ଏକ୍ସ ବୟଫ୍ରେଣ୍ଡଙ୍କ ସହ ଫଟୋ ଶେୟାର କଲେ ଦୀପିକା

ମୁମ୍ବାଇ: ବଲିଉଡ୍‌ର ପଦ୍ମାବତ ଫେମ୍‌ ଦୀପିକା ପାଦୁକୋନ ଆଜିକାଲି ସୋସିଆଲ ମିଡିଆରେ ଖୁବ୍‌ ଆକ୍ଟିଭ ରହୁଛନ୍ତି। ଅବଶ୍ୟ ପୂର୍ବରୁ ସେ ଯେତିକି ଆକ୍ଟିଭ ଥିଲେ ଲକ୍‌ଡାଉନ ପରଠାରୁ ସେ ଆହୁରି ଆକ୍ଟିଭ ହୋଇଯାଇଛନ୍ତି। ନିକଟରେ ସେ ଏମିତି ଦୁଇଟି ଫଟୋ ସୋସିଆଲ ମିଡିଆରେ ଶେୟାର କରିଛନ୍ତି ଯାହା ଆସିଛି ଚର୍ଚ୍ଚାକୁ। ଦିର୍ଘ ୭ ବର୍ଷ ତଳର ପୁରୁଣା କଥାକୁ ପୁଣି ମନେପକାଇଛନ୍ତି ଦୀପିକା। ତାଙ୍କର ଏକ୍ସ ବୟଫ୍ରେଣ୍ଡ କୁହାଯାଉଥିବା ରଣବୀର କପୁରଙ୍କ ସହ ରୋମାଣ୍ଟିକ ମୁଡରେ ଥିବା ଦୁଇଟି ଫଟୋ ଦୀପିକା ଶେୟାର କରିଛନ୍ତି। ଏହି ଫଟୋ ବଲିଉଡ୍‌ ଫିଲ୍ମ ‘ୟେ ଜବାନି ହୈ ଦିଓ୍ବାନି’ ସମୟର ବୋଲି ଜଣାପଡିଛି।

ତେବେ ଫିଲ୍ମକୁ ୭ ବର୍ଷ ପୂରଣ ହୋଇଥିବା ଅବସରରେ ଅଭିନେତ୍ରୀ ଦୀପିକା ଏହି ଫଟୋକୁ ଶେୟାର କରିଛନ୍ତି। ସବୁଠାରୁ ମଜାଦାର କଥା ହେଉଛି ଏହାକୁ ଦେଖିବା ପରେ ଦୀପିକାଙ୍କ ପତି ରଣବୀର ସିଂ ଏକ କମେଣ୍ଟ ଦେଇଛନ୍ତି। ସେ ଲେଖିଛନ୍ତି ‘କ୍ୟୁଟ’। ତେବେ ୨୦୧୩ ମେ ୩୧ରେ ରିଲିଜ୍‌ ହୋଇଥିବା ଫିଲ୍ମ ‘ୟେ ଜବାନି ହୈ ଦିଓ୍ବାନି’ ବକ୍ସ ଅଫିସରେ ହିଟ୍‌ ହୋଇଥିଲା। ବିଶେଷଭାବେ ୟଙ୍ଗ ଅଡିୟନ୍ସ ଏହାକୁ ବେଶ୍‌ ପସନ୍ଦ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

OAS ପରୀକ୍ଷାରେ ବରଗଡ଼ ପୁଅଙ୍କ ବାଜିମାତ୍: ଅଧ୍ୟାପକଙ୍କ ପୁଅ ରାଜ୍ୟରେ ୩ୟ, ମନ୍ଦିର ସେବକଙ୍କ ପୁଅ…

ବରଗଡ଼,୨୬।୫(ପ୍ରେମାନନ୍ଦ ଖମାରୀ)- ଓଡ଼ିଶା ଲୋକସେବା ଆୟୋଗ(ଓପିଏସି) ପରିଚାଳିତ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌)ରେ ବରଗଡ଼ ଜିଲାର ୨ ଜଣ ସଫଳତା ଅର୍ଜନ କରିଛନ୍ତି। ବରଗଡ଼ କଲେଜ ରୋଡ୍‌ ବାସିନ୍ଦା…

ସାବଧାନ! ଜୁନ୍ ୩୦ e-KYC ର ଶେଷ ତାରିଖ, ନିୟମ ନମାନିଲେ ଆସିବନି ଗ୍ୟାସ୍‌ ସିଲିଣ୍ଡର…

ନୂଆଦିଲ୍ଲୀ,୨୬।୫: ଯଦି ଆପଣ ଗ୍ୟାସ ସିଲିଣ୍ଡର ବ୍ୟବହାର କରୁଛନ୍ତି, ତେବେ ଏହି ଖବରଟି ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ, ଗ୍ୟାସ ସିଲିଣ୍ଡର ଯୋଗାଣରେ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ ବଡ଼ ଖବର: ତତ୍କାଳ ଟିକେଟ୍ ପାଇଁ ଆସିଲା ନୂଆ ‘ଟୋକନ ନିୟମ’

ନୂଆଦିଲ୍ଲୀ,୨୬।୫: ରେଳଯାତ୍ରୀମାନଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ତତ୍କାଳ ଟିକେଟ୍ କାଉଣ୍ଟରରେ ହେଉଥିବା ପ୍ରବଳ ଭିଡ଼ ଅନିୟମିତତାକୁ ରୋକିବା ପାଇଁ ଭାରତୀୟ ରେଳବାଇ ଏକ ବଡ଼ ପଦକ୍ଷେପ…

ଇଞ୍ଜିନିୟରରୁ OAS ଅଫିସର: ୯୮ ର଼୍ୟାଙ୍କ ରଖି ଗଞ୍ଜାମର ଗୌରବ ବଢ଼ାଇଲେ ଖଗେଶ୍ୱର, ଛୁଟୁଛି ଶୁଭେଚ୍ଛାର ସୁଅ

ଗଞ୍ଜାମ, ୨୬।୫ (ବିଦ୍ୟାଧର ସାହୁ): ଓଡ଼ିଶା ପ୍ରଶାସନିକ ସେବା (OAS) ପରୀକ୍ଷାରେ ପୁଣି ଚମକିଛନ୍ତି ଗଞ୍ଜାମ ଜିଲାର ପୁଅ। ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପ୍ରକାଶିତ…

ଡିଏସ୍‌ପିରୁ OAS ଟପ୍ପର, ବୁବୁନ୍‌ଙ୍କ ସଫଳତାକୁ ନେଇ ଆନନ୍ଦପୁରରେ ଖୁସିର ଲହରୀ, ଯୁବପିଢ଼ୀଙ୍କ ପାଇଁ ସାଜିଲେ ପ୍ରେରଣା

ବଞ୍ଚୋ/ଆନନ୍ଦପୁର , ୨୬।୫(ପ୍ରଦୋଷ କୁମାର ବିଶ୍ୱାଳ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ପାଇଁ ଆସିଛି ଏକ ବଡ଼ ଗୌରବର ଖବର। ଓଡ଼ିଶା ଲୋକସେବା ଆୟୋଗ…

ସାହାଯ୍ୟ ମାଗିବା ବାହାନାରେ ଶିକ୍ଷକଙ୍କଠାରୁ ବାଇକ୍‌ ନେଇ ଚମ୍ପଟ ମାରିଲେ ଦୁର୍ବୃତ୍ତ, ଢ଼ାବା ଆଗରେ…

ଗଞ୍ଜାମ, ୨୬।୫ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ଅଞ୍ଚଳରେ ଏକ ଚମକାଇ ଦେଲା ଭଳି ବାଇକ ଚୋରି ଘଟଣା ସାମ୍ନାକୁ ଆସିଛି। ଜଣେ ଦୁର୍ବୃତ୍ତ ସାହାଯ୍ୟ…

ମାଳିକାରେ ବଡ଼ ଚେତାବନୀ! ଆସୁଛି ଭୟଙ୍କର ପ୍ରଳୟ, ଓଡ଼ିଶାରେ…

୬୦୦ ବର୍ଷ ପୂର୍ୱେ ରଚିତ ଭବିଷ୍ୟବାଣୀ ଗ୍ରନ୍ଥ ‘ମାଳିକା’କୁ ନେଇ ଏବେ ସାରା ଦେଶରେ ଚର୍ଚ୍ଚା ଜୋର୍‌ ଧରିଛି। ବିଶ୍ୱରେ ଚାଲିଥିବା ଯୁଦ୍ଧ ପରିସ୍ଥିତି, ପ୍ରାକୃତିକ ବିପର୍ଯ୍ୟୟ…

ପୁରୁଷୋତ୍ତମପୁରରେ ଭାଜପା ଦୁଇ ଫାଳ: MPଙ୍କ ନାଁ ନ ଥିବାରୁ ଫଳକ ଭାଙ୍ଗିଲେ ସମର୍ଥକ, ଫ୍ଲେକ୍ସି ଲଗାଇ ଶିଳାନ୍ୟାସ କଲେ…

ପୁରୁଷୋତ୍ତମପୁର, ୨୬।୫ (ସବିତା ମିଶ୍ର):  ରାଜ୍ୟରେ ପ୍ରଥମ ଥର ପାଇଁ ଭାଜପା ସରକାର ଗଠନ ହେବାର ଦୁଇ ବର୍ଷ ମଧ୍ୟରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri