ଏଇ ଭାରତରେ

ସାହସ ଓ ଦୃଢ଼ ଇଚ୍ଛାଶକ୍ତି ସାମ୍ନାରେ ବୟସ ହାରିଯାଏ, ଯାହାର ଉଦାହରଣ ହେଉଛନ୍ତି ରାଜସ୍ଥାନ ଜୟପୁରର ନିରୁ ସାଲୁଜା। ୭୦ ବର୍ଷ ବୟସ୍କ ସାଲୁଜା ଏବେ ସୁଦ୍ଧା ୮୦ଟି ଦେଶ ଭ୍ରମଣ କରିସାରିଲେଣି ଓ ତାହା ଜାରି ରଖିଛନ୍ତି। ସବୁଠୁ ବଡ଼ କଥା ହେଉଛି, ଏତେସବୁ ଦେଶ ସେ ଏକୁଟିଆ ହିଁ ଯାତ୍ରା କରିଛନ୍ତି। ଅନେକ ଦେଶରେ ଥିବା ଅତି ଭୟଙ୍କର ସ୍ଥାନକୁ ମଧ୍ୟ ସେ ଯାଇଛନ୍ତି। କେବଳ ଏତିକି ନୁହେଁ ବିଶ୍ୱର ସବୁଠୁ ଜଣାଶୁଣା ପ୍ରଶାନ୍ତ ମହାସାଗରରେ ଥିବା ଗାଲାପାଗୋସ ଦ୍ୱୀପ ଦକ୍ଷିଣ ସାଇବେରିଆର ବୈକାଲ ହ୍ରଦକୁ ଯାଇଛନ୍ତି। ନିରୁ ଜଣେ ଅବସରପ୍ରାପ୍ତ ପ୍ରାଧ୍ୟାପକ। ତାଙ୍କ ସ୍ବାମୀ ମଧ୍ୟ ସେହି ପେସାରେ ଥିଲେ ଓ ୨୦୨୦ରେ ତାଙ୍କ ମୃତ୍ୟୁ ହେବା ପରେ ସେ ୧୪ ବର୍ଷ ହେଲା ଏଭଳି ଦେଶ ଭ୍ରମଣ କରି ଆସୁଛନ୍ତି। ନିରୁଙ୍କ ସ୍ବାମୀ ଦୁଃସାହସିକ କାର୍ଯ୍ୟକୁ ପସନ୍ଦ କରୁଥିବାରୁ ସେ ଏହା ଜାରି ରଖିବାକୁ ଚାହିଁଥିଲେ ଓ କରୁଛନ୍ତି ମଧ୍ୟ। ସେ ମେଲବୋର୍ନରେ ୧୨,୦୦୦ ଫୁଟ୍‌ରୁ ସ୍କାଏ ଡାଇଭିଂ କରିବା ସହ ବହୁ ଦୁର୍ଗମ ଜଙ୍ଗଲରେ ଭ୍ରମଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ମହାରାଷ୍ଟ୍ରର ୨୦୪ଟି ମରୁଡ଼ିପ୍ରବଣ ଗାଁରେ ଜଳ ସଙ୍କଟ ଦୂର କରିବାକୁ ପ୍ରୟାସ ଜାରି ରଖିଛନ୍ତି ପୂର୍ବତନ ଭାରତୀୟ ରାଜସ୍ବ ଅଧିକାରୀ (ଆଇଆର୍‌ଏସ୍‌) ଉଜ୍ଜ୍ୱଳ କୁମାର ଚଭନ।...

ମୋବାଇଲ ସ୍କ୍ରିନ୍‌ ଆସକ୍ତି

କାଳେ ନିଦରୁ ଉଠିବାରୁ ଆରମ୍ଭ କରି ରାତିରେ ଶୋଇବା ପର୍ଯ୍ୟନ୍ତ, ଆଖି ସବୁଠାରୁ ଅଧିକ ଯେଉଁ ବସ୍ତୁଟିକୁ ଦେଖୁଛି, ତାହା ହେଉଛି ଆମ ମୋବାଇଲ୍‌ ସ୍କ୍ରିନ୍‌।...

ଗଣତନ୍ତ୍ର କାହିଁକି ଦୋଷୀ ହେବ

ସନ ପଦ୍ଧତି ମଧ୍ୟରୁ ଗଣତନ୍ତ୍ର ହିଁ ସର୍ବୋତ୍କୃଷ୍ଟ। ଗଣତନ୍ତ୍ର ଶାସନର ଅର୍ଥ ଗଣଙ୍କର ଶାସନ, ନିଜକୁ ଶାସନ କରିବା। ହେଲେ ଏଥିରେ ଜନତାର ଶାସନ ପ୍ରତ୍ୟକ୍ଷ...

ବାଂଲାଦେଶ ପରେ ବର୍ମା

ପ୍ରାୟ ଦେଢ଼ ବର୍ଷ ପରେ ପୁଣି ବାଂଲାଦେଶ ଅଶାନ୍ତ ହୋଇପଡ଼ିଛି। ଏବର ଅସ୍ବାଭାବିକ ସ୍ଥିତି ସେଠାକାର ଉଗ୍ର ଯୁବ ନେତା ଶରିଫ୍‌ ଓସ୍‌ମାନ ହାଦିଙ୍କୁ ଅଚିହ୍ନା...

ଏଇ ଭାରତରେ

ସୁନ୍ଦରବନର ହେନ୍ତାଳବନରେ ମହୁ ସଂଗ୍ରହ କରିବାକୁ ଯାଇ ଅନେକ ପୁରୁଷ ବାଘ ଆକ୍ରମଣ ଯୋଗୁ ମୃତ୍ୟୁମୁଖରେ ପଡ଼ନ୍ତି। ଏହିସବୁ ମୃତ ପୁରୁଷଙ୍କ ବିଧବା ସ୍ତ୍ରୀଙ୍କୁ କୁହାଯାଉଛି...

ଶିଷ୍ଟାଚାରର ଅଧଃପତନ

ର୍ଘବର୍ଷର ପରାଧୀନତା ଆମ ସମାଜ ତଥା ସାମାଜିକ ଆଚାର ବ୍ୟବହାର ଉପରେ ଏତେ ପ୍ରଭାବ ପକାଇଛି ଯେ, ତାହା ସ୍ୱାଧୀନତାର ଅର୍ଦ୍ଧଶତାବ୍ଦୀ ପରେ ମଧ୍ୟ ସୁଧୁରିବାର...

ନୂଆ ନଁାରେ ପୁରୁଣା କୋଠା

କଭବନ ସ୍ୱଚ୍ଛତା, ସୁଗମତା ଏବଂ ପ୍ରଶାସନ ଓ ଲୋକଙ୍କ ମଧ୍ୟରେ ଏକ ଗଭୀର ସମ୍ପର୍କର ପ୍ରତୀକ। ଏହି ପଦକ୍ଷେପ ନାଗରିକମାନଙ୍କୁ ସଶକ୍ତ, ଶାସନ ବ୍ୟବସ୍ଥାକୁ ସୁଦୃଢ଼...

କେବଳ ବାହାନା

ଡିସେମ୍ୱର ୧୭ରେ ୱାୟାନାଡ ସାଂସଦ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ବିକଶିିତ ଭାରତ ଗ୍ୟାରେଣ୍ଟି ଫର୍‌ ରୋଜଗାର ଆଣ୍ଡ୍‌ ଆଜୀବିକା ମିଶନ ବିଲ୍‌, ୨୦୨୫ ଉପରେ ପରାମର୍ଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri