Posted inଖେଳ

ଏକଦିବସୀୟ କ୍ରିକେଟରେ ସର୍ବାଧିକ ‘ମ୍ୟାନ୍‌ ଅଫ୍‌ ଦ ସିରିଜ’ ପୁରସ୍କାର ଜିତିଥିବା ୧୦ ଖେଳାଳି

କ୍ରିକେଟରେ ‘ମ୍ୟାନ୍‌ ଅଫ୍‌ ଦ ସିରିଜ୍‌’ ସବୁଠୁ ବଡ ପୁରସ୍କାର ଭାବେ ଗଣାଯାଏ। କୌଣସି ସିରିଜରେ ସର୍ବଶ୍ରେଷ୍ଠ ପ୍ରଦର୍ଶନ କରିଥିବା ଖେଳାଳିଙ୍କୁ ଏହି ପୁରସ୍କାର ଦିଆଯାଏ। ଏକଦିବସୀୟ କ୍ରିକେଟରେ ସର୍ବାଧିକ ‘ମ୍ୟାନ୍‌ ଅଫ୍‌ ଦ ସିରିଜ୍‌’ ପୁରସ୍କାର ଜିତିଥିବା ୧୦ ଖେଳାଳିଙ୍କୁ ଜାଣନ୍ତୁ…

ସଚିନ ତେନ୍ଦୁଲକର
କ୍ରିକେଟର ଭଗବାନ କୁହାଯାଉଥିବା ସଚିନ ତେନ୍ଦୁଲକର ଏହି ତାଲିକାର ପ୍ରଥମ ସ୍ଥାନରେ ଅଛନ୍ତି। ୨୨ ବର୍ଷ କ୍ରିକେଟ କ୍ୟାରିୟରରେ ସେ ୧୫ଥର ‘ମ୍ୟାନ୍‌ ଅଫ୍‌ ଦ ସିରିଜ୍‌’ ପୁରସ୍କାର ଜିତିଥିଲେ।

ସନଥ ଜୟସୁରିୟା
ଶ୍ରୀଲଙ୍କାର ପୂର୍ବତନ ଓପନର ସନଥ ଜୟସୁରିୟା ତାଙ୍କ କ୍ରିକେଟ କ୍ୟାରିୟରରେ ୧୧ଥର ‘ମ୍ୟାନ୍‌ ଅଫ୍‌ ଦ ସିରିଜ୍‌’ ହାସଲ କରିଥିଲେ।

ବିରାଟ କୋହଲି
ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ଏପର୍ଯ୍ୟନ୍ତ ୯ଥର ‘ମ୍ୟାନ୍‌ ଅଫ୍‌ ଦ ସିରିଜ୍‌’ ପୁରସ୍କାର ଜିତିଛନ୍ତି।

ସନ ପଲକ
ଦକ୍ଷିଣ ଆଫ୍ରିକାର ପୂର୍ବତନ ଅଲ୍‌ରାଉଣ୍ଡର ସନ ପଲକ ୯ଥର ‘ମ୍ୟାନ୍‌ ଅଫ୍‌ ଦ ସିରିଜ୍‌’ ପୁରସ୍କାର ଜିତିଥିଲେ।

କ୍ରିସ୍‌ ଗେଲ୍‌
ଓ୍ବେଷ୍ଟଇଣ୍ଡିଜର ବିସ୍ଫୋରକ ବ୍ୟାଟ୍ସମ୍ୟାନ୍‌ କ୍ରିସ୍‌ ଗେଲ୍‌ ଏକଦିବସୀୟ କ୍ରିକେଟରେ ଏପର୍ଯ୍ୟନ୍ତ ୮ଥର ‘ମ୍ୟାନ୍‌ ଅଫ୍‌ ଦ ସିରିଜ୍‌’ ଜିତିଛନ୍ତି।

ଭିଭିଆନ୍‌ ରିଚାର୍ଡସ
ଓ୍ବେଷ୍ଟଇଣ୍ଡିଜ୍‌ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ଭିଭିଆନ୍‌ ରିଚାର୍ଡସ  କ୍ୟାରିୟରରେ ୭ଥର ‘ମ୍ୟାନ୍‌ ଅଫ୍‌ ଦ ସିରିଜ୍‌’ ଜିତିଥିଲେ।

ହାସିମ ଆମଲା
୨୦୧୯ ବିଶ୍ୱକପ୍‌ ପରେ ଅନ୍ତର୍ଜାତୀୟ କ୍ରିକେଟକୁ ଅଲବିଦା କହିଥିବା ଦକ୍ଷିଣ ଆଫ୍ରିକା ବ୍ୟାଟ୍ସମ୍ୟାନ୍‌ ହାସିମ ଆମଲା ୭ଥର ‘ମ୍ୟାନ୍‌ ଅଫ୍‌ ଦ ସିରିଜ୍‌’ ପୁରସ୍କାର ଜିତିଥିଲେ।

ଯୁବରାଜ ସିଂ
ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଲରାଉଣ୍ଡର ଯୁବରାଜ ସିଂ ୭ଥର ‘ମ୍ୟାନ୍‌ ଅଫ୍‌ ଦ ସିରିଜ୍‌’ ପୁରସ୍କାର ହାସଲ କରିଥିଲେ।

ସୌରଭ ଗାଙ୍ଗୁଲି
ଟିମ୍‌ ଇଣ୍ଡିଆର ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲି ୭ଥର ‘ମ୍ୟାନ୍‌ ଅଫ୍‌ ଦ ସିରିଜ୍‌’  ପୁରସ୍କାର ଜିତିଥିଲେ।

ରିକି ପଣ୍ଟିଂ
ଅଷ୍ଟ୍ରେଲିଆର ସଫଳତମ ଅଧିନାୟକ ରିକି ପଣ୍ଟିଂ କ୍ରିକେଟ କ୍ୟାରିୟରରେ ୭ଥର ‘ମ୍ୟାନ୍‌ ଅଫ୍‌ ଦ ସିରିଜ୍‌’ ପୁରସ୍କାର ଜିତିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ପାକିସ୍ତାନ ପାଇଁ BCCI ସହିବ କ୍ଷତି! ଭାରତରୁ ଛଡ଼ାଇ ନିଆଯାଇପାରେ ବଡ଼ ଟୁର୍ଣ୍ଣାମେଣ୍ଟ

ନୂଆଦିଲ୍ଲୀ,୧୭।୨: କ୍ରିକେଟ୍ ପ୍ରେମୀଙ୍କ ପାଇଁ ଏକ ଚିନ୍ତାଜନକ ଖବର। ଭାରତ ଓ ପାକିସ୍ତାନ ମଧ୍ୟରେ ଲାଗି ରହିଥିବା ସୀମା ବିବାଦର ପ୍ରଭାବ ଏବେ କ୍ରିକେଟ୍ ମୈଦାନ ଉପରେ…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri