ଏକାଠି ଥିବା କଲେଜରୁ ଅଲଗା ହେବ ଯୁକ୍ତ ୨, ଯୁକ୍ତ ୩: ଅରୁଣ ସାହୁ

ଭୁବନେଶ୍ୱର,୨୨।୮(ବ୍ୟୁରୋ): ଶିକ୍ଷାର ଉନ୍ନତି ଆଣିବା ଲାଗି ରାଜ୍ୟ ସରକାର ନୂତନ ପଦକ୍ଷେପ ଗ୍ରହଣ କରିଛନ୍ତି। ଏହା ଅନୁଯାୟୀ ଏଣିକି ଯୁକ୍ତ ୨ ଓ ଯୁକ୍ତ ୩କୁ ଅଲଗା କରାଯିବ। ଗୁରୁବାର ଗଣଶିକ୍ଷା ଓ ଉଚ୍ଚଶିକ୍ଷା ବିଭାଗର ମିଳିତ ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି।

ଗୋଟିଏ କଲେଜରେ ଏକାଠି ଥିବା ଯୁକ୍ତ ୨ ଓ ଯୁକ୍ତ ୩କୁ ଅଲଗା କରାଯିବ। ଶିକ୍ଷକ ଓ ଅଣଶିକ୍ଷକ କର୍ମଚାରୀ ଯୁକ୍ତ ୩ କଲେଜରେ ରହିବେ। ସେହିଭଳି ଯୁକ୍ତ ୨ କଲେଜ ପାଇଁ ନୂତନ ନିଯୁକ୍ତି ହେବ। ଆସନ୍ତା ୩/୪ ବର୍ଷ ମଧ୍ୟରେ ନୂଆ ନିଯୁକ୍ତି ପ୍ରକ୍ରିୟା ଶେଷ ହେବ। ଏବେ ଯେପରି କଲେଜ ଚାଲିଛି ସେଭଳି ଚାଲିବ। ଆଗାମୀ ୩ରୁ ୪ ବର୍ଷ ମଧ୍ୟରେ ଏହା ଶେଷ ହେବ ବୋଲି ବୈଠକ ଶେଷ ହେବା ପରେ ଉଚ୍ଚ ଶିକ୍ଷାମନ୍ତ୍ରୀ ଅରୁଣ ସାହୁ ସୂଚନା ଦେଇ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୌମ୍ୟ ହତ୍ୟା ମାମଲା: ଝାରପଡ଼ା ଜେଲ୍‌ରେ ୨୦ ଅଭିଯୁକ୍ତଙ୍କୁ କ୍ରାଇମବ୍ରାଞ୍ଚର ଜେରା

ଭୁବନେଶ୍ୱର, ୭।୭: ବହୁଚର୍ଚ୍ଚିତ ସୌମ୍ୟ ହତ୍ୟା ମାମଲାର ତଦନ୍ତକୁ ଆହୁରି ଜୋରଦାର କରିଛି କ୍ରାଇମବ୍ରାଞ୍ଚ। ଏହି କ୍ରମରେ କ୍ରାଇମବ୍ରାଞ୍ଚର ଦୁଇଜଣିଆ ଟିମ୍‌ ଆଜି ଭୁବନେଶ୍ୱର ଝାରପଡ଼ା ସ୍ପେସିଆଲ୍‌…

ଗୁଜରାଟ ସିରିଏଲ ବିସ୍ଫୋରଣ ମାମଲାରେ ବଡ଼ ରାୟ: ୩୮ଙ୍କୁ ଫାଶୀ, ୧୧ଙ୍କୁ ଆଜୀବନ କାରାଦଣ୍ଡ

ଅହମଦାବାଦ,୭।୭: ୨୦୦୮ ଅହମଦାବାଦ ସିରିଏଲ ବିସ୍ଫୋରଣ ମାମଲା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ରାୟରେ, ଗୁଜରାଟ ହାଇକୋର୍ଟ ନିମ୍ନ ଅଦାଲତର ନିଷ୍ପତ୍ତିକୁ ବଜାୟ ରଖିଛନ୍ତି। ହାଇକୋର୍ଟ ୩୮ ଜଣ…

Video: ବୈଭବ ସୂର୍ଯ୍ୟବଂଶୀ ଆହତ; ଯନ୍ତ୍ରଣାରେ ଛଟପଟ ହେଉଥିଲେ ବି ଧ୍ୟାନ ଦେଲେ ନାହିଁ କୋଚ; ତାଙ୍କ ଖେଳିବା ଉପରେ ଉଠିଲା ପ୍ରଶ୍ନ

ନୂଆଦିଲ୍ଲୀ,୭।୭: ବୈଭବ ସୂର୍ଯ୍ୟବଂଶୀ ଶୀଘ୍ର ପ୍ରଶଂସକଙ୍କ ପ୍ରିୟ ହୋଇଗଲେ। ସମସ୍ତେ ତାଙ୍କ ଡେବ୍ୟୁକୁ ଅପେକ୍ଷା କରିଥିଲେ, ଯାହା ଏବେ ହୋଇଛି, ଏବଂ ସେ ତାଙ୍କର ଦ୍ୱିତୀୟ ଅନ୍ତର୍ଜାତୀୟ…

ମୋଦିଙ୍କୁ ଇଣ୍ଡୋନେସିଆର ସର୍ବୋଚ୍ଚ ସମ୍ମାନ: ଖୁସିରେ ଗଦ୍‌ଗଦ୍‌ ହୋଇ କହିଲେ…

ଜାକର୍ତ୍ତା,୭।୭: ଇଣ୍ଡୋନେସିଆ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସର୍ବୋଚ୍ଚ ସମ୍ମାନ ପ୍ରଦାନ କରିଛି। ଇଣ୍ଡୋନେସିଆର ରାଷ୍ଟ୍ରପତି ପ୍ରବୋ ସବିଆଣ୍ଟୋ ଘୋଷଣା କରିଛନ୍ତି, ଇଣ୍ଡୋନେସିଆ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସର୍ବୋଚ୍ଚ ସମ୍ମାନ ‘Bintang…

ଟ୍ରମ୍ପଙ୍କୁ ପ୍ରକୃତରେ କେଉଁ ପ୍ରକାରର ସାହାଯ୍ୟ ମାଗୁଛନ୍ତି ଜେଲନସ୍କି? ଜାଣନ୍ତୁ ଏହା ପଛର ବଡ଼ କାରଣ

କ୍ୱିଭ,୭।୭: ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ଆମେରିକାକୁ ବାୟୁ ପ୍ରତିରକ୍ଷା ପାଇଁ ସମର୍ଥନ ବୃଦ୍ଧି କରିବାକୁ ଅନୁରୋଧ କରିଛନ୍ତି। ସେ ଆମେରିକାକୁ ଦେଶୀୟ ସ୍ତରରେ ପାଟ୍ରିଅଟ କ୍ଷେପଣାସ୍ତ୍ର…

ଭୟଙ୍କର ହତ୍ୟାକାଣ୍ଡ….ପ୍ରେମିକ ପାଇଁ ଟଏଲେଟ୍ କ୍ଲିନର୍ ଇଞ୍ଜେକ୍ସନ ଦେଇ ସ୍ବାମୀଙ୍କୁ ହତ୍ୟା, ପୂର୍ବରୁ ବିଲ୍ଡିଂରୁ ଠେଲି ଦେଇଥିଲେ

ହାଇଦ୍ରାବାଦ,୭।୭: ତେଲେଙ୍ଗାନାର ନିଜାମାବାଦରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଜଣେ ମହିଳା ପ୍ରେମ ସମ୍ପର୍କ ଯୋଗୁଁ ତାଙ୍କ ସ୍ୱାମୀଙ୍କୁ ହତ୍ୟା କରିଛନ୍ତି । ହତ୍ୟାର ପଦ୍ଧତି…

କାହିଁକି ଫୋନ୍‌ ଉଠାନ୍ତି ନାହିଁ ଧୋନୀ: ଜନ୍ମଦିନରେ ଜାଣନ୍ତୁ ‘କ୍ୟାପ୍ଟେନ କୁଲ’ଙ୍କ ବିଷୟରେ ୭ ଅଜଣା କଥା

ନୂଆଦିଲ୍ଲୀ,୭।୭: ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀ ଆଜି ୪୫ତମ ଜନ୍ମଦିନ ପାଳନ କରୁଛନ୍ତି। ତାଙ୍କୁ ବିଶ୍ୱର ସବୁଠାରୁ ସଫଳ ଅଧିନାୟକଙ୍କ ମଧ୍ୟରେ ଗଣନା କରାଯାଏ।…

ନିରବତା ମଧ୍ୟରେ ପୁଣି ବିସ୍ଫୋରଣର ପ୍ରତିଧ୍ୱନି? ହର୍ମୁଜରେ ଆକ୍ରମଣ କଲା ଇରାନ? ଦୁଇ ଜାହାଜ ଉପରେ ମିଶାଇଲ ଆଟାକ

ତେହରାନ,୭।୭: ଇରାନ ତା’ର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଖାମନେଇଙ୍କ ମୃତ୍ୟୁରେ ଶୋକ ପ୍ରକାଶ କରୁଛି; ସମଗ୍ର ଦେଶ ଏବେ ଶୋକରେ ଅଛି। ଏହି ସମୟରେ, ହର୍ମୁଜ ପ୍ରଣାଳୀରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri