ଏଇ ଭାରତରେ

ଦୃଢ଼ ଇଚ୍ଛାଶକ୍ତି ସଫଳତାର ମୂଳମନ୍ତ୍ର, ଯାହା ପ୍ରମାଣ କରି ଦେଖାଇଛନ୍ତି ବେଙ୍ଗାଲୁରୁର ଡ. କେ.ଏସ୍‌. ରଜାନ୍ନା। ପୋଲିଓ ଆକ୍ରାନ୍ତ ହୋଇ ମାତ୍ର ୧୧ ବର୍ଷ ବୟସରେ ହାତଗୋଡ଼ ହରାଇବା ପରେ ରଜାନ୍ନା ପାରା ଅଲିମ୍ପିକ ଚାମ୍ପିୟନ, ଜଣେ ସାମାଜିକ କର୍ମୀ ଏବଂ ସଫଳ ଉଦ୍ୟୋଗୀ ହୋଇପାରିଛନ୍ତି। କେବଳ ଏତିକି ନୁହେଁ, ସେ ୩୫୦ ଲୋକଙ୍କୁ ନିଯୁକ୍ତି ଦେଇଛନ୍ତି। ରଜାନ୍ନା ଆଣ୍ଠୁରେ ଚାଲି ସ୍କୁଲକୁ ଯାଇଛନ୍ତି ଓ କଠିନ ପରିଶ୍ରମ କରି ପଢ଼ିଛନ୍ତି। ସେ ନିଜ ଜୀବନ ସଂଗ୍ରାମରେ ସଫଳ ହେବା ପରେ ଦିବ୍ୟାଙ୍ଗମାନଙ୍କୁ ମଧ୍ୟ ସାହାଯ୍ୟ କରୁଛନ୍ତି। ୨୦୧୩ରେ ତାଙ୍କ ନିରବଚ୍ଛିନ୍ନ ସେବାକୁ ପ୍ରଥମେ ସ୍ବୀକୃତି ମିଳିଥିଲା ଓ ସେ ଦିବ୍ୟାଙ୍ଗଙ୍କ ପାଇଁ ଗଠିତ ଡିଜାବଲ୍ଡ କର୍ନାଟକ ଷ୍ଟେଟ୍‌ କମିଶନର ହୋଇଥିଲେ। ରଜାନ୍ନା ମଧ୍ୟ ପଦ୍ମଶ୍ରୀ ସମ୍ମାନର ଅଧିକାରୀ ହୋଇଛନ୍ତି। ସବୁ ସ୍ତରରେ ଦିବ୍ୟାଙ୍ଗଙ୍କ ପାଇଁ ସଂରକ୍ଷଣ ବ୍ୟବସ୍ଥା ରହିଥିଲେ ମଧ୍ୟ ରାଜନୀତିରେ ଏହା ନାହିଁ ଏବଂ ଏହା ପାଇବା ସେମାନଙ୍କ ଅଧିକାର ବୋଲି କହିଛନ୍ତି ୬୪ ବର୍ଷିଆ ରଜାନ୍ନା।


Enter your email to get our daily news in your inbox.

All Right Reserved By Dharitri.Com

ଅବକ୍ଷୟମୁଖୀ ଜାତୀୟ ଚରିତ୍ର

ଯଦି ଆମେ ଜାତୀୟ ଚରିତ୍ର ଉପରେ ଆଲୋକପାତ କରିବା ତେବେ ଆମର ଦୃଶ୍ୟପଟରେ ସ୍ବାଧୀନତା ପୂର୍ବର ସ୍ବାଧୀନତା ସଂଗ୍ରାମୀଙ୍କ ଚରିତ୍ର, ମୌଳିକ ଆଦର୍ଶ, ତ୍ୟାଗ, ତିତିକ୍ଷା,...

୨୦୨୫-ସଂସ୍କାରର ବର୍ଷ

ଭାରତ ବିଶ୍ୱ ପାଇଁ ଆକର୍ଷଣର କେନ୍ଦ୍ରବିନ୍ଦୁ ପାଲଟିଛି। ଆମ ଲୋକଙ୍କର ଅଭିନବ ଚିନ୍ତାଧାରା କାରଣରୁ ଏହା ସମ୍ଭବ ହୋଇପାରିଛି। ଆଜି ଦୁନିଆ ଭାରତକୁ ଆଶା ଓ...

ରଙ୍ଗ ବଦଳୁଛି

ନିଶ୍ଚିତ ଭାବେ କୁହାଯାଇପାରେ, ପରିବେଶ ଓ ପରିସଂସ୍ଥାନ ବିଗିଡ଼ିଗଲେ ତାହାର ପ୍ରଭାବ ପ୍ରାଣୀ ଓ ଉଦ୍ଭିଦଜଗତ ଉପରେ ପଡ଼ିବ। ନିଜର ସ୍ବାର୍ଥ ସାଧନ ପାଇଁ ପ୍ରକୃତିର...

ଏଇ ଭାରତରେ

ରାଜସ୍ଥାନର କୋଲିଆ ଗାଁର ଗୁପ୍ତା ପରିବାରର ପ୍ରୟାସରେ ଅନେକ ହଜାର ମହିଳା ସଶକ୍ତହେବା ସହ ରୋଜଗାରକ୍ଷମ ହୋଇପାରିଛନ୍ତି। ୨୦୧୫ରେ ଏକ କୌଶଳ ବିକାଶ କେନ୍ଦ୍ର ଖୋଲି...

ଉତ୍ସବ ଓ ଭାଷଣ

ଗୋଟିଏ ବର୍ଷ ସରୁଛି, ଆଉ ଗୋଟିଏ ଆସୁଛି। ଏଇ ଗମନାଗମନ ବେଳରେ ସାରା ରାଇଜ ଉତ୍ସବମୁଖର ହୋଇଉଠିଛି। ଶିକ୍ଷା ଅନୁଷ୍ଠାନରେ ଚାଲିଛି କ୍ରୀଡ଼ା ଉତ୍ସବ, ପୁରସ୍କାର...

ପେନ୍‌ସନ୍‌ଭୋଗୀଙ୍କ ଆଶଙ୍କା

ଏବେ ସାମାଜିକ ଗଣମାଧ୍ୟମରେ ଗୋଟିଏ ବାର୍ତ୍ତା ପ୍ରଚାରିତ ହେଉଛି ଯେ ଆଗାମୀ ଅଷ୍ଟମ ଦରମା ଆୟୁକ୍ତଙ୍କ ସୁପାରିସରେ ପେନ୍‌ସନଭୋଗୀଙ୍କ ପେନ୍‌ସନ୍‌ ପରିମାଣ ପୁନଃ ନିର୍ଦ୍ଧାରିତ ହେବନାହିଁ।...

ନୀରବ ଘାତକ

ବାୟୁ ପ୍ରଦୂଷଣ କୋଭିଡ୍‌ ପରବର୍ତ୍ତୀ କାଳରେ ଭାରତର ସବୁଠାରୁ ଗମ୍ଭୀର ଜନସ୍ବାସ୍ଥ୍ୟ ସଙ୍କଟ ବୋଲି ଜଣାପଡ଼ିଛି। ଚିକିତ୍ସା ବିଶେଷଜ୍ଞମାନେ ସତର୍କ କରାଇଛନ୍ତି ଯେ, ଜରୁରୀ ଓ...

ଏଇ ଭାରତରେ

ତ୍ରିପୁରା ସେପାହିଜାଲା ଜିଲାରେ ଅତ୍ୟଧିକ ବାଲ୍ୟବିବାହ ହୋଇଥାଏ। ଏବେ କିନ୍ତୁ ତାହା ବହୁ ପରିମାଣରେ କମିଯାଇଛି। ସେପାହିଜାଲା ଜିଲାପାଳ ସିଦ୍ଧାର୍ଥ ଜୟସ୍ବାଲଙ୍କ ଦ୍ୱାରା ଏହା ସମ୍ଭବ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri