୍ରାୟତଃ ଅଭିଭାବକଙ୍କ ଅପ୍ରତ୍ୟାଶିତ ଶ୍ରେଣୀଗୃହ ହୋଇଯାଏ। ପ୍ରାୟତଃ ପରିବାରରେ ଥିବା ପିଲାଟିର ଦିନସାରାର କାର୍ଯ୍ୟ ମୂଲ୍ୟାୟନ ମାତାପିତାମାନେ…

ଆଗ ଗଛ

ବର୍ତ୍ତମାନ ସମୟର ଇଏ ସବୁଠାରୁ ବଡ଼ ଆହ୍ବାନ। ଆମେ ସବୁ କାମକୁ ପଛରେ ପକାଇ ଆଗ ଗଛ ଲଗାଇବା ଉପରେ ପ୍ରାଧାନ୍ୟ ଦେବା। ଗଛ ଲଗାଇବା, ତା’ର…

ସଙ୍କଟରୁ ପରିବର୍ତ୍ତନର ଆଶା

ଆମେ ଏବେ ଏକ ନିରର୍ଥକ ଯନ୍ତ୍ରଣା ଏବଂ ଆସନ୍ନ ବିନାଶର ପୃଥିବୀରେ ବାସ କରୁଛୁ। ଏଠାରେ ନୈତିକ ବିକାଶ ଧାରଣା ମୂଲ୍ୟହୀନ ହୋଇଯାଇଥିବା ମନେହେଉଛି। ସମସାମୟିକ ସମାଜ…

ଆଦ୍ୟ ମନ୍ଦିର

ଭାରତୀୟ ପରମ୍ପରାରେ ଗଛର ଭୂମିକା ରହିଛି। ବିଭିନ୍ନ ଦେବଦେବୀଙ୍କୁ ନେଇ ପାଳନ କରାଯାଉଥିବା ପର୍ୱ ସହ ଗଛର ସମ୍ପର୍କ ଅଛି। ବିଶେଷକରି ନବରାତ୍ରି, ଗୌରୀପୂଜା ଓ ତେଜ୍‌…

ଆସନ୍ତୁ, ଆମ ନାରୀ ଶକ୍ତିକୁ ସଶକ୍ତ କରିବା

ଉ କିଛିଦିନ ପରେ, ସମଗ୍ର ଭାରତବର୍ଷ ଉତ୍ସବମୁଖର ହୋଇଉଠିବ ଏବଂ ଦେଶର କୋଣ ଅନୁକୋଣରେ ହର୍ଷୋଲ୍ଲାସର ସହ ପାର୍ୱଣର ପରିବେଶ ଦେଖିବାକୁ ମିଳିବ। ଆସାମର ଲୋକମାନେ ରଙ୍ଗାଲି…

ଆହ୍ବାନକାରୀ ଜେନ୍‌ ଜି ପ୍ରାର୍ଥୀ

ଚଳିତ ମାସ ୯ ତାରିଖରେ ଆସାମ ବିଧାନସଭାର ୧୨୬ ଆସନ ପାଇଁ ନିର୍ବାଚନ ଅନୁଷ୍ଠିତ ହେବ। ସେଠାକାର ଯେଉଁ କେତୋଟି ହାଇପ୍ରୋଫାଇଲ ଆସନ ରହିଛି ତନ୍ମଧ୍ୟରୁ ଚର୍ଚ୍ଚିତ…

ସଭ୍ୟତାର ସୁରକ୍ଷା, ଜଳର ଗୁଣବତ୍ତା

କୌଣସି ସଭ୍ୟତାର ଅଭ୍ୟୁଦୟ ଓ ବିନାଶର କାହାଣୀ ସେହି ସମୟର ଜଳସମ୍ପଦ ସହିତ ଜଡ଼ିତ। ମାନବ ଜାତିର ଅସ୍ତିତ୍ୱ ତଥା ସରଂକ୍ଷଣ ପାଇଁ ଜଳର ଗୁଣବତ୍ତା (ଶୁଦ୍ଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri