ଏଇ ଭାରତରେ

ଆମ ଦେଶର ବିଭିନ୍ନ ସ୍ଥାନରେ ଭିନ୍ନ ଭିନ୍ନ ରୀତିନୀତି ଓ ପରମ୍ପରାକୁ ଆଧାର କରି ଝିଅପୁଅଙ୍କ ବାହାଘର କରାଯାଏ। ବାହାଘର ପାଇଁ କନ୍ୟାଘରକୁ ବର ଆସିଥିବାବେଳେ ବରଯାତ୍ରୀଙ୍କୁ କାଦୁଅ ବୋଳାଯାଇ ସ୍ବାଗତ କରାଯିବା ଘଟଣା ନିଆରା ନିଶ୍ଚୟ। ତେବେ ଛତିଶଗଡ଼ର ମାଝିଂ ଜନଜାତି ସମାଜରେ କନ୍ୟା ପକ୍ଷ ବରଯାତ୍ରୀଙ୍କୁ କାଦୁଅ ବୋଳି ସ୍ବାଗତ କରିଥାନ୍ତି। ବିବାହ ଉତ୍ସବରେ ବରଯାତ୍ରୀଙ୍କୁ ଭଲ ସ୍ବାଦିଷ୍ଠ ଖାଦ୍ୟପେୟ ଦେଇ ଆପ୍ୟାୟିତ କରାଯାଏ। ଏହାକୁ ଦେଖିବାକୁ ଲୋକେ ରୁଣ୍ଡ ହୁଅନ୍ତି। ଚାଷଜମିର ଚିକିଟା ମାଟିରେ ପାଣି ମିଶାଇ କାଦୁଅ ପ୍ରସ୍ତୁତ କରାଯାଏ। ଏହାକୁ ବରଯାତ୍ରୀଙ୍କ ଦେହରେ ବୋଳାଯାଏ। ଏହି ପରମ୍ପରାକୁ ଏଠାରେ ବୀରତ୍ୱର ପ୍ରତୀକ ଭାବେ ଗ୍ରହଣ କରାଯାଇଥାଏ। ମେନପାଟ ଅଞ୍ଚଳରେ ରହୁଥିବା ମାଝିଂ ଜନଜାତି ସମ୍ପ୍ରଦାୟ ଏହି ପରମ୍ପରାକୁ ଅତି ପୁରାତନ କାଳରୁ ଜାରି ରଖିଛନ୍ତି। ଉକ୍ତ ସମ୍ପ୍ରଦାୟରେ ୧୨ଟି ଗୋତ୍ର ରହିଛି। ତେବେ ମଇଁଷି ଓ ଶୁଆ ଗୋତ୍ର ମଧ୍ୟରେ ବିବାହ ଉତ୍ସବକୁ ଅତି ଆଡ଼ମ୍ବର ସହକାରେ ପାଳନ କରାଯାଏ।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ରାଜସ୍ଥାନ ଥର ମରୁଭୂମି ଅଞ୍ଚଳର ଅଧିବାସୀଙ୍କ ମଧ୍ୟରେ ପରଦା ପ୍ରଥାର ପ୍ରଭାବ ଅଛି। ମହିଳାମାନେ ସମ୍ପୂର୍ଣ୍ଣ ଶିକ୍ଷା ସ୍ବାଧୀନତା ପାଇପାରିନାହାନ୍ତି। ଏଭଳି ସ୍ଥିତିରେ ପରିବର୍ତ୍ତନ ଆଣିବାକୁ ଜୟସାଲମେରର…

ହୁକେ ହୋ, ଏକ ସାମୂହିକ ସ୍ବର

ଏ ବର୍ଷ ଅସହ୍ୟ ଗୁଳୁଗୁଳି ଅନୁଭୂତ ହେଉଛି। ମଣିଷ, ବୃକ୍ଷଲତା, ପଶୁପକ୍ଷୀ ସମସ୍ତ ସଜୀବ ଦହଗଞ୍ଜ ହେଉଛନ୍ତି। ପିଇବା ପାଇଁ ମୁନ୍ଦାଏ ପାଣି ନାହିଁ। ନଈ, ନାଳ…

ଧର୍ମ ସଙ୍କଟ

ଇଂଲିଶ ଶବ୍ଦ ରିଲିଜିଅନ ଅର୍ଥରେ ନ ନେଲେ ଧର୍ମ ସଙ୍କଟର ଅର୍ଥ ହେଉଛି ନୈତିକତାର ଦ୍ୱନ୍ଦ୍ୱ – ଆମ ଚିନ୍ତାଧାରାର ଭିତ୍ତି। ବର୍ଷା ଆସିଗଲା ମାନେ ପୋକ…

ଅସରପା ଗୋଟେ ଚଢ଼େଇ

କକ୍‌ରୋଚ ବା ଅସରପା ଏକ ପତଙ୍ଗ। ପରମାଣୁ ବିସ୍ଫୋରଣରେ ମଧ୍ୟ ତା’ର ମୃତ୍ୟୁ ଘଟେନାହିଁ। ଯେତେ ଅପରିଷ୍କାର ସ୍ଥାନ ସେଠାରେ ସେତିକି ଅସରପାର ବଂଶବୃଦ୍ଧି ଘଟିଥାଏ। ଓଡ଼ିଆରେ…

ଏଇ ଭାରତରେ

ଭୂତଳ ଜଳ ସ୍ତର ନିମ୍ନଗାମୀ ହେଉଥିବାରୁ ବୋରଓ୍ବେଲ ଓ ପୋଖରୀଗୁଡ଼ିକ ଶୁଖିଯାଉଛି। ଫଳରେ ଲୋକେ ପାନୀୟ ଜଳ ପାଉନାହାନ୍ତି ଓ କୃଷିରେ ମଧ୍ୟ ବାଧା ଉପୁଜୁଛି। ତେବେ…

ସେ ଅସୁରର ମୃତ୍ୟୁ ନାହିଁ

ସମୁଦ୍ର ମନ୍ଥନରୁ ମିଳିଥିବା ଅମୃତ ଖାଇ ଦେବତାମାନେ ଅମର। ମନ୍ଥନ କାର୍ଯ୍ୟରେ ଅସୁରମାନେ ଭାଗ ନେଇଥିଲେ ବି ସେମାନଙ୍କୁ ତାହା ମିଳି ନ ଥିଲା। ଦେବତାମାନେ ସବୁ…

ସମବାୟ ବିକାଶ ଲକ୍ଷ୍ୟ

ଓଡ଼ିଶାର ସାମାଜିକ, ଅର୍ଥନୈତିକ ବିକାଶ କ୍ଷେତ୍ରରେ କୃଷିଋଣ ପ୍ରଦାନ, ଋଣ ଆଦାୟ, କୃଷିଜାତ ପଦାର୍ଥର ବିପଣନ ଏବଂ ଲୋକଙ୍କ ଗ୍ରାମୀଣ ଜୀବିକା ନିର୍ବାହ କ୍ଷେତ୍ରରେ ସମବାୟ ଆନ୍ଦୋଳନ…

ହିଂସାରୁ ହିଂସା

ପଶ୍ଚିମବଙ୍ଗ ନିର୍ବାଚନ ଫଳାଫଳ ପ୍ରକାଶ ପାଇବାର ମାତ୍ର ୨୬ ଦିନ ପରେ ସୋନାରପୁରଠାରେ ତୃଣମୂଳ କଂଗ୍ରେସ(ଟିଏମ୍‌ସି)ର ନଂ.୨ କୁହାଯାଉଥିବା ୩ ଥରର ଏମ୍‌ପି ତଥା ମମତା ବାନାର୍ଜୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri