ଏକୁଟିଆ ରହୁଥିବା ଲୋକଙ୍କଠାରେ ଦେଖାଯାଏ ଏହିସବୁ ଭଲଗୁଣ

ବଦଳୁଥିବା ଜୀବନଶୈଳୀ ଲାଗି ଲୋକଙ୍କ ମଧ୍ୟରେ ପରିବର୍ତ୍ତନ ଦେଖାଯିବା ସ୍ବାଭାବିକ। ତେବେ ଏହି ପରିବର୍ତ୍ତନ ପାଇଁ ଜଣେ ଅନ୍ୟଜଣଙ୍କଠାରୁ ଭିନ୍ନ ହୋଇଥାନ୍ତି। କାହାକୁ ପରିବାର ସହିତ ମିଶିି ରହିବାକୁ ପସନ୍ଦ ଥିବା ବେଳେ କାହାକୁ ଏକୁଟିଆ ରହିବା ପସନ୍ଦ ହୋଇଥାଏ। ଏକୁଟିଆ ରହୁଥିବା ଲୋକଙ୍କ ପାଖରେ ଅନେକ କିଛି ଭଲଗୁଣ ଦେଖିବାକୁ ମିଳିଥାଏ। ଜାଣନ୍ତୁ ସେ ସମ୍ପର୍କରେ…

ଯେଉଁ ଲୋକ ଏକୁଟିଆ ରହିଥାନ୍ତି ସେମାନେ ନିଜକୁ ନିଜର ସବୁକିଛି ମନେ କରିଥାନ୍ତି। ତେଣୁ ସେମାନଙ୍କୁ କାହାର ଆବଶ୍ୟକତା ଦରକାର ପଡି ନ ଥାଏ।

ଏକୁଟିଆ ଲୋକ କାହା ଉପରେ ନିର୍ଭର କରି ନ ଥାନ୍ତି ବା ତାଙ୍କୁ ନିର୍ଭର କରିବା ପସନ୍ଦ ହୋଇ ନ ଥାଏ।

ଏମାନେ ସାଧୁତାର ସହ ସବୁ କାର୍ଯ୍ୟ ସମ୍ପନ୍ନ କରିବା ସହ ଭଲଭାବେ ଦାୟିତ୍ୱ ତୁଲାଇଥାନ୍ତି।

ତେବେ ଯେଉଁମାନେ ଏକୁଟିଆ ରହିବାକୁ ପସନ୍ଦ କରିଥାନ୍ତି ସେମାନେ ଖୋଲା ବିଚାରଧାରାକୁ ପସନ୍ଦ କରିଥାନ୍ତି। କୌଣସି ସମୟରେ ସେମାନେ ତାଙ୍କ ନୈତିକ ମୂଲ୍ୟବୋଧକୁ ହରାଇବାକୁ ଦେଇ ନ ଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏମଆରଏଫ୍‌ ୟୁନିଟ୍‌ରେ ପଶିଲା ୫ ଫୁଟର ଅଜଗର, ପରେ….

କୁଆଁରମୁଣ୍ଡା, ୮।୯ (ମହେନ୍ଦ୍ର କୁମାର ସାହୁ): ମଙ୍ଗଳବାର ମଧ୍ୟାହ୍ନରେ କୁଆଁରମୁଣ୍ଡା ବ୍ଲକ ଏମଆରଏଫ୍‌ ୟୁନିଟ୍‌ ଭିତରକୁ ଏକ ଅଜଗର ସାପ ପଶିଯାଇଥିଲା। ସାପଟିକୁ ଦେଖି କର୍ମଚାରୀମାନେ ଭୟଭୀତ…

Ration Card Big Update: ଅକ୍ଟୋବର ୧ରୁ ଏମାନଙ୍କର କଟିଯିବ ରାସନ କାର୍ଡ! ସେପ୍ଟେମ୍ୱର ୨୧ ସୁଦ୍ଧା ସାରନ୍ତୁ ଏହି କାମ

ନୂଆଦିଲ୍ଲୀ,୮।୯: ଯଦି ଆପଣଙ୍କ ପାଖରେ ମଧ୍ୟ ରାସନ କାର୍ଡ ଅଛି ଏବଂ ଆପଣ ଅନେକ ମାସ ଧରି ସାଧାରଣ ବଣ୍ଟନ ବ୍ୟବସ୍ଥା (PDS) ଦୋକାନରୁ ରାସନ ସାମଗ୍ରୀ…

ଯୁବ IAS କସ୍ତୁରୀ ଶାହାଙ୍କୁ ଭବାନୀପାଟଣା ଉପଜିଲାପାଳ ଦାୟିତ୍ୱ, ଛୁଟିଲା ଶୁଭେଚ୍ଛା…

ଭବାନୀପାଟଣା,୮।୯(ଉତ୍ତମ କୁମାର ଦାଶ): ଟ୍ରେନିଂ ଶେଷ ପରେ ୯ ଯୁବ IASଙ୍କୁ ଉପଜିଲାପାଳ ଭାବେ ନିଯୁକ୍ତି ମିଳିଛି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି।…

ଆଜିଠୁ ଆରମ୍ଭ ହେଲା ଖରାପ ସମୟ: ମେଷ ସମେତ ଏହି ରାଶି ରୁହନ୍ତୁ ସତର୍କ, କେତୁ -ଚନ୍ଦ୍ରଙ୍କ ସଂଯୋଗ କରିଦେବ ବର୍ବାଦ!

ଜ୍ୟୋତିଷ ଶାସ୍ତ୍ର ଅନୁସାରେ କେତୁ ଓ ଚନ୍ଦ୍ରମାଙ୍କ ଯୁତିକୁ ଶୁଭ ବୋଲି ବିବେଚନା କରାଯାଏ ନାହିଁ। ମାନ୍ୟତା ରହିଛି ଯେ, ଏହି ଦୁଇ ଗ୍ରହଙ୍କ ଯୁତି ଜାତକଙ୍କ…

ପାକିସ୍ତାନର ଇଣ୍ଡିଆ ପ୍ରେମ! ବିରାଟ କୋହଲିଙ୍କ ବ୍ରାଣ୍ଡର ଜୋତା ପିନ୍ଧି ଖେଳୁଛନ୍ତି ପାକିସ୍ତାନୀ କ୍ରିକେଟର; ଫଟୋ ଭାଇରାଲ

ନୂଆଦିଲ୍ଲୀ,୮।୯: ପାକିସ୍ତାନ ଦଳର କେତେଜଣ ଖେଳାଳି ବିରାଟ କୋହଲିଙ୍କ ବ୍ରାଣ୍ଡ, One8 ର ଜୋତା ପିନ୍ଧି ମହିଳା ଏସିଆ କପରେ ଖେଳୁଛନ୍ତି; ଏହାର ଫଟୋ ଏବେ ଭାଇରାଲ…

‘କାଜି କ୍ୟାମ୍ପ ଉପରେ କ୍ଷେପଣାସ୍ତ୍ର ପକାଅ’: ଭୋପାଳ ଭାଜପା ବିଧାୟକଙ୍କ ବୟାନକୁ ନେଇ ରାଜନୈତିକ ମହଲରେ ହଇଚଇ

ଭୋପାଳ,୮।୯: ମଧ୍ୟପ୍ରଦେଶର ରାଜଧାନୀ ଭୋପାଳରେ ଭାରତୀୟ ଜନତା ପାର୍ଟି (ଭାଜପା) ବିଧାୟକ ରାମେଶ୍ୱର ଶର୍ମାଙ୍କ ଏକ ବୟାନ ରାଜନୈତିକ ବିବାଦ ସୃଷ୍ଟି କରିଛି। ହୁଜୁର ବିଧାନସଭା ନିର୍ବାଚନମଣ୍ଡଳୀର…

ପୁଣି ବଢ଼ିଗଲା BCCIର ରାଜକୋଷ; ୩୫ ମ୍ୟାଚ ଚୁକ୍ତିରୁ ମିଳିଲା ଏତିକି କୋଟି

ନୂଆଦିଲ୍ଲୀ,୮।୯: ବିଶ୍ୱର ସବୁଠାରୁ ଧନୀ କ୍ରିକେଟ ବୋର୍ଡ BCCI ଏକ ନୂତନ ଚୁକ୍ତି କରିଛି। ଟିମ ଇଣ୍ଡିଆ ଘରୋଇ ମାଟିରେ ଖେଳିବା ପାଇଁ ବୋର୍ଡ ଏବେ 3.71…

ରାଜଧାନୀରେ ମହିଳାଙ୍କୁ ବଳାତ୍କାର

ଭୁବନେଶ୍ୱର,୮।୯: ରାଜଧାନୀ ଭୁବନେଶ୍ୱର ଭରତପୁର ଥାନା ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଘରେ ପଶି ଜଣେ ମହିଳାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri