ଏଇ ଭାରତରେ

ଆସାମ ତିନସୁକିଆର ୪୦ବର୍ଷୀୟ ଡି. କ୍ରିଷ୍ଣ କୁମାର ସ୍କୁଟରରେ ମା’ଙ୍କୁ ୧୭ଟି ତୀର୍ଥସ୍ଥଳ ଭ୍ରମଣ କରାଇବାକୁ ବାହାରି ପଡିଛନ୍ତି। ପାଖାପାଖି ୪୦,୩୮୦ କିଲୋମିଟର ଭ୍ରମଣ କରିବାର ଲକ୍ଷ୍ୟ ରଖିଛନ୍ତି କ୍ରିଷ୍ଣ କୁମାର। ଏଥିସହ ସେ ନେପାଳ ଓ ଭୁଟାନର କିଛି ତୀର୍ଥସ୍ଥଳ ମଧ୍ୟ ଭ୍ରମଣ କରିବେ। ଏଥିପାଇଁ ତାଙ୍କୁ ଦେଢ ବର୍ଷ ସମୟ ଲାଗିବ ବୋଲି ଅନୁମାନ କରାଯାଉଛି। ଆଧୁନିକ ଯୁଗର ଏହି ଶ୍ରବଣକୁମାର ତାଙ୍କର ୭୦ ବର୍ଷୀୟା ମା’ ଚୁଡ଼ରତ୍ନାଙ୍କୁ ବିଭିନ୍ନ ତୀର୍ଥସ୍ଥାନ ବୁଲାଇବାକୁ ବାହାରିଥିବା ବେଳେ ମା’ ତାଙ୍କର ଏଭଳି ପୁଅ ପାଇ ବେଶ୍‌ ଗର୍ବିତ ବୋଲି କହିଛନ୍ତି। ୨୦୧୮ ଜାନୁୟାରୀ ୧୬ରୁ ଏମାନେ ଯାତ୍ରା ଆରମ୍ଭ କରିଥିବା ବେଳେ ଇତିମଧ୍ୟରେ ତାମିଲନାଡୁ, ପଣ୍ଡିଚେରୀ, କର୍ନାଟକ, ଆନ୍ଧ୍ରପ୍ରଦେଶ, ତେଲେଙ୍ଗାନା, ମହାରାଷ୍ଟ୍ର, ଗୋଆ, ଛତିଶଗଡ଼, ଓଡ଼ିଶା, ଝାଡ଼ଖଣ୍ଡ, ବିହାର, ପଶ୍ଚିମବଙ୍ଗ, ସିକିମ, ନେପାଳ ଓ ଭୁଟାନ ଭ୍ରମଣ କରିସାରି ଏବେ ଆସାମରେ ପହଞ୍ଚିଛନ୍ତି। ଏହାପରେ ସେ ଅରୁଣାଚଳ ପ୍ରଦେଶର ପର୍ଶୁରାମ କୁଣ୍ଡ ଗସ୍ତ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନରେ ବାବୁ

ପ୍ରତି ଥର ନିର୍ବାଚନ ରଣାଙ୍ଗନରେ ହାକିମ ବାବୁମାନଙ୍କ ଗହଳି ଦେଖାଯାଏ। ରାଜନୀତିରେ ଲୋକମାନଙ୍କ ସହିତ ମିଶିବା ସହ ସାଧାରଣ ଜନତାଙ୍କୁ ପରଖି ସେମାନଙ୍କ ସେବା କରିବାର...

ଭୋଟଦାନ ପ୍ରତି ଅନାଗ୍ରହ

ସାଧାରଣତଃ ପ୍ରତି ପାଞ୍ଚବର୍ଷରେ ଥରେ ଭୋଟଦାନ ଭାରତୀୟ ସମ୍ବିଧାନ ଅନୁଯାୟୀ ସ୍ଥିରୀକୃତ ହୋଇଛି। ବେଳେବେଳେ ବିଭିନ୍ନ କାରଣରୁ ଏହି ସମୟସୀମା ହ୍ରାସ ପାଇଥାଏ। ବିରୋଧୀ ଦଳ...

ପାଶ୍ଚାତ୍ୟର ଅଧୋଗତି

ୟୁକ୍ରେନ୍‌ ଉପରେ ରୁଷିଆର ଆକ୍ରମଣକୁ ୨ବର୍ଷରୁ ଅଧିକ ସମୟ ହୋଇଗଲାଣି। ଏହି ଆକ୍ରମଣ ଆରମ୍ଭହେବା ପରଠାରୁ ପାଶ୍ଚାତ୍ୟ ଯୁଦ୍ଧ ସ୍ଥିତିରେ ନିଜର କୌଣସି କ୍ଷତି ନ...

ଏଇ ଭାରତରେ

ହାଇଦ୍ରାବାଦର ଶ୍ରୀନିବାସ ରାଓ ମାଧବରାମ ପେସାରେ ଜଣେ ଡାକ୍ତର । କିନ୍ତୁ ତାଙ୍କ ନିଶା ହେଉଛି ଡ୍ରାଗନ ଚାଷ। ତେଲଙ୍ଗାନାର ସାଙ୍ଗାରେଡିରେ ଥିବା ତାଙ୍କର ୪୭...

ଏଇ ଭାରତରେ

ମାନଗଙ୍ଗା ନଦୀକୁ ପୁନରୁଦ୍ଧାର କରି ନୂଆ ଜୀବନ ଦେଇଛନ୍ତି ମହାରାଷ୍ଟ୍ର ସୋଲାପୁର ଜିଲାର ଭଜିନାଥ ଘୋଙ୍ଗାଡେ । ଏକ ଦଶନ୍ଧି ମଧ୍ୟରେ ଲୋକମାନଙ୍କୁ ଏକାଠି କରି...

ନିର୍ବାଚନ, ନେତା ଓ ଭୋଟର

ବିଚିତ୍ର ବିଶ୍ୱାଳ     ନିର୍ବାଚନର ଉଷ୍ମତା ସମଗ୍ର ଦେଶ ସମେତ ଆମ ରାଜ୍ୟ ରାଜନୀତିରେ ଅନୁଭବ ହେଉଛି। ସାରା ଦେଶ ଗଣତନ୍ତ୍ରର ମହାପର୍ବ ପାଇଁ...

ଫ୍ୟାଟ୍‌ରୁ ଫିଟ୍‌

ଡା. ଜ୍ୟୋତିରଞ୍ଜନ ଚମ୍ପତିରାୟ   ପିଲାଙ୍କର ମେଦବହୁଳତା ସାଧାରଣତଃ ଦୁଇ ପ୍ରକାରର। ପ୍ରଥମତଃ ଜନ୍ମଜାତ ବା ଆନୁବଂଶିକ, ଦ୍ୱିତୀୟତଃ ଜୀବନଶୈଳୀ ଆଧାରିତ। ଜନ୍ମଜାତ ମେଦବହୁଳତାର କାରଣ...

ଏଆଇର ଭବିଷ୍ୟତ

ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏଆଇ) ବା କୃତ୍ରିମ ବୁଦ୍ଧିମତ୍ତା ଭଲ ଚାକିରି ପ୍ରତି ବିପଦ ସୃଷ୍ଟି କରିଛି, ଯାହା ଏକ ନୂଆ ସମସ୍ୟା ପରି ମନେହୁଏ। ବ୍ରିଟିଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri