Posted inଜାତୀୟ

ଏକ୍‌ଜିଟ୍‌ ପୋଲ ବାସ୍ତବିକ ପରିଣାମ ନୁହେଁ: ଉପରାଷ୍ଟ୍ରପତି

ନୂଆଦିଲ୍ଲୀ,୨୦।୫: ରବିବାର ପ୍ରକାଶ ପାଇଥିବା ଏକ୍‌ଜିଟ୍‌ ପୋଲ ବାସ୍ତବିକ ପରିଣାମ ନୁହେଁ ବୋଲି ଉପରାଷ୍ଟ୍ରପତି ଭେଙ୍କିଆ ନାଇଡ଼ୁ। ‘ଆମକୁ ବୁଝିବା ଦରକାର ଯେ, ଏକ୍‌ଜିଟ୍‌ ପୋଲ ବାସ୍ତବିକ ପରିଣାମ ନୁହେଁ’। ୧୯୯୯ରୁ ଆସିଥିବା ଏକ୍‌ଜିଟ୍‌ ପୋଲ ଅଧିକତର ଭୁଲ ହୋଇଛି ବୋଲି ଉପରାଷ୍ଟ୍ରପତି କହିଛନ୍ତି। ସବୁ ରାଜନୈତିକ ଦଳଙ୍କୁ ସେ ଆଶ୍ୱସ୍ତ କରିବା ସହ ମତ ଗଣନା ବା ମେ ୨୩ ତାରିଖକୁ ଅପେକ୍ଷା କରିବାକୁ ସେ ପରାମର୍ଶ ଦେଇଛନ୍ତି। ସବୁବେଳେ ଦେଶ ଓ ରାଜ୍ୟକୁ ଏକ କୁଶଳ ନେତା ଓ ସ୍ଥିର ସରକାରର ଆବଶ୍ୟକତା ହୋଇଥାଏ। ସେ ଯିଏ ବି ହେଉ ନା କାହିଁକି। ସମାଜର ପରିବର୍ତ୍ତନ ରାଜନୈତିକ ଦଳର ପରିବର୍ତ୍ତନରେ ହିଁ ହୋଇଥାଏ ବୋଲି ଉପରାଷ୍ଟ୍ରପତି ଭେଙ୍କିଆ ନାଇଡ଼ୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାଙ୍କ ସହ ଯୌନସମ୍ପର୍କ ରଖି ଫଟୋ ଭାଇରାଲ କରିଦେଲେ ଯୁବକ: ସ୍ବାମୀ ଜାଣିବା ପରେ…

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି):ମହିଳାଙ୍କ ବିନା ସହମତିରେ ତାଙ୍କ ସହ ଯୌନସମ୍ପର୍କ ସ୍ଥାପନ କରିବା ସହ ଅଶ୍ଳୀଳ ଭିଡିଓ ସୋସିିଆଲ ମିଡିଆରେ ଭାଇରାଲ କରିବା ଅଭିଯୋଗରେ ବଳିଆପଣ୍ଡା...

୬ଦିନ ଯାଏ ସବୁ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି):ଇଂଲିଶ ନବବର୍ଷର ପ୍ରଥମ ଦିନରେ ଶ୍ରୀକ୍ଷେତ୍ରରେ ମହାପ୍ରଭୁଙ୍କ ଦର୍ଶନ କରି ବର୍ଷ ଆରମ୍ଭ କରିବା ନିମନ୍ତେ ଶ୍ରଦ୍ଧାଳୁ ଆଶା କରିଥାନ୍ତି। ତେଣୁ ଏହିଦିନ...

ଭୟରେ ଥରହର ଅର୍ପିତା ଚୌଧୁରୀ: କଲେ ଏମିତି କାମ

କଟକ,୩୧।୧୨(କାର୍ତ୍ତିକ ସାହୁ):ଓଡ଼ିଆ ସଙ୍ଗୀତ ଜଗତର ପ୍ରତିଷ୍ଠିତ ଗାୟକ ହ୍ୟୁମାନ ସାଗର ମୃତ୍ୟୁ ମାମଲାରେ ଓଲିଉଡ ଗାୟିକା ଅର୍ପିତା ଚୌଧୁରୀ ମଙ୍ଗଳବାର ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ...

ନୂଆବର୍ଷରେ ପ୍ରବଳ ଶୀତ: ୧୨ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୩୧ା୧୨ (ବନ୍ଦନା ସେଠୀ):ରାଜ୍ୟରେ ଏବେ ପ୍ରବଳ ଥଣ୍ଡା ଅନୁଭୂତ ହେଉଛି। ଘନ କୁହୁଡ଼ି ସହିତ ଶୀତ ଲହରି ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଉଛି। ଏଥିସହିତ...

ଭିକ୍ଟୋରିଆ ଯୁଗର ଜୋତା ମିଳିଲା

ଲଣ୍ଡନ: ସମ୍ପ୍ରତି ୱେଲ୍ସ କାଉଣ୍ଟିର ଏକ ଅଜବ ଏବଂ ରହସ୍ୟମୟ ଘଟଣା ସ୍ଥାନୀୟ ଲୋକଙ୍କୁ ବିସ୍ମିତ କରିଦେଇଛି। ଦକ୍ଷିଣ ୱେଲ୍ସର ଗ୍ଲାମୋର୍ଗାନ ଉପତ୍ୟକାର ଓଗମୋର୍‌-ବାଇ-ସି ବିଚ୍‌ରେ...

ଜାଲ୍‌ ଲାଇସେନ୍ସରେ ବନ୍ଧୁକ ବେପାର, ୩ ଗିରଫ

ରାଉରକେଲା,୩୧।୧୨(ସଙ୍ଗୀତା ଜେନା): ରାଉରକେଲା ଜିଲା ପୋଲିସ ସୋମବାର ରାଉରକେଲାର ବିଭିନ୍ନ ସ୍ଥାନରେ ଚଢ଼ାଉ କରି ଆନ୍ତଃ ରାଜ୍ୟ ଅସ୍ତ୍ରଶସ୍ତ୍ର ଚୋରାଚାଲାଣ ଗ୍ୟାଙ୍ଗ୍‌ର ପର୍ଦ୍ଦାଫାଶ କରିଛି। ଜାଲ୍‌...

ବାଂଲାଦେଶରେ ଆଉ ଜଣେ ହିନ୍ଦୁଙ୍କୁ ହତ୍ୟା

ନୂଆଦିଲ୍ଲୀ,୩୧ା୧୨: ବାଂଲାଦେଶର ମିମେନସିଂ ଜିଲା ଅନ୍ତର୍ଗତ ଏକ ପୋଷାକ କାରଖାନା ଭିତରେ ସହକର୍ମୀଙ୍କ ଗୁଳିମାଡ଼ରେ ଜଣେ ହିନ୍ଦୁ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ଉକ୍ତ ବ୍ୟକ୍ତି ଜଣକ...

ଚାଇନାକୁ ଜୋରଦାର ଝଟ୍‌କା ଦେଲା ଭାରତ: ୩ ବର୍ଷ ଯାଏ…

ନୂଆଦିଲ୍ଲୀ,୩୧।୧୨: ଭାରତ ସରକାର ଚାଇନାରୁ ବର୍ଦ୍ଧିତ ଶସ୍ତା ଇସ୍ପାତ ଆମଦାନୀକୁ ରୋକିବା ପାଇଁ ତିନି ବର୍ଷ ପାଇଁ କିଛି ଇସ୍ପାତ ଉତ୍ପାଦ ଉପରେ ୧୧-୧୨ ପ୍ରତିଶତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri