ଏକ୍‌ କରି ବଁ।ଧି ରଖିଛେ ନୂଅଁ।ଖାଇ: ସଜବାଜରେ ମାତିଛନ୍‌ କଠାରପାଲି ଗଁ।ବାସୀ

 

ସୋହେଲା,୩୧।୮(ଡି.ଏନ.ଏ):
ଆଉର ଦିନ୍‌ କେତେଟା ଉତାରୁ ପଶ୍ଚିମ ଓଡ଼ିଶାର ସିଘା ପରବ୍‌ ନୂଅଁାଖାଇ ପାଲନ ହେବା। ଇଥିରଲାଗି ଗଁ। ଗଁଲିରୁ ସହର ତକ୍‌ ସବୁଠାନେ ଲୋକ୍‌ ସଜ୍‌ବାଜରେ ଲାଗି ପଡ଼ିଛନ୍‌। ଘରଦୁଆର ଲିପାପୁଛା, ଘସାମଜା କରି ଚକାଚକ୍‌ କରି ସାଏଲେନ। ନୂଅଁାଖାଇର ଲାଗି ନୂଅଁା କପଡ଼ାଲତା, ନୂତନ୍‌ ହଁାଡ଼ି ପାତଲି ସବୁ ଘିନାବିକା କରୁଛନ୍‌। ସେନ୍‌ତା ଗଁ। ମାନକେ ପିଲାମାନେ ରାସ୍‌ତାଘାଟ ସଫାସୁତର କରବାରେ ଲାଗିପଡ଼ିଛନ୍‌। ଆଏଜ୍‌କାଲି ଗଁାଗଁଲିମାନକେ ଭିନେ ଭିନେ କାରନ୍‌ରୁ ଲୁକ୍‌କର ଭିତ୍‌ରେ ଭଲ୍‌ ଭାବ୍‌ ନାଇଁ ରହେବାର। ହେଲେ ଇ ନୂଅଁାଖାଇ ଦିନ ସଭେ ଅଘର ମାଡ଼ଗାଲି, ଭେଦଭାବ ପାସରି ସଭେ ସମ୍‌କୁ ଜୁହାର ଭେଟ ହେସନ୍‌। ଆଏଜ୍‌ ବି ଅନେକ ଏନ୍‌ତା ଗଁା ଅଛେ ଯେନ୍‌ଠାନେ ଗଁା ଜାକ ଲୋକ୍‌ ଏକ୍‌ଠାନିଅଁା ବସି ନୂଅଁା ଖାଏବାର ସଂଗେ ଏକତାର ପରିଚଏ ଦେଉଛନ୍‌।
ବରଗଡ ଜିଲା ସୋହେଲା ବ୍ଲକ ଡୁମେରପାଲି ପଁଚେତ୍‌ ଅଧୀନ କଠାରପାଲି ଗଁା ବ୍ଲକ ସଦରନୁ ୬ କି.ମି. ଦୂରେ ରହିଛେ। ଗଁାରେ କୁଲତା, ଗଉଡ଼, କୁମ୍ଭାର, ଅନୁସୂଚିତ ଜାତି ମିଶି ପାଖାପାଖି ୫ଶହ ଲୋକ୍‌ ରହିଛନ୍‌। ଗଁାଟା ଛୁଟିଆ ହେଇଥିଲାବେଲେ ସଭେ ସମକୁ ମିଶିଗୁଲି ଚଲୁଛନ୍‌। ଏନ୍‌ତା କି ସମସିଆର ସମାଧାନ ଲାଗି ସଭେ ସମ୍‌କୁ ସହଯୋଗ କରୁଛନ୍‌। ଇ ମହତ୍‌ ଚିନ୍‌ତାଧାରା ଲାଗି କଠାରପାଲି ଗଁାବାସୀ ଆଏଜ୍‌କେ ୧୧ ବଛର ହେଲା(୨୦୦୯)ରୁ ସଭେ ମିଶି ଏକଠାନିଅଁା ନୂଅଁା ଖାଉଛନ୍‌। ଇଥିରଲାଗି ଗୁଟେ କମିଟି ଗଠନ କରାଯାଇଛେ। ଚଲତି ବଛର ନୂଅଁାଖାଇର ଲାଗି ଗଁାବାସୀ ସଭା କରି କେନ୍‌ଥେଇ ନୂଅଁାଖାଇ ପାଲନ କରାଯିବା ଆଲୋଚନା କରବାର ସଂଗେ ଭିନେ ଭିନେ ଲୁକ୍‌କୁ ଦାଇତିଅ ଦେଇଛନ୍‌।


Enter your email to get our daily news in your inbox.

All Right Reserved By Dharitri.Com

ଛାଡ଼ିଲା ବନ୍ୟା, ବଢ଼ିଲା ଚାଷୀଙ୍କ ଦୁର୍ଦ୍ଦଶା

ଭବାନୀପାଟଣା,୨୯ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗତ ସପ୍ତାହରେ ହାତୀ ଓ ତେଲ ନଦୀରେ ବନ୍ୟା ଆସିବାରୁ ନଦୀ କୂଳରେ ଥିବା ଶତାଧିକ ଏକର ଧାନଚାଷ ନଷ୍ଟ…

ଗଞ୍ଜାମ ଭାଜପାର ନୂଆ କର୍ମକର୍ତ୍ତା ଘୋଷଣା: ସରୋଜ ଦାସ ଜିଲା ଉପସଭାପତି, ଦୀପକ ବେହେରା…

ଛତ୍ରପୁର,୨୯।୯(ବିଦ୍ୟାଧର ସାହୁ): ଭାରତୀୟ ଜନତା ପାର୍ଟି (ଭାଜପା) ଗଞ୍ଜାମ ଜିଲା ସଭାପତି ସରୋଜ ସାବତ ଏବଂ ଅନୁସୂଚିତ ଜାତି ମୋର୍ଚ୍ଚା ରାଜ୍ୟ ସଭାପତି ବାଇଧର ମଲ୍ଲିକଙ୍କ ଅନୁମୋଦନ…

ବାରହା ଆକ୍ରମଣରେ ଗାଈ ଜଗାଳି ଗୁରୁତର: ପୋଷା ବାରହାକୁ ନେଇ ବନ ବିଭାଗର ଭୂମିକା ଉପରେ ପ୍ରଶ୍ନବାଚୀ

ଖଜୁରୀପଡ଼ା,୨୯।୯(ବିଦୁର ବେହେରା): ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ କୁମ୍ଭେଇଗୁଡ଼ା ଗ୍ରାମର ଗୋପାଳ ବେହେରା (୫୦) ଗୁରୁବାର ନେଡ୍ରିଖୋଲ ଗ୍ରାମର ଝରନିଖୋଲ ନିକଟରେ ଗାଈ ଚରାଉଥିବା ସମୟରେ ଏକ ପୋଷା…

ଜୁନାଗଡ଼ ବ୍ଲକ୍ PEO ସଂଘର ସାଧାରଣ ପରିଷଦ ବୈଠକ: ପୁନର୍ବାର ସଭାପତି ଭାବେ ଆକାଶ ସାହୁ ମନୋନୀତ

ଜୁନାଗଡ଼,୨୯।୯ (ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ୍ ସମ୍ମିଳନୀ କକ୍ଷରେ ମଙ୍ଗଳବାର ଅପରାହ୍ନରେ ସ୍ଥାନୀୟ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ (PEO) ସଂଘର ସାଧାରଣ ପରିଷଦ…

ବଦଳିବ ଗ୍ରହଙ୍କ ଚାଲ୍: ବୁଧ-ମଙ୍ଗଳଙ୍କ ଯୋଗରୁ ଖୋଲିଯିବ ୪ଟି ରାଶିର ଭାଗ୍ୟ, ହେବେ ମାଲାମାଲ୍!

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ସ୍ଥିତି ଏବଂ ସେମାନଙ୍କ ମଧ୍ୟରେ ସୃଷ୍ଟି ହେଉଥିବା ସମ୍ପର୍କକୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ମନେକରାଯାଏ। ଦୁଇଟି ଗ୍ରହ ପରସ୍ପରଠାରୁ ଏକ ବିଶେଷ କୋଣରେ ଅବସ୍ଥାନ…

ଟ୍ରାଫିକ ଚାଲାଣ ବାକିଥିଲେ କଟିବ ଘର ଲାଇନ୍‌! ସୁପ୍ରିମକୋର୍ଟ କହିଲେ ବଡ଼କଥା

ନୂଆଦିଲ୍ଲୀ,୨୯।୯: ଗାଡ଼ି ଚଳାଉଛନ୍ତି କି? ତେବେ ଆପଣଙ୍କ ପାଇଁ ଆସିଛି ଗୁରୁତ୍ୱପୂର୍ଣ୍ଣ ଖବର। ଟ୍ରାଫିକ୍‌ ନିୟମ ଉଲ୍ଲଂଘନ କରି ଇ-ଚାଲାଣ କଟିବା ପରେ ଦୀର୍ଘଦିନ ଧରି ଜରିମାନା…

PNB ଘୋଟାଲାରେ ବଡ଼ ସଫଳତା! ନୀରବ ମୋଦିଙ୍କ ସହଯୋଗୀ ସନ୍ଦୀପ ମିସ୍ତ୍ରୀଙ୍କୁ UAEରୁ ଅଣାଗଲା ଭାରତ, ଗିରଫ କଲା CBI

ମୁମ୍ବାଇ,୨୯।୯: ନୀରବ ମୋଦିଙ୍କ ସହ ଜଡ଼ିତ ବହୁଚର୍ଚ୍ଚିତ PNB (ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ) ଘୋଟାଲାରେ କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା (CBI)କୁ ମିଳିଛି ବଡ଼ ସଫଳତା। ଏହି ମାମଲାରେ…

ମୁଖ୍ୟମନ୍ତ୍ରୀ ବିଜୟ ‘ମାମା’ଙ୍କ ସୁନା ମୁଦି କିପରି ନବଜାତ ଶିଶୁଙ୍କ ପାଇଁ ହୋଇପାରେ କ୍ଷତିକାରକ: ଅଭିଭାବକମାନେ ମାନନ୍ତୁ…

ଚେନ୍ନାଇ,୨୯।୯: ତାମିଲନାଡୁର ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ସୋମବାର ନିଜର ଏକ ନିର୍ବାଚନୀ ପ୍ରତିଶ୍ରୁତି ପୂରଣ କରିବା ଆରମ୍ଭ କରିଛନ୍ତି। ସେପ୍ଟେମ୍ବର ୨୮ରେ, ସେ ରାଜ୍ୟର ନବଜାତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?