ଏଇ ଭାରତରେ

ବୃନ୍ଦାବନରେ ବିଧବାମାନଙ୍କୁ ରହିବା, ଖାଇବା ଓ ଚିକିତ୍ସା କ୍ଷେତ୍ରରେ ଲକ୍ଷ୍ମୀ ଗୌତମଙ୍କ ପଚେଷ୍ଟା ପ୍ରଶଂସନୀୟ। ୬୦ ବର୍ଷୀୟା ଲକ୍ଷ୍ମୀ ବୃନ୍ଦାବନର ରାସ୍ତାକଡ଼ରେ ରହୁଥିବା ଅନେକ ଅସହାୟ ବିଧବାଙ୍କୁ ଉଦ୍ଧାର କରି ସେମାନଙ୍କୁ ଆଶ୍ରୟ ଦେଇଛନ୍ତି। ସେମାନଙ୍କର ଖାଇବା ଓ ଚିକିତ୍ସା ଖର୍ଚ୍ଚ ମଧ୍ୟ ବହନ କରୁଛନ୍ତି। କେବଳ ଏତିକି ନୁହେଁ, ଅସହାୟ ଅବସ୍ଥାରେ ପ୍ରାଣତ୍ୟାଗ କରୁଥିବା ଏହି ମହିଳାମାନଙ୍କର ଶେଷକୃତ୍ୟ ମଧ୍ୟ ସେ ସମ୍ପନ୍ନ କରନ୍ତି। ଏବେ ସୁଦ୍ଧା ସେ ୧୦୦୦ରୁ ଅଧିକ ବିଧବାଙ୍କ ଅନ୍ତିମ ସଂସ୍କାର କରିସାରିଲେଣି। ଲକ୍ଷ୍ମୀ ପେସାରେ ଜଣେ ପ୍ରଫେସର। ସେ ବୃନ୍ଦାବନରେ କୌଣସି ମହିଳା ଅସହାୟ ଅବସ୍ଥାରେ ରହିଥିବାର ଫୋନ କଲ୍‌ ପାଇବା କ୍ଷଣି ତାଙ୍କ ପାଖରେ ପହଞ୍ଚି ଉଦ୍ଧାର କରିଥାନ୍ତି। ସେ ଏହିି କାର୍ଯ୍ୟ ‘କନକ ଧାରା’ ସଂସ୍ଥା ଦ୍ୱାରା ଚଳାଇଛନ୍ତି। ଏଥିପାଇଁ ବୃନ୍ଦାବନରେ ଲକ୍ଷ୍ମୀଙ୍କୁ ‘ଏଞ୍ଜଲ ଅଫ୍‌ ବୃନ୍ଦାବନ’ ବା ବୃନ୍ଦାବନର ଦେବଦୂତ ବୋଲି କହନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖୁସିର ଦେଶ ଭୁଟାନ

ଭୁଟାନକୁ ଖୁସିର ଦେଶ କୁହାଯାଏ। ଏହି ଦେଶର ଜନସାଧାରଣ ବୌଦ୍ଧଧର୍ମକୁ କେବଳ ଗ୍ରହଣ କରିନାହାନ୍ତି ସେମାନେ ଏହାକୁ ନିଜର ନୀତିଦିନର ବ୍ୟବହାର, କାର୍ଯ୍ୟକଳାପ ଓ ଜୀବନଶୈଳୀରେ ପରିଣତ…

କାହିଁ ଆମର ସ୍ବାଭିମାନ

ବେଳେ ବେଳେ ମନେହୁଏ, ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନର ଏତେ ବର୍ଷ ପରେ ଆମେ ଓଡ଼ିଶାର ଅଧିବାସୀ ତଥା ଓଡ଼ିଆ ଭାଷାଭାଷୀମାନେ ସାମଗ୍ରିକ ଭାବରେ ଆମ ରାଜ୍ୟ…

ଧାର୍ମିକ ଦୁର୍ନୀତି

ଉତ୍ତରପ୍ରଦେଶର ଅଯୋଧ୍ୟାରେ ରାମ ଜନ୍ମଭୂମି ବାବ୍ରୀ ମସ୍‌ଜିଦ୍‌ ବିବାଦରେ ସମାଧାନ ଘଟିବା ପରେ ସେହି ସ୍ଥାନରେ ଶ୍ରୀରାମ ମନ୍ଦିର ସ୍ଥାପନ ହୋଇ ୨୨ ଜାନୁଆରୀ ୨୦୨୪ରେ ରାମଲାଲାଙ୍କ…

ଏଇ ଭାରତରେ

ପିଲା ପାଠ ପଢ଼ିବା ସହ ମାଟି ପରୀକ୍ଷାର ଟେକ୍‌ନିକ ଶିଖୁଛନ୍ତି ପୁଣେ ଦୀପ ଗୃହ ଏକାଡେମୀରେ । ସେମାନେ ମାଟି ପରୀକ୍ଷା କୌଶଳ ଶିକ୍ଷା କରିବା ସହ…

ଖୁସିର ଦେଶ ଭୁଟାନ

ଭୁଟାନକୁ ଖୁସିର ଦେଶ କୁହାଯାଏ । ଏହି ଦେଶର ଜନସାଧାରଣ ବୌଦ୍ଧଧର୍ମକୁ କେବଳ ଗ୍ରହଣ କରିନାହାନ୍ତି ସେମାନେ ଏହାକୁ ନିଜର ନୀତିଦିନର ବ୍ୟବହାର, କାର୍ଯ୍ୟକଳାପ ଓ ଜୀବନଶୈଳୀରେ…

କାହିଁ ଆମର ସ୍ବାଭିମାନ

ବେଳେ ବେଳେ ମନେହୁଏ, ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନର ଏତେ ବର୍ଷ ପରେ ଆମେ ଓଡ଼ିଶାର ଅଧିବାସୀ ତଥା ଓଡ଼ିଆ ଭାଷାଭାଷୀମାନେ ସାମଗ୍ରିକ ଭାବରେ ଆମ ରାଜ୍ୟ…

ଧାର୍ମିକ ଦୁର୍ନୀତି

ଉତ୍ତରପ୍ରଦେଶର ଅଯୋଧ୍ୟାରେ ରାମ ଜନ୍ମଭୂମି ବାବ୍ରୀ ମସ୍‌ଜିଦ୍‌ ବିବାଦରେ ସମାଧାନ ଘଟିବା ପରେ ସେହି ସ୍ଥାନରେ ଶ୍ରୀରାମ ମନ୍ଦିର ସ୍ଥାପନ ହୋଇ ୨୨ ଜାନୁଆରୀ ୨୦୨୪ରେ ରାମଲାଲାଙ୍କ…

ମଣିଷ ହେବା ଏଥର

ଧନୀ ଲୋକଟିଏ ଥିଲା। କପଟ ଓ ଛଳନାକରି ତା’ର ବ୍ୟବସାୟ ଚଲେଇଥିଲା। ଖୁବ୍‌ କମ୍‌ ଦିନ ଭିତରେ ସେ ବିପୁଳ ସମ୍ପତ୍ତି ଅର୍ଜନକଲେ। ଲୋକେ କହିଲେ ଦୋ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri