Posted inଜାତୀୟ

ଏକାଠି ହୁଅ ଭାଜପାକୁ ଏକଘରିଆ କର: ମମତା ବାନାର୍ଜୀ

କୋଲକାତା,୩୦।୧୨: ଏକାଠି ହୋଇ ଭାଜପାକୁ ଏକଘରିଆ କରିବାକୁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସୋମବାର ଏକ ରାଲିରେ ସମବେତ ଲୋକଙ୍କୁ ଆହ୍ବାନ ଜଣାଇଛନ୍ତି। ସିଏଏକୁ ବିରୋଧ କରି ଏହି ରାଲି କରାଯାଇଥିଲା। ଭାରତ ମାତା ଆମ ସମସ୍ତଙ୍କର। ଆମେ ଯେଉଁଠି ଚାହିଁବା ସେଠି କାମ କରିପାରିବା ତଥା ରହିପାରିବ। ପଶ୍ଚିମବଙ୍ଗରେ ବିହାର, ଉତ୍ତରପ୍ରଦେଶ, ରାଜସ୍ଥାନ ସମେତ ଅନ୍ୟ ରାଜ୍ୟର ଲୋକେ ବାସ କରିବା ସହିତ ବିଭିନ୍ନ କାମରେ ନିୟୋଜିତ ଅଛନ୍ତି। ଏପରିସ୍ଥଳେ କୌଣସି ବର୍ଗଙ୍କୁ ଦେଶରୁ ବାହାର କରିବା ଅଧିକାର ଭାଜପାର ନାହିଁ ବୋଲି ମମତା କହିଛନ୍ତି। ସଭିଏଁ ମିଳିତ ହୋଇ ସିଏଏ ବିରୋଧରେ ସ୍ବର ଉତ୍ତୋଳନ କରିବା ଉପରେ ମମତା ଜୋର୍‌ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ବରୋଧରେ ଯୁଦ୍ଧକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଲାଣି ଏହି ଦେଶ, ଆମେରିକାକୁ କରିବ ସହଯୋଗ, ଟାର୍ଗେଟରେ ହର୍ମୁଜ ପ୍ରଣାଳୀ

ତେହରାନ,୧।୪: ସଂଯୁକ୍ତ ଆରବ ଏମିରେଟ୍ସ (UAE) ଆମେରିକା ଏବଂ ଅନ୍ୟାନ୍ୟ ପାଶ୍ଚାତ୍ୟ ମିତ୍ରମାନଙ୍କୁ ସୂଚନା ଦେଇଛି ଯେ ଏହା ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବାରେ ସାହାଯ୍ୟ କରିବ।…

ଜିଲାସ୍ତରୀୟ ଓଡ଼ିଶା ଦିବସ ପାଳନ: ମୁଖ୍ୟ ଅତିଥି ଭାବେ ଯୋଗ ଦେଲେ ସୂର୍ଯ୍ୟବଂଶୀ ସୁରଜ

ଭଦ୍ରକ, ୧।୪(ସନାତନ ରାଉତ): ଭଦ୍ରକ ନେହେରୁ ଷ୍ଟାଡିଅମରେ ବୁଧବାର ଜିଲାସ୍ତରୀୟ ଉତ୍କଳ ଦିବସ ପାଳିତ ହୋଇଯାଇଛି l ସକାଳ ୮ଟାରେ ବିଭିନ୍ନ ସ୍କୁଲରୁ ଆସିଥିବା ୫ ହଜାରରୁ…

ସିଆରିନ ଇଲେଭେନକୁ ହରାଇ ଚମ୍ପିୟନ ହେଲେ ମହାଲକ୍ଷ୍ମୀ ଇଲେଭେନ

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ମାଳି ଜଗନ୍ନାଥପୁର ଖେଳ ପଡିଆରେ ବାବାଲୀ ଲୋକନାଥ କ୍ରିକେଟ କ୍ଳବ ପକ୍ଷରୁ ଦୁଇଦିନିଆ କ୍ରିକେଟ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଛି।…

ପୁଣି ଭାଙ୍ଗିଗଲା ଇଟାଲୀର ଫିଫା ବିଶ୍ୱକପ ସ୍ବପ୍ନ: ଲଗାତାର ତୃତୀୟ ଥର ପାଇଁ ଯୋଗ୍ୟତା ଅର୍ଜନ କରିପାରିଲା ନାହିଁ

ରୋମ,୧।୪: ଚାରିଥର ଫିଫା ବିଶ୍ୱକପ ଚାମ୍ପିଅନ ଇଟାଲୀ ଆଉ ଏକ ବଡ଼ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଦଳ ଲଗାତାର ତୃତୀୟ ଥର ପାଇଁ ଫିଫା ବିଶ୍ୱକପ ପାଇଁ…

କ୍ୱାର୍ଟରରେ ଶୋଇଥିଲେ ମହିଳା ANM, ଲାଗିଗଲା ନିଆଁ: ସନ୍ଦେହଜନକ ଭାବେ…

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ବନ୍ଧପଡା ଫାଣ୍ଡି ଅନ୍ତର୍ଗତ ରାମଚନ୍ଦ୍ରପୁର ଉପସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ମହିଳା ଏଏନଏମ ଦମୟନ୍ତୀ ବାରିକ (୫୬)ଙ୍କ ମଙ୍ଗଳବାର ରାତିରେ…

ଉତ୍କଳ ଦିବସରେ ଓଡିଆରେ ବଡ଼ କଥା କହିଦେଲେ ପ୍ରଧାନମନ୍ତ୍ରୀ ମୋଦି: ଆଗାମୀ ଦିନରେ…

ନୂଆଦିଲ୍ଲୀ,୧।୪: ଆଜି ଉତ୍କଳ ଦିବସ। ଚାରିଆଡ଼େ ଉତ୍ସାହର ମାହୋଲ। ରାଜ୍ୟର ବିଭିନ୍ନ ସ୍ଥାନରେ କାର୍ଯ୍ୟକ୍ରମମାନ ଆୟୋଜନ କରାଯାଉଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଜ୍ୟବାସୀଙ୍କୁ ଶୁଭେଚ୍ଛା…

ଅନ୍ତର୍ଜାତୀୟ ସ୍ତରର ଅପମାନ ପାଇଲା ପାକିସ୍ତାନ, ଭିଡିଓ ହେଉଛି ଭାଇରାଲ

ଇସଲାମାବାଦ,୧।୪: PSL 2026 ରେ, ପାକିସ୍ତାନ ପାଇଁ ଅନ୍ତର୍ଜାତୀୟ ଲଜ୍ଜାର କାରଣ ପାଲଟିଥିବା ଘଟଣାଗୁଡ଼ିକର ଏକ ଶୃଙ୍ଖଳା ସାମ୍ନାକୁ ଆସିଛି। ଟୁର୍ଣ୍ଣାମେଣ୍ଟର ପ୍ରଥମ ମ୍ୟାଚରେ, ଜର୍ସିରୁ ରଙ୍ଗ…

ଯୁଦ୍ଧ ମଧ୍ୟରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲା ଇସ୍ରାଏଲ, ନେତାନ୍ୟାହୁ କରିବେ ଏମିତି କାମ, ଇରାନ କାବା

ନୂଆଦିଲ୍ଲୀ,୧।୪: ଇରାନ ବିରୁଦ୍ଧରେ ଚାଲିଥିବା ଯୁଦ୍ଧ ମଧ୍ୟରେ ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଏକ ନୂତନ ଏବଂ ପ୍ରମୁଖ ରଣନୈତିକ ପଦକ୍ଷେପର ସଙ୍କେତ ଦେଇଛନ୍ତି। ନେତାନ୍ୟାହୁ କହିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri