ଏଇ ଭାରତରେ

ମୁମ୍ବାଇର ସ୍ଥପତି ପ୍ରତିମା ଜୋଶୀ ବସ୍ତି ବାସିନ୍ଦାଙ୍କ ସ୍ବଚ୍ଛତା ପାଇଁ ନିଜକୁ ସମର୍ପିତ କରିଦେଇଛନ୍ତି। ଦୀର୍ଘ ୩ ଦଶନ୍ଧି ହେଲା ସେ ଏହି କାର୍ଯ୍ୟ କରି ଆସୁଛନ୍ତି। ପ୍ରତିମା ଲଣ୍ଡନର ବ୍ୟାଚେଲର୍ସ ସ୍କୁଲରୁ ଆର୍କିଟେକ୍‌ଚର ଓ ପା୍ଲନିଂରେ ସ୍ନାତକୋତ୍ତର ଡିଗ୍ରୀ ହାସଲ କରିଛନ୍ତି। ପରିମଳ ବ୍ୟବସ୍ଥାରେ ସୁଧାର ଆଣିବା ସହ ଗରିବ ବସ୍ତିବାସିନ୍ଦାଙ୍କୁ ଘର, ଘର ଭିତରେ ପାଇଖାନ କିମ୍ବା ବିଶୁଦ୍ଧ ପାନୀୟ ଜଳ ଯୋଗାଇବାର ବ୍ୟବସ୍ଥା କରୁଛନ୍ତି। ସେ ପୁଣେ, ପିମ୍ପ୍ରି, ଚିନ୍‌ଓ୍ବାଡ, ନଭି ମୁମ୍ବାଇ ଓ କୋହ୍ଲାପୁର ଅଞ୍ଚଳରେ ଏହି କାର୍ଯ୍ୟ ଜାରି ରଖିଛନ୍ତି। ଏଠାକାର ବସ୍ତି ବାସିନ୍ଦାଙ୍କ ଜୀବନରେ ଏକ ବିରାଟ ପରିବର୍ତ୍ତନ ଆଣିପାରିଛନ୍ତି। ଏହି କାର୍ଯ୍ୟ ସେ ‘ଶେଲ୍‌ଟର ଆସୋସିଏଟ୍ସ’ ଏନ୍‌ଜିଓ ମାଧ୍ୟମରେ କରୁଛନ୍ତି। ୧୯୯୩ରେ ସେ ଏହାକୁ ପ୍ରତିଷ୍ଠା କରିଥିଲେ। ୩ ଦଶନ୍ଧି ମଧ୍ୟରେ ‘ଓ୍ବାନ ହୋମ ଓ୍ବାନ୍‌ ଟଏଲେଟ’ ଅଭିଯାନ ମାଧ୍ୟମରେ ସେ ୨୭,୦୦୦ ବସ୍ତି ଘରେ ପାଇଖାନ ତିଆରି କରିପାରିଛନ୍ତି। ତାଙ୍କ ସଂସ୍ଥାର ସ୍ବେଚ୍ଛାସେବୀମାନେ ସର୍ଭେ କରିବା ପରେ ହିତାଧିକାରୀଙ୍କୁ ଏଭଳି ସୁବିଧା ଯୋଗାଇ ଦିଆଯାଉଛି। କେବଳ ଏତିକି ନୁହେଁ, ପ୍ରତିମା ମଧ୍ୟ ବସ୍ତି ଅଞ୍ଚଳରେ ଋତୁସ୍ରାବ ସମ୍ପର୍କିତ ସ୍ବାସ୍ଥ୍ୟ ସମସ୍ୟା ଉପରେ ସଚେତନତା ଶିବିର ଓ ସାକ୍ଷରତା କାର୍ଯ୍ୟକ୍ରମ ଆୟୋଜନ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ପ୍ରବେଶିକାର ଲିଖିତ ଓ ଶାରୀରିକ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବା ପରେ ପୋଲିସରେ ନିଯୁକ୍ତି ମିଳିଥାଏ। ଏଥିପାଇଁ ଅଶାୟୀମାନେ ବୟସ ସୀମା ମଧ୍ୟରେ ନିଜକୁ ପ୍ରସ୍ତୁତ କରିଥାନ୍ତି।...

ସ୍ମାର୍ଟ ସିଟି ଲୋକର ବ୍ୟଥା

ପ୍ରବଳ ଶୀତରେ କିଛି ବେସାହାରା ଲୋକ ପୋଲ ତଳେ, ଦୋକାନ ପିଣ୍ଡାରେ, ପାର୍କ ବେଞ୍ଚ ଉପରେ କଟାଉଥିବା ଦେଖାଯାଏ। ସେମାନଙ୍କ ମଧ୍ୟରୁ କୌଣସି ବୃଦ୍ଧାବୃଦ୍ଧ ରୋଗୀଙ୍କ...

ଗଣତନ୍ତ୍ର କ’ଣ ଦଳ-ମୁଖ୍ୟଙ୍କ ତନ୍ତ୍ର

ଯେଉଁ ଦଳର କେନ୍ଦ୍ର ସରକାର ସମ୍ବିଧାନ ଦିବସ (ନଭେମ୍ବର ୨୯) ପାଳନ କରି ସମ୍ବିଧାନର ଆଦର୍ଶକୁ ସର୍ବୋଚ୍ଚ ସ୍ଥାନ ଦେଉଛି ସେହି ଦଳର ରାଜ୍ୟ ସରକାର...

ପରିଚିତଙ୍କ ହାତରେ ପଦବୀ

ଭବିଷ୍ୟତରେ କାର୍ଯ୍ୟକୁ ସୁଚାରୁରୂପେ ସଞ୍ଚାଳନକରିବା ପାଇଁ ସବୁଠାରୁ ନିରାପଦ ଉପାୟ ଉପରେ ଆନ୍ଧ୍ରପ୍ରଦେଶ ନିଷ୍ପତ୍ତି ନେଇଥିବା ଜଣାଯାଇଛି। ଏଥିରେ ଏହାର ଶ୍ରେଷ୍ଠ ବାବୁମାନଙ୍କ ପାଇଁ ରହୁଥିବା...

ପରମ୍ପରାରେ ସୁନାର ମହତ୍ତ୍ୱ

ବିଶ୍ବର ପ୍ରାୟ ସମସ୍ତ ରାଷ୍ଟ୍ରରେ ସୁନା ପ୍ରତି ବିଶେଷ ଆକର୍ଷଣ ରହିଆସିଛି। ସୁନା ପ୍ରତି ଥିବା ଅହେତୁକ ମୋହ ଅନ୍ୟ କୌଣସି ଧାତୁଠାରେ ଦେଖିବାକୁ ମିଳେ...

ବ୍ୟସ୍ତ ହୁଅନ୍ତୁନି, ମୁଁ ଅଛି

ଗତ କିଛିଦିନ ତଳେ ଆଧାର କାର୍ଡ ନବୀକରଣ କରିବା ପାଇଁ ସକାଳ ୯ଟା ସମୟରେ ଘରୁ ବାହାରିପଡିଲି। ଆଧାର କାର୍ଡ ନବୀକରଣ ଚାନ୍ଦିନୀଚୌକ ନିକଟସ୍ଥ ସବ୍‌ପୋଷ୍ଟ...

ମହାସାଗରରେ ନିବେଶ

ନିବେଶକମାନେ ନିବେଶ କରିବାକୁ ନିଷ୍ପତ୍ତି ନେବାବେଳେ ସେଥିରେ ଥିବା ସୁଯୋଗ, ବିପଦ ଏବଂ ଆଶା କରାଯାଉଥିବା ଲାଭ ସମ୍ପର୍କରେ କିଛି ମୌଳିକ ପ୍ରଶ୍ନ ଉତ୍ଥାପନ କରିଥାଆନ୍ତି।...

ଏଇ ଭାରତରେ

ସୀମା ସଶସ୍ତ୍ର ବଳ(ଏସ୍‌ଏସ୍‌ବି)ରେ ଦେଶକୁ ସୁରକ୍ଷା ଦେବା ଲାଗି ଅଧିକାରୀ ଭାବେ ଦାୟିତ୍ୱ ତୁଲାଇବା ସହ ଚାଷକରି ଅନ୍ୟମାନଙ୍କ ପାଇଁ ଉଦାହରଣ ପାଲଟିଛନ୍ତି ଉତ୍କୃଷ ପାଣ୍ଡେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri