ଏଇ ଭାରତରେ

ଶୀତଳ ଭଣ୍ଡାର ଅଭାବରୁ କୃଷକମାନେ ସେମାନଙ୍କ ଉପତ୍ାଦିତ ଫସଲକୁ ସୁରକ୍ଷିତ ରଖି ନ ପାରିବା ଯୋଗୁ ଅଭାବୀ ବିକ୍ରିର ସମ୍ମୁଖୀନ ହେଉଛନ୍ତି। ତେବେ ଏଭଳି ସମସ୍ୟା ଦୂରକରିବା ଲାଗି ବିହାର ଭାଗଲପୁରର ଆଇଆଇଟି ଗ୍ରାଜୁଏଟ ନିକ୍କି କୁମାର ଝା ଓ ତାଙ୍କ ଭଉଣୀ ରଶ୍ମି ଝାଙ୍କ ଦ୍ୱାରା ନିର୍ମିତ ଫ୍ରିଜ୍‌ ଅନେକ ଆଶା ସୃଷ୍ଟି କରିଛି। ସେମାନେ ଏହି ଫ୍ରିଜ୍‌ ନାମ ରଖିଛନ୍ତି ‘ସବ୍‌ଜିକୋଠି’। ଏଥିରେ ପନିପରିବା ୩ରୁ ୩୦ ଦିନ ଯାଏ ତଟକା ରହୁଛି। ବଜାରରେ ଉପଲବ୍ଧ ଫ୍ରିଜ୍‌ କ୍ଷମତା ତୁଳନାରେ ୧୦ ଗୁଣ ଅଧିକ ଜିନିଷ ଏଥିରେ ରହିପାରୁଛି। ଏହି ଫ୍ରିଜ୍‌ ଲାଗି କମ୍‌ ବିଦ୍ୟୁତ୍‌ ଆବଶ୍ୟକ ହେଉଛି। ଏହାକୁ ୧ ଦିନ ଚଳାଇବା ଲାଗି ୨୦ ଓ୍ବାଟ୍‌ ବିଦ୍ୟୁତ୍‌ ଓ ୧ ଲିଟର ପାଣି ଆବଶ୍ୟକ ହେଉଛି। ଏବେ ବଜାରରେ ଉପଲବ୍ଧ ରେଫ୍ରିଜରେଟର ଦାମ୍‌୍‌ର ଅଧାରେ ଏହା ନିର୍ମାଣ ହୋଇପାରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରକୃତି ଭୋଗ୍ୟ ନୁହେଁ, ସୁରକ୍ଷାଯୋଗ୍ୟ

ବିକାଶର ଦୌଡ଼ରେ ଆମେ ପ୍ରାୟ ଭୁଲିଯାଉଛୁ ଯେ ନୀରବଥିବା ଏହି ପ୍ରକୃତି ଅସୀମ ନୁହେଁ। ଆମେ ଭାବୁଛୁ ପ୍ରକୃତିରେ ଯାହା କିଛି ନଷ୍ଟ ହେଉଛି, ସେସବୁ ଧୀରେ…

ସମ୍ବଳ ପାଇଁ ଅଧିକ ଋଣ

ଫେବୃଆରୀ ୧ରେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଲୋକ ସଭାରେ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ କରିଛନ୍ତି। ଏହି ବଜେଟକୁ ନେଇ ମିଶ୍ରିତ…

ପିଲା ଏବେ ଭାବପ୍ରବଣ

ଗୋଟିଏ ସପ୍ତାହ ଭିତରେ ଦୁଇଟି ଆତ୍ମହତ୍ୟାଜନିତ ଘଟଣା ଏବେ ଦେଶର ବିବେକକୁ ଦୋହଲାଇ ଦେଇଛି। ୪ ଫେବୃଆରୀରେ ଉତ୍ତରପ୍ରଦେଶର ଗାଜିଆବାଦରେ ଏକ ବହୁତଳ ପ୍ରାସାଦର ୯ମ ମହଲାରୁ…

ଏଇ ଭାରତରେ

ନିଷ୍ଠା ଓ ପ୍ରତିବଦ୍ଧତା ସଫଳତା ଆଣେ, ଯାହା ପ୍ରମାଣ କରିପାରିଛନ୍ତି ଉତ୍ତରାଖଣ୍ଡର ସୁଶାନ୍ତ ୟୁନିଆଲ ଏବଂ ତାଙ୍କ ଭାଇ। ଦୁଇ ଭାଇ ସବୁଠୁ ବଡ଼ ଛତୁ ଛତ୍ପାଦନ…

ଡିଜିଟାଲ ଗଣମାଧ୍ୟମ ଓ ଶିଶୁ

ନିକଟରେ ବିଶ୍ୱର ପ୍ରଥମ ଦେଶ ରୂପେ ଅଷ୍ଟ୍ରେଲିଆ ଆଇନ କରିଛି ୧୬ ବର୍ଷରୁ କମ୍‌ ବୟସ୍କ ପିଲାଙ୍କ ପାଇଁ ୧୦ ବଡ଼ ବଡ଼ ଡିଜିଟାଲ ଗଣମାଧ୍ୟମକୁ ନିଷିଦ୍ଧ…

ଗମ୍ଭୀର ସ୍ଥିତିରେ ବାୟୁ ପ୍ରଦୂଷଣ

ସମ୍ପ୍ରତି ବାୟୁ ପ୍ରଦୂଷଣ ଏକ ଜଟିଳ, ବୈଶ୍ୱିକ ଜରୁରିକାଳୀନ ପରିସ୍ଥିତି ପାଲଟିଛି। ଭାରତ ପରିପ୍ରେକ୍ଷୀରେ ଏହା ସ୍ବାସ୍ଥ୍ୟ ନିମନ୍ତେ ପରିବେଶୀୟ ବିପଦ ଭାବରେ ଉଭା ହୋଇଛି। ନିକଟରେ…

ଆଇସ୍‌କ୍ରିମ୍‌ ଖାଇଲେ

କଟକ ଜିଲା ବାଙ୍କୀ ତହସିଲ ଅନ୍ତର୍ଗତ କୁମୁସର ଗାଁରେ ୯ ଫେବୃଆରୀରେ ଅନୁଷ୍ଠିତ ଏକ ଅଷ୍ଟପ୍ରହରୀ କାର୍ଯ୍ୟକ୍ରମରେ ଆଇସ୍‌କ୍ରିମ ଖାଇ ୧୮ ଜଣ ପିଲା ଅସୁସ୍ଥ ହୋଇଥିବା…

ଏଇ ଭାରତରେ

ଅଜିମ ପ୍ରେମଜୀ ବିଶ୍ୱବିଦ୍ୟାଳୟ ଛାତ୍ରୀଛାତ୍ରଙ୍କ ଏକ ଟିମର ବର୍ଜ୍ୟପରିଚାଳନା ଅତ୍ୟନ୍ତ ପ୍ରଶଂସନୀୟ। କର୍ନାଟକ ବେଙ୍ଗାଲୁରୁ ନିକଟରେ ଥିବା ବିଲାପୁରା ଗାଁକୁ ସମ୍ପୂର୍ଣ୍ଣ ବର୍ଜ୍ୟମୁକ୍ତ କରାଯାଇପାରିଛି। ଦେଖିବାକୁ ଗଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri