ଏଇ ଭାରତରେ

ଦିବ୍ୟାଙ୍ଗଙ୍କୁ ସଶକ୍ତ କରିବା ସହ ସେମାନଙ୍କୁ ରୋଜଗାର ଦେବାରେ ଦିଲ୍ଲୀ ବିଶ୍ୱବିଦ୍ୟାଳୟର ଛାତ୍ରୀଛାତ୍ରମାନେ ଉଦାହରଣ ସୃଷ୍ଟି କରିଛନ୍ତି। ୧୦୦ରୁ ଅଧତ୍କ ଦିବ୍ୟାଙ୍ଗ ସେମାନଙ୍କ ସମୁଦାୟ ପାଇଁ ଭିନ୍ନ ଧରଣର ପୋଷାକ ତିଆରି କରୁଛନ୍ତି। ଦିଲ୍ଲୀ ବିଶ୍ୱବିଦ୍ୟାଳୟର ଦିଲ୍ଲୀ କଳା ଓ ବାଣିଜ୍ୟ କଲେଜ( ଡିସିଏସି)ର ଛାତ୍ରୀଛାତ୍ରଙ୍କ ଏକ ଟିମ୍‍ର ନେତୃତ୍ୱରେ ପ୍ରୋଜେ ରିୟାତଦ୍ୱାରା ଏହି କାର୍ଯ୍ୟ ଚାଲୁଛି। ଏହି ପ୍ରୋଜେ ୨୦୨୩ରେ ଗଠନ କରାଯାଇଥତ୍ଲା ଓ ତାହାର ମୁଖ୍ୟ ଥତ୍ଲେ ଅଭିଶି ।
ଏବେ ମିଶା ଉରୋଜ ଏହାର ମୁଖ୍ୟ ଭାବେ ଦାୟିତ୍ୱ ତୁଲାଉଛନ୍ତି। ଡିସିଏସିର ଟିମ୍‍ ସର୍ଭେ କରି ଏହି ଦିବ୍ୟାଙ୍ଗଙ୍କୁ ଚିହ୍ନଟ କରି ଟେଲର ମାଷ୍ଟରଙ୍କ ମାଧ୍ୟମରେ ପ୍ରଶିକ୍ଷଣ ଦେଇଛନ୍ତି। ଏହିସବୁ କାର୍ଯ୍ୟ ଛାତ୍ରୀଛାତ୍ରମାନେ ଦିଲ୍ଲୀସ୍ଥିତ ଅଣ ଲାଭକାରୀ ସଂସ୍ଥା ଫ୍ୟାମିଲି ଅଫ୍‍ ଡିଜାବିଲିଟି(ଏଫ୍‍ଓଡି)ର ଭାଗୀଦାରିରେ କରୁଛନ୍ତି। ପ୍ରତିଦିନ କଲେଜରେ ପଢ଼ା ପରେ ସନ୍ଧ୍ୟା ୬ଟାରେ ଏହି କାମ ପାଇଁ ସେମାନେ ଆଲୋଚନା କରୁଛନ୍ତି। ଦିବ୍ୟାଙ୍ଗଙ୍କ ଦ୍ୱାରା ତିଆରି ପୋଷାକଗୁଡ଼ିକୁ ପ୍ରୋଜେର େଓ୍ବବ୍‍ସାଇଟରେ ବିକ୍ରି ପାଇଁ ଅର୍ଡର ସଂଗ୍ରହ କରାଯାଉଛି। ପୋଷାକର ମୂଲ୍ୟ ୧,୦୦୦ରୁ ୧୫୦୦ ମଧ୍ୟରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ପ୍ରବେଶିକାର ଲିଖିତ ଓ ଶାରୀରିକ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବା ପରେ ପୋଲିସରେ ନିଯୁକ୍ତି ମିଳିଥାଏ। ଏଥିପାଇଁ ଅଶାୟୀମାନେ ବୟସ ସୀମା ମଧ୍ୟରେ ନିଜକୁ ପ୍ରସ୍ତୁତ କରିଥାନ୍ତି।...

ସ୍ମାର୍ଟ ସିଟି ଲୋକର ବ୍ୟଥା

ପ୍ରବଳ ଶୀତରେ କିଛି ବେସାହାରା ଲୋକ ପୋଲ ତଳେ, ଦୋକାନ ପିଣ୍ଡାରେ, ପାର୍କ ବେଞ୍ଚ ଉପରେ କଟାଉଥିବା ଦେଖାଯାଏ। ସେମାନଙ୍କ ମଧ୍ୟରୁ କୌଣସି ବୃଦ୍ଧାବୃଦ୍ଧ ରୋଗୀଙ୍କ...

ଗଣତନ୍ତ୍ର କ’ଣ ଦଳ-ମୁଖ୍ୟଙ୍କ ତନ୍ତ୍ର

ଯେଉଁ ଦଳର କେନ୍ଦ୍ର ସରକାର ସମ୍ବିଧାନ ଦିବସ (ନଭେମ୍ବର ୨୯) ପାଳନ କରି ସମ୍ବିଧାନର ଆଦର୍ଶକୁ ସର୍ବୋଚ୍ଚ ସ୍ଥାନ ଦେଉଛି ସେହି ଦଳର ରାଜ୍ୟ ସରକାର...

ପରିଚିତଙ୍କ ହାତରେ ପଦବୀ

ଭବିଷ୍ୟତରେ କାର୍ଯ୍ୟକୁ ସୁଚାରୁରୂପେ ସଞ୍ଚାଳନକରିବା ପାଇଁ ସବୁଠାରୁ ନିରାପଦ ଉପାୟ ଉପରେ ଆନ୍ଧ୍ରପ୍ରଦେଶ ନିଷ୍ପତ୍ତି ନେଇଥିବା ଜଣାଯାଇଛି। ଏଥିରେ ଏହାର ଶ୍ରେଷ୍ଠ ବାବୁମାନଙ୍କ ପାଇଁ ରହୁଥିବା...

ପରମ୍ପରାରେ ସୁନାର ମହତ୍ତ୍ୱ

ବିଶ୍ବର ପ୍ରାୟ ସମସ୍ତ ରାଷ୍ଟ୍ରରେ ସୁନା ପ୍ରତି ବିଶେଷ ଆକର୍ଷଣ ରହିଆସିଛି। ସୁନା ପ୍ରତି ଥିବା ଅହେତୁକ ମୋହ ଅନ୍ୟ କୌଣସି ଧାତୁଠାରେ ଦେଖିବାକୁ ମିଳେ...

ବ୍ୟସ୍ତ ହୁଅନ୍ତୁନି, ମୁଁ ଅଛି

ଗତ କିଛିଦିନ ତଳେ ଆଧାର କାର୍ଡ ନବୀକରଣ କରିବା ପାଇଁ ସକାଳ ୯ଟା ସମୟରେ ଘରୁ ବାହାରିପଡିଲି। ଆଧାର କାର୍ଡ ନବୀକରଣ ଚାନ୍ଦିନୀଚୌକ ନିକଟସ୍ଥ ସବ୍‌ପୋଷ୍ଟ...

ମହାସାଗରରେ ନିବେଶ

ନିବେଶକମାନେ ନିବେଶ କରିବାକୁ ନିଷ୍ପତ୍ତି ନେବାବେଳେ ସେଥିରେ ଥିବା ସୁଯୋଗ, ବିପଦ ଏବଂ ଆଶା କରାଯାଉଥିବା ଲାଭ ସମ୍ପର୍କରେ କିଛି ମୌଳିକ ପ୍ରଶ୍ନ ଉତ୍ଥାପନ କରିଥାଆନ୍ତି।...

ଏଇ ଭାରତରେ

ସୀମା ସଶସ୍ତ୍ର ବଳ(ଏସ୍‌ଏସ୍‌ବି)ରେ ଦେଶକୁ ସୁରକ୍ଷା ଦେବା ଲାଗି ଅଧିକାରୀ ଭାବେ ଦାୟିତ୍ୱ ତୁଲାଇବା ସହ ଚାଷକରି ଅନ୍ୟମାନଙ୍କ ପାଇଁ ଉଦାହରଣ ପାଲଟିଛନ୍ତି ଉତ୍କୃଷ ପାଣ୍ଡେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri