ଏଇ ଭାରତରେ

ବହୁ ସମୟରେ ଲୋକଙ୍କ ଅଜବ ନିଶା ପ୍ରକାଶ ପାଏ, ଯାହା ଦେଖାଯାଇଛି ଯତି ଗୌରଙ୍କଠାରେ। ସେ ସାରା ଭାରତକୁ ଓ ତାହାର ଲୋକଙ୍କୁ ଜାଣିବା ଲାଗି ପଦଯାତ୍ରା ଆରମ୍ଭ କରିଛନ୍ତି। ଚାଲିଚାଲି ସେ ବିଭିନ୍ନ ରାଜ୍ୟ ଯାଉଛନ୍ତି ଓ ସାଙ୍ଗରେ ନେଉଛନ୍ତି ତାଙ୍କ ପୋଷା କୁକୁରକୁ। ସେ ରାଜସ୍ଥାନର ଜୟପୁର ଜିଲା ଦେଇ ଯାଉଥିବା ସମୟରେ ମା’ ନ ଥିବା ଏକ କୁକୁର ଛୁଆକୁ ଉଦ୍ଧାର କରିଥିଲେ ଓ ତାକୁ ହାତରେ ଧରି ୬୦ କି.ମି. ଚାଲିଥିଲେ। ପରେ ଜଣେ ଟେଲର ଏକ ବ୍ୟାଗ୍‌ ତିଆରି କରିବା ପରେ ତାହାକୁ ସେ ସେଥିରେ ନେଇ ଚାଲୁଛନ୍ତି। ସେହି ପୋଷା କୁକୁର ଏବେ ତାଙ୍କ ଯାତ୍ରାର ସାଥୀ। ଏବେ ସୁଦ୍ଧା ଯତି ଗୋଆ, ହିମାଚଳପ୍ରଦେଶ, ଉତ୍ତରାଖଣ୍ଡ ଏବଂ ରାଜସ୍ଥାନ ଯାଇସାରିଲେଣି। ୨୦୨୦ ସେପ୍ଟେମ୍ବରରେ କୋଭିଡ୍‌ ପ୍ରଥମ ଲହର ଥମିବା ପରେ ସେ ତାଙ୍କ ଯାତ୍ରା ଆରମ୍ଭ କରିଥିଲେ। ସେବେଠାରୁ ସେ ୫,୦୦୦ କି.ମି. ଚାଲିସାରିଲେଣି। ଯତି ତାଙ୍କ ଯାତ୍ରା ସମ୍ପର୍କରେ ଇନ୍‌ଷ୍ଟାଗ୍ରାମ୍‌ରେ ଶେୟାର କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

କୁଆଡ଼େ ଗଲା ପ୍ରତିଯୋଗିତା

ରତ ଏକ ଉଦାରୀକୃତ ଓ ପ୍ରତିଯୋଗିତାମୂଳକ ଅର୍ଥନୀତି ଦିଗରେ ଆଗକୁ ବଢୁଛି ବୋଲି ଦୀର୍ଘଦିନ ଧରି କୁହାଯାଉଛି। କିନ୍ତୁ ସାମ୍ପ୍ରତିକ ତଥ୍ୟ ଓ ଅଧ୍ୟୟନ ଏହି ଧାରଣା…

ବିକାଶୋନ୍ମୁଖୀ ଭାରତର ଦୁଃଖ

ଉତ୍ତର-ପୂର୍ବାଞ୍ଚଳ ରାଜ୍ୟ ଅରୁଣାଚଳ ପ୍ରଦେଶର ପ୍ରାୟ ୫୦ କିଲୋମିଟର ଅଞ୍ଚଳ ମଧ୍ୟକୁ ଚାଇନା ଅନୁପ୍ରବେଶ କରିସାରିଲାଣି। ଏକଥା କହିଛନ୍ତିି ରାଜ୍ୟର ଭାଜପା ସାଂସଦ ତାପିର ଗାଓ ା…

ଇସ୍ତଫାର ରାଜନୈତିକ ରଙ୍ଗ

ଆଇଏଏସ୍‌ ଅଫିସର ଦିବ୍ୟା ମିତ୍ତଲ ୧୩ ବର୍ଷ ଚାକିରି କରିବା ପରେ ଉତ୍ତର ପ୍ରଦେଶର ଆଗାମୀ ନିର୍ବାଚନର ମାତ୍ର କିଛି ମାସ ପୂର୍ବରୁ ଦେଇଥିବା ଇସ୍ତଫାକୁ ନେଇ…

ଏଇ ଭାରତରେ

ଘରୁ ବାଇକରେ ବାହାରକୁ ଯାଇଥିବା ଦୁଇ ପୁଅ ରାସ୍ତାରେ ଦୁର୍ଘଟଣାର ସମ୍ମୁଖୀନ ହୋଇ ବଡ଼ପୁଅର ମୃତ୍ୟୁ ହେଲା ଏବଂ ସାନ ବଞ୍ଚିଗଲେ। ଏହା ହେଉଛି ୨୦୧୫ର ଘଟଣା।…

ଋଣ ଅଧିକାର ନୁହେଁ

ନିକଟରେ ବାଇଶ ହଜାର କୋଟି ଋଣ ପରିଶୋଧ ପାଇଁ ସାଢ଼େ ଛଅ କୋଟି ଅସୁଲି, ତାହା ସାରା ଭାରତରେ ସର୍ବସାଧାରଣରେ ଏକ ଆଲୋଚ୍ୟର ବିଷୟ ହୋଇଛି। ଅନେକେ…

ସମ୍ଭବାମି ଯୁଗେ ଯୁଗେ

ଅବତାର ମନୁଷ୍ୟକୁ ତା’ର ନିଜତ୍ୱ ଦେଖାଇବାକୁ ଓ ତା’ର ଜନ୍ମଗତ ଅଧିକାର ଆତ୍ମାନନ୍ଦକୁ ଫେରାଇ ଆଣିବାକୁ ଧରାପୃଷ୍ଠରେ ବାରମ୍ବାର ଜନ୍ମଗ୍ରହଣ କରନ୍ତି। ତାଙ୍କୁ ବାରମ୍ବାର ଏ ପୃଥିବୀରେ…

ସହଯୋଗ ଅଭାବ

ବିଶ୍ୱ ବ୍ୟବସ୍ଥାରେ ୧୯୪୫ ପରେ ପରିବର୍ତ୍ତନ ଘଟିଚାଲିଛି । ବ୍ୟବସ୍ଥାର ମୁଖ୍ୟ ସ୍ତମ୍ଭ କୁହାଯାଉଥିବା ମାନବାଧିକାର ପ୍ରତି ସମର୍ଥନ, ଏକାଧିକ ଦେଶର ସହଯୋଗ, ଆଇନର ଶାସନ, ମାନବୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri