ଏଇ ଭାରତରେ

ବୟସ ଏକ ସଂଖ୍ୟା, ଏହା ପ୍ରମାଣିତ କରିଛନ୍ତି ମେରଟର ମଧୁ ପ୍ରକାଶ। ୬୦ ବର୍ଷ କହିଲେ ଜଣେ ଚାକିରିରୁ ଅବସର ନେଇ ଆରାମ କରନ୍ତି। କିନ୍ତୁ ଏହି ବୟସରେ ଏକ ବିଜ୍‌ନେସ ଆରମ୍ଭ କରି ସଫଳ ହେବା ସହ ୨୦-୭୦ ବର୍ଷ ବୟସ୍କା ୨୦ ଜଣ ମହିଳାଙ୍କୁ ରୋଜଗାର ଦେବାରେ ସେ ସକ୍ଷମ ହୋଇପାରିଛନ୍ତି। ମଧୁ ତାଙ୍କ ବିଜ୍‌ନେସର ନାମ ରଖିଛନ୍ତି ‘ଫୁଲ ଫଳ’। ୨୦୨୧ରେ ସେ ଏହାକୁ ଆରମ୍ଭ କରିଥିଲେ। ମଧୁ ବିଜନେସ ପରିବାର ସଦସ୍ୟ ହୋଇଥିବାରୁ ସେ ଏଭଳି କାର୍ଯ୍ୟ କରିବାକୁ ନିଷ୍ପତ୍ତି ନେଇଥିଲେ। ସେ ଘରେ ମସଲା, ଆଚାର,ମୁଖବାସ ଆଦି ୪୦ରୁ ଅଧିକ ଉପତ୍ାଦ ପ୍ରସ୍ତୁତ କରି ତାହାକ୍‌ୁ ଦେଶର ବିଭିନ୍ନ ସ୍ଥାନରେ ‘ଫୁଲ ଫଳ’ବ୍ରାଣ୍ଡ୍‌ରେ ବିକ୍ରି କରୁଛନ୍ତି। ଏହି ବିଜ୍‌ନେସରେ ସାମିଲ ହୋଇଥିବା ମହିଳାମାନେ ମଧ୍ୟ ସେମାନଙ୍କ ଉପତ୍ାଦକୁ ‘ଫୁଲ ଫଳ’ ବ୍ରାଣ୍ଡ ମାଧ୍ୟମରେ ବିକ୍ରି କରୁଛନ୍ତି। ମଧୁଙ୍କୁ ଶ୍ରଦ୍ଧାରେ ବୁଆଜି ଡାକୁଛନ୍ତି। ମଧୁଙ୍କ ସ୍ବାମୀ କର୍କଟରେ ପୀଡ଼ିତ ହେଲେ ମଧ୍ୟ ତାଙ୍କୁ ଏହି କାର୍ଯ୍ୟରେ ସହଯୋଗ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆବର୍ଷ ପାଇଁ ନୂଆ ଆଶା- ଏକ ଭାରତର ମାନସିକତା

ବୈଶାଖୀ, ରଙ୍ଗୋଲି ବିହୁ, ମହାବିଷୁବ ପଣା ସଂକ୍ରାନ୍ତି, ପୋଇଲା ବୈଶାଖ, ବିଷୁ ଏବଂ ତାମିଲ ପୁଥାଣ୍ଡୁ ଅବସରରେ ଭାରତ ତଥା ସାରା ବିଶ୍ୱରେ ଯେଉଁ ପାରମ୍ପରିକ ନୂଆ…

ବିପଦରେ ଐତିହ୍ୟ

ସାମ୍ପ୍ରତିକ ସମୟରେ ଆମେ ଉନ୍ନତି ପଥରେ ଦୌଡ଼ିଲା ବେଳେ ପଛରେ ରହିଯାଉଛି ଆମର ଐତିହ୍ୟ ଓ ସ୍ମୃତି। ଏହି ଐତିହ୍ୟ କେବଳ ପଥରର ସ୍ଥାପତ୍ୟ ଏବଂ ଦୁର୍ଗ…

ଏବେ ତୁର୍କୀ ଓ କ୍ୟୁବା

ଇରାନ୍‌ ଉପରେ ଆମେରିକା ଓ ଇସ୍ରାଏଲର ଆକ୍ରମଣ ଏବଂ ନିକଟରେ ପାକିସ୍ତାନ ରାଜଧାନୀ ଇସ୍‌ଲାମାବାଦରେ ଶାନ୍ତି ଆଲୋଚନା ବିଫଳ ହେବା ପରେ ମଧ୍ୟପ୍ରାଚ୍ୟ ପୁନର୍ବାର ଅଶାନ୍ତ। ଇରାନ୍‌କୁ…

ଏଇ ଭାରତରେ

ସଡ଼କ ପଥରେ ଯାତ୍ରୀଙ୍କ ସୁରକ୍ଷା ନିଶ୍ଚିତ କରିବା ପାଇଁ ଏକ ନୂଆ କ୍ୟୁଆର୍‌ କୋଡ୍‌ ତିଆରି କରିଛନ୍ତି ଆନ୍ଧ୍ରପ୍ରଦେଶ ଏନ୍‌ଟିଆର୍‌ ଜିଲାର ଜି. ଶ୍ରୀନିବାସ ରେଡ୍ଡୀ। ଯେ…

ସଂସ୍କୃତିକୁ ପ୍ରୋତ୍ସାହନ

ଓଡ଼ିଆ ଘରର ଗାଥା-ଗୌରବ, ଚାଲିଚଳଣି, ଖାଦ୍ୟ ପାନୀୟ, ପୋଷାକ ପରିଧାନ, ସଂସ୍କୃତି ଓ ପରମ୍ପରାକୁ ବିଶ୍ୱବିଦିତ କରିବା ଲକ୍ଷ୍ୟରେ ଏପ୍ରିଲ ପହିଲାରୁ ୧୪ ତାରିଖ ପର୍ଯ୍ୟନ୍ତ ପାଳିତ…

ଯୁଦ୍ଧ ଓ ଶ୍ୱାସରୁଦ୍ଧ ସମ୍ବେଦନଶୀଳତା

ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଅସ୍ତ୍ରବିରତି ଘୋଷଣା ପରେ ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଉଭୟ ଦେଶର ପ୍ରତିନିଧିମଣ୍ଡଳୀଙ୍କ ମଧ୍ୟରେ ଅନୁଷ୍ଠିତ ଶାନ୍ତି ଆଲୋଚନା…

ଇରାନୀ ନେତାର ନାହିଁ ପ୍ରୟୋଜନ

ପାକିସ୍ତାନ ରାଜଧାନୀ ଇସ୍‌ଲାମାବାଦଠାରେ ଆମେରିକା ଓ ଇରାନ୍‌ ମଧ୍ୟରେ ୨୧ ଘଣ୍ଟା ଧରି ଚାଲିଥିବା ଶାନ୍ତି ଆଲୋଚନା ଶେଷରେ ବିଫଳ ହୋଇଛି। ସ୍ବଦେଶ ପ୍ରତ୍ୟାବର୍ତ୍ତନ ପୂର୍ବରୁ ଆମେରିକା…

ଏଇ ଭାରତରେ

ଭାରତୀୟ ସ୍ଥଳସେନାରେ ୨୧ ବର୍ଷ ସେବା କରି କଲୋନେଲ ସୁବାସ ଦେଶଓ୍ବାଲ ଅବସର ନେବା ପରେ ଜଣେ ଚାଷୀ ଭାବେ ଜୀବନ କାଟୁଛନ୍ତି। ସେ ଗାଜର ଚାଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri