Posted inବରଗଡ଼

ଏକକାଳୀନ ପରିବାରର ୬ଜଣ କଲେ ରକ୍ତଦାନ

ବରଗଡ଼ ଅଫିସ୍‌,୧୯।୪-
ଘାତକ କରୋନା ଭୂତାଣୁକୁ ପ୍ରତିହତ କରିବା ପାଇଁ ଦେଶବ୍ୟାପୀ ଲକ୍‌ ଡାଉନ୍‌ କଟକଣା ଲାଗୁ କରାଯାଇଛି। ଏଭଳି ସ୍ଥଳେ ରକ୍ତ ଭଣ୍ଡାରଗୁଡ଼ିକରେ ରକ୍ତାଭାବ ଦେଖାଯାଇଛି। ଏହା ଜାଣିବା ପରେ ବରଗଡ଼ ଟ୍ରଷ୍ଟଫଣ୍ଡ୍‌ କଲେଜ ଗଳିର ହୁସେନ ମଞ୍ଜିଲରେ ରହୁଥିବା ଏକ ମୁସଲିମ ପରିବାରର ୬ଜଣ ଏକକାଳୀନ ରକ୍ତଦାନ କରିଛନ୍ତି। ସେମାନେ ହେଲେ, ଅବଦୁଲ ଇବ୍ରାହିମ, ଏମଡ଼ି ଇଦ୍ରିଶ, ଅବଦୁଲ୍‌ ଫହିମ୍‌, ନଜ୍‌ମା ସୁଲତାନା, ଅବଦୁଲ ଇମ୍ରାନ ଏବଂ ରେଶମା ସୁଲତାନା। କରେନା ଭଳି ବିପର୍ଯ୍ୟୟ ଏବଂ ରକ୍ତାଭାବ ସମୟରେ ଏଭଳି ସ୍ବେଚ୍ଛାକୃତ ରକ୍ତଦାନ କରି ଏହି ପରିବାର ଅନ୍ୟମାନଙ୍କ ପାଇଁ ଉଦାହରଣ ପାଲଟିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀ ଶ୍ରୀକ୍ଷେତ୍ରରୁ ଭଟଲି ଆସିବ ତିନି ରଥର ଚକ; ସ୍ୱାଗତ ପାଇଁ ଭକ୍ତଙ୍କ ମଧ୍ୟରେ ପ୍ରବଳ ଉତ୍ସୁକତା

ବରଗଡ଼,୧୭।୭(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡ଼ିଶାର ଶ୍ରୀକ୍ଷେତ୍ର ଭାବେ ପରିଚିତ ଶ୍ରୀଶ୍ରୀ ଦଧିବାମନ ଧାମ, ଭଟଲି ପାଇଁ ଏକ ଗୌରବମୟ ତଥା ଐତିହାସିକ ମୁହୂର୍ତ୍ତ ଆସିବାକୁ ଯାଉଛି। ପୁରୀ…

ଟୋକନ ମିଳିଲାନି, ବିକ୍ରି ହେଲାନି ଧାନ: ପ୍ରଶାସନ ନ ଶୁଣିବାରୁ ଓକିଲ ସଂଘର ଦ୍ୱାରସ୍ଥ ହେଲା କୃଷକ ସଂଗଠନ

ବରଗଡ଼,୧୭।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଗତ ଜୁନ୍ ମାସ ୩୦ ତାରିଖରୁ ରବିଧାନ ସଂଗ୍ରହ ପ୍ରକ୍ରିୟା ଶେଷ ହୋଇଯାଇଥିଲେ ମଧ୍ୟ ହଜାର ହଜାର ଚାଷୀ ଧାନ ବିକ୍ରିରୁ…

ରଥଯାତ୍ରାରେ ସୁରକ୍ଷା ଢ଼ିଲା: ଲୁଟିନେଲେ ମହିଳାଙ୍କ ସୁନାଚେନ୍‌; ଟ୍ରାଫିକ ଜାମ୍‌, ଲୋକେ ହଟହଟା

ବରଗଡ଼,୧୬।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହରରେ ଏଥର ପ୍ରଥମଥର ପାଇଁ ସ୍ଥାନୀୟ ବୀର ସୁରେନ୍ଦ୍ର ସାଏ ଛକରେ ଭଟଲି ଛକ ଏବଂ ଖଜୁରଟିକ୍ରାରୁ ବାହାରିଥିବା ମହାପ୍ରଭୁଙ୍କ ରଥ ଏକାଠି…

ଚାଷୀ ପ୍ରତିନିଧି-ଅଧିକାରୀଙ୍କ ଦ୍ୱିପାକ୍ଷିକ ବୈଠକ, ପ୍ରତଶ୍ରୁତି ମିଳିବା ପରେ…

ବରଗଡ଼,୧୫ା୭(ପ୍ରେମାନନ୍ଦ ଖମାରୀ): ଅଧିକ ଧାନ ଉପତ୍ାଦନ ପାଇଁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ମାତ୍ର ଏଠାରେ ଚାଷୀଙ୍କ ସମସ୍ୟା ଅସମାହିତ ହୋଇ ରହିଯାଇଛି। ରବିଧାନ ବିକ୍ରିବଟାରେ…

ନିର୍ମାଣ ହୋଇପାରିନି ଭୋଜନ ଗୃହ, ଖୋଲା ଆକାଶ ତଳେ ମଧ୍ୟାହ୍ନଭୋଜନ ଖାଉଛନ୍ତି ଛାତ୍ରୀଛାତ୍ର

ବରଗଡ଼,୧୫ା୭(ପ୍ରେମାନନ୍ଦ ଖମାରୀ): ପାଠ ପଢ଼, ଦେଶ ଗଢ଼। ବିଦ୍ୟାଳୟଗୁଡ଼ିକରେ ଅନୁଷ୍ଠିତ ବିଭିନ୍ନ ସଭା, ସମିତିରେ ସରକାରୀ କଳର ପ୍ରଶାସନିକ ଅଧିକାରୀଙ୍କଠାରୁ ଆରମ୍ଭ କରି ବିଧାୟକ, ଏମ୍‌ପି, ମନ୍ତ୍ରୀ…

କଫ ସିରପ୍‌ର ହବ୍‌ ପାଲଟିଛି ବରଗଡ଼: ରାଜଧାନୀକୁ ଚେର

ବରଗଡ଼,୧୫।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ନିଶା କାରବାରର ହବ ପାଲଟିଛି। ଏଠାରେ କଫ୍‌ ସିରପଠାରୁ ଆରମ୍ଭ କରି ଗଞ୍ଜେଇ, ବ୍ରାଉନସୁଗାର ଆଦି ନିଶା କାରବାର ଚାଲିଛି। ପୋଲିସ ଥରକୁଥର ଚଢ଼ାଉ…

ନବଯୌବନ ବେଶରେ ଦର୍ଶନ ଦେଲେ ଶ୍ରୀ ଦଧିବାମନ, ଦର୍ଶନ କରିବା ପାଇଁ…

ବରଗଡ଼, ୧୪।୭ (ପ୍ରେମାନନ୍ଦ ଖମାରୀ): ଦିନକ ପରେ ପବିତ୍ର ରଥଯାତ୍ରା ଥିବାରୁ ବରଗଡ଼ ଜିଲା ଭଟଲି ଅଞ୍ଚଳ ଚଳଚଞ୍ଚଳ ହୋଇପଡ଼ିଛି। ଶ୍ରୀ ଶ୍ରୀ ଦଧିବାମନ ମହାପ୍ରଭୁଙ୍କ ରଥଯାତ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri