Posted inଜାତୀୟ

ଏକ ଦେଶ ଏକ ନିର୍ବାଚନ ପାଇଁ ସମସ୍ତ ରାଜନୈତିକ ଦଳ ମଧ୍ୟରେ ସହମତି ଆବଶ୍ୟକ: ମୁଖ୍ୟ ନିର୍ବାଚନ କମିଶନର

ନୂଆଦିଲ୍ଲୀ,୧୭।୧୧: ଏକ ଦେଶ ଏକ ନିର୍ବାଚନ ପାଇଁ ସମସ୍ତ ରାଜନୈତିକ ଦଳଙ୍କ ମଧ୍ୟରେ ସହମତି ପ୍ରକାଶ ପାଇବାର ଆବଶ୍ୟକତା ରହିଛି। ଏନେଇ କେନ୍ଦ୍ର ସରକାର ପ୍ରୟାସ ଜାରି ରଖିଛନ୍ତି। ଏହା ଶୀଘ୍ର ହୋଇପାରିବ ନାହିଁ ବୋଲି ମୁଖ୍ୟ ନିର୍ବାଚନ କମିଶନର ସୁନୀଲ ଆରୋରା ସୂଚନା ଦେଇଛନ୍ତି। ନିରମା ବିଶ୍ୱବିଦ୍ୟାଳୟର ଏକ କାର୍ଯ୍ୟକ୍ରମରେ ଯୋଗଦେଇ ସେ ଏଭଳି କହିଛନ୍ତି। ଦେଶରେ ୧୯୬୭ ପର୍ଯ୍ୟନ୍ତ ଲୋକସଭା ଏବଂ ବିଧାନସଭା ନିର୍ବାଚନ ଏକାଠି ହେଉଥିଲା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସରକାର ଏନେଇ ପ୍ରୟାସ ଜାରି ରଖିଛନ୍ତି। ଚଳିତ ବର୍ଷ ଜୁନ୍‌ ୧୯ରେ ଏକ ସର୍ବଦଳୀୟ ବୈଠକ ମଧ୍ୟ ଡକାଯାଇଥିଲା। ତେବେ କେତେକ ରାଜନୈତିକ ଦଳ ଏହାର ବହିଷ୍କାର କରିଥିଲେ। ଆପୋଷ ଆଲୋଚନା ଦ୍ୱାରା ଏହାର ସମାଧାନ ହୋଇପାରିବ ବୋଲି ମୁଖ୍ୟ ନିର୍ବାଚନ କମିଶନର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାସ ଆରମ୍ଭରୁ ଗ୍ରାହକଙ୍କୁ ଆଉ ଏକ ଝଟକା ଦେଲେ ସରକାର, ବଢିଲା LPG ସିଲିଣ୍ଡର ଦାମ୍‌

ନୂଆଦିଲ୍ଲୀ,୧।୬: ଆଜି, ଜୁନ ୧ ତାରିଖରେ, ସାଧାରଣ ଜନତା ପୁଣି ଥରେ ବଢୁଥିବା ମୁଦ୍ରାସ୍ଫୀତିର ଏକ ବଡ଼ ଆଘାତର ସମ୍ମୁଖୀନ ହୋଇଛନ୍ତି। ଗ୍ୟାସ କମ୍ପାନୀଗୁଡ଼ିକ ପୁଣି ଥରେ…

ଭେଟେରାନ କଣ୍ଠଶିଳ୍ପୀ ସୁମନ କଲ୍ୟାଣପୁରଙ୍କ ପରଲୋକ, ଏହି ଓଡ଼ିଆ ଫିଲ୍ମରେ କରିଛନ୍ତି କଣ୍ଠଦାନ

ମୁମ୍ବାଇ,୧ା୬: ଭେଟେରାନ କଣ୍ଠଶିଳ୍ପୀ ସୁମନ କଲ୍ୟାଣପୁରଙ୍କ ରବିବାର ପରଲୋକ ଘଟିଛି। ୮୯ ବର୍ଷ ବୟସରେ ତାଙ୍କର ଦେହାନ୍ତ ଘଟିଛି। ତାଙ୍କ ଦେହାନ୍ତର ଖବର ସଙ୍ଗୀତ ଜଗତରେ ଶୋକର…

IPLରେ ଇତିହାସ ରଚିଲା RCB: ଦ୍ୱିତୀୟ ଥର ପାଇଁ ହାତେଇଲା ଟାଇଟଲ

ଅହମଦାବାଦ, ୩୧।୫- ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଖେଳାଯାଇଥିବା ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୯ତମ ସଂସ୍କରଣର ଫାଇନାଲ ମ୍ୟାଚ୍‌ରେ ଇତିହାସ ରଚିଛି ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆର୍‌ସିବି)।…

ବିସ୍ଫୋରକ ଗଚ୍ଛିତ ଥିବା ଗୋଦାମରେ ଭୟଙ୍କର ବିସ୍ଫୋରଣ, ୫୦ରୁ ଅଧିକ ମୃତ

ମିଆଁମାରର ନମଖାମର ଏକ ଗୋଳାବାରୁଦ ଡିପୋରେ ଭୟଙ୍କର ବିସ୍ଫୋରଣ ହୋଇଛି । ଏଥିରେ ପ୍ରାୟ ୫୦ରୁ ଉର୍ଦ୍ଧ୍ବ ଲୋକଙ୍କ ମୃତ୍ୟୁ ହୋଇଥିବା ନେଇ ଅନୁମାନ କରାଯାଉଛି ।…

ବରଗଡ଼ ଆସୁଛନ୍ତି ଓଏସସିପିସିଆର୍‌ ସଭ୍ୟା, ଛତୁଆ କେନ୍ଦ୍ରରେ ତଦନ୍ତ କରିବ ଶିଶୁ ସୁରକ୍ଷା ଆୟୋଗ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ):  ଓଡ଼ିଶା ରାଜ୍ୟ ଶିଶୁ ସୁରକ୍ଷା ଅଧିକାର ଆୟୋଗ (ଓଏସସିପିସିଆର୍‌) ସଭ୍ୟା କଳ୍ପନା ଲେଙ୍କା ସୋମବାର ବରଗଡ଼ ଗସ୍ତରେ ଆସୁଥିବା ସୂଚନା ମିଳିଛି । ସେ…

ରାଜପଥରେ ଲୁଟ୍‌ପାଟ୍‌: ଡ୍ରାଇଭରଙ୍କଠାରୁ ଲୁଟି ବନ୍ଧାହେଲେ ୩ ଅଭିଯୁକ୍ତ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ): ଲୁହାପାତ୍ର(ଆଇରନ୍‌ ଭେସେଲ୍‌) ବୋଝେଇ କରି ଏକ ଗାଡ଼ି ରାୟପୁରରୁ ଅନୁଗୁଳ ଅଭିମୁଖେ ଯାଉଥିଲା । ଶନିବାର ରାତିରେ ୫୩ନମ୍ବର ଜାତୀୟ ରାଜପଥର ବରଗଡ଼ ଗ୍ରାମାଞ୍ଚଳ…

ମମତା ବାନାର୍ଜୀଙ୍କ ବୈଠକରେ ୮୦ରୁ ୬୦ ବିଧାୟକ ଗାୟବ, ଟିଏମସିରେ ହେବକି…..

କୋଲକାତା,୩୧ା୫: ୨୦୨୬ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ​​ଏକ ବଡ଼ ପରାଜୟ ପରେ, ତୃଣମୂଳ କଂଗ୍ରେସ (ଟିଏମସି) ଏକ ନୂତନ ଚ୍ୟାଲେଞ୍ଜର ସମ୍ମୁଖୀନ ହେଉଥିବା ପରି ମନେ ହେଉଛି…

ହରିଣ ମାରି ମାଂସ କାଟୁଥିବା ବେଳେ ମାଡ଼ି ବସିଲା ବନ ବିଭାଗ, ଧନୁ ତୀର…

ପାଟଣା/କେନ୍ଦୁଝର,୩୧।୫(ବୀର କିଶୋର ଦାଶ/ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ତଣ୍ଡୋବିଟ ଅଟେଇ ସଂରକ୍ଷିତ ବଣମହୁଲଡିହା ନିକଟରୁ ରବିବାର ସକାଳୁ ଏକ ଅଣ୍ଡିରା ହରିଣକୁ ଶିକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri