ଏଟିଏମ୍‌ କାଉଣ୍ଟରରେ ସାମାଜିକ ଦୂରତା

ବନ୍ତ, ୯।୪(ଡି.ଏନ.ଏ.)-କରୋନା ଲକ୍‌ଡାଉନ ପାଇଁ ସରକାରଙ୍କ ପକ୍ଷରୁ ସମସ୍ତ କଟକଣାକୁ କଡାକଡି କରାଯାଇଛି । ସାମଗ୍ରୀ କିଣିବାଠାରୁ ଆରମ୍ଭ କରି ଟଙ୍କା ଉଠାଣ ପର୍ଯ୍ୟନ୍ତ ସବୁଠି ଲୋକେ ସାମାଜିକ ଦୂରତା ପାଳନ କରୁଛନ୍ତି। ଭଦ୍ରକ ଜିଲା ବନ୍ତ ସଦର ମହକୁମାରେ ୬ଟି ଏଟିଏମ୍‌ କାଉଣ୍ଟର ରହିଛି । ଏହା ଉପରେ ଆଖପାଖ ଅଞ୍ଚଳ ସମେତ ଭଦ୍ରକ-ଆନନ୍ଦପୁର ରାଜ୍ୟ ରାଜପଥରେ ଯାତାୟାତ କରୁଥିବା ଲୋକମାନେ ନିର୍ଭର କରି ଚଳନ୍ତି । ନିୟମ କଡାକଡି ହେବା ପରେ ଲୋକମାନେ ସଚେତନତାମୂଳକ ସାମାଜିକ ଦୂରତା ରକ୍ଷା କରି ଟଙ୍କା ଉଠାଉଥିବା ଦେଖାଯାଇଛି । ଗୁରବାର ଥାନା ଛକସ୍ଥିତ ଆକ୍ସିସ୍‌ ବ୍ୟାଙ୍କ ଏଟିଏମ୍‌ କାଉଣ୍ଟରଠାରେ ଲୋକମାନେ ସାମାଜିକ ଦୂରତା ରକ୍ଷା କରି ଜଣକ ପରେ ଜଣେ କାଉଣ୍ଟର ଭିତରକୁ ଯାଇ ଟଙ୍କା ଉଠାଉଥିବା ଦେଖିବାକୁ ମିଳିଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ IPS ସ୍ତରରେ ବଡ଼ ଧରଣର ଅଦଳବଦଳ: ସର୍ବଣା ବିବେକ ହେଲେ ଭୁବନେଶ୍ୱର ଡିସିପି, ଅଭିନବ ସୋନକର ବ୍ରହ୍ମପୁର ଏସ୍‌ପି

ଭୁବନେଶ୍ୱର, ୨୨।୯: ରାଜ୍ୟ ପୋଲିସ ପ୍ରଶାସନକୁ ଅଧିକ କ୍ରିୟାଶୀଳ ଓ ସୁଦୃଢ଼ କରିବା ପାଇଁ ରାଜ୍ୟ ସରକାର ଆଇପିଏସ୍ (IPS) ସ୍ତରରେ ଏକ ବଡ଼ ଧରଣର ଅଦଳବଦଳ…

ନୂଆପଡ଼ାରେ ଲଜ୍ଜା, ନାବାଳିକାଙ୍କୁ ଟେକି ନେଇ ବଳାତ୍କାର

ନୂଆପଡ଼ା,୨୨ା୯(ମକାରୁ ବେମାଲ): ନୂଆପଡ଼ା ଜିଲା ବେଲଟୁକୁରି ଥାନା ଅଞ୍ଚଳରେ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗରେ ପୋଲିସ ମଙ୍ଗଳବାର ସମ୍ପୃକ୍ତ ଯୁବକଙ୍କୁ ଗିରଫ କରିଛି। ସେ ହେଲେ ଭାଲେଶ୍ୱର ପଞ୍ଚାୟତ…

ଦାରିଙ୍ଗବାଡ଼ିରେ ବ୍ଲକ ସ୍ତରୀୟ ‘ସେବା ସଂକଳ୍ପ ଅଭିଯାନ’: ଜିଲା ସ୍ତରୀୟ ପ୍ରତିଯୋଗିତା ପାଇଁ ୬ କୃତୀ ଛାତ୍ରଛାତ୍ରୀ ମନୋନୀତ

ଦାରିଙ୍ଗବାଡ଼ି,୨୨।୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସରକାରୀ ଆଇଟିଆଇ (ITI) ପରିସରରେ ମଙ୍ଗଳବାର ବ୍ଲକ ସ୍ତରୀୟ ‘ସେବା ସଂକଳ୍ପ ଅଭିଯାନ’ ଆନନ୍ଦ-ଉଲ୍ଲାସ ସହ ଅନୁଷ୍ଠିତ ହୋଇଯାଇଛି। ଏହି…

ଗଞ୍ଜାମରେ ପୋଲିସ ଲୁଟେରାଙ୍କ ଖୋଲା ଚ୍ୟାଲେଞ୍ଜ: ଗୋଟିଏ ରାତିରେ ତିନି ତିନିଟି ମନ୍ଦିରରୁ ଲୁଟ୍‌, ରାତି ପାହିଲା ବେଳକୁ…

ଗଞ୍ଜାମ, ୨୨।୯(ବିଦ୍ୟାଧର ସାହୁ): ଗଞ୍ଜାମ ସହରରେ ଗୋଟିଏ ରାତିରେ ତିନୋଟି ମନ୍ଦିରରୁ ସଙ୍ଘବଦ୍ଧ ଲୁଟ୍ ହୋଇଥିବା ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ସୋମବାର ବିଳମ୍ବିତ ରାତିରେ…

ବାତ୍ୟା ମୁକାବିଲା ପାଇଁ ପ୍ରଶାସନ ପ୍ରସ୍ତୁତ: ଜିଲାପାଳ

ରାୟଗଡ଼ା,୨୨।୯(ଜଗନ୍ନାଥ ଗୌଡ଼): ସମ୍ଭାବ୍ୟ ବାତ୍ୟାକୁ ନେଇ ରାୟଗଡା ଜିଲା ପ୍ରଶାସନ ସଜାଗ ରହିଛି। ବାତ୍ୟା ମୁକାବିଲା କରିବା ସହ ଯେକୌଣସି ପରିସ୍ଥିତିରେ ଉଦ୍ଧାର ଓ ରିଲିଫ କାର୍ଯ୍ୟକୁ…

ଗାଡ଼ି ଅଟକାଇ ମାଡ଼ ମାରିବା ମାମଲା: ୩ ଅଭିଯୁକ୍ତ ଜେଲ୍ ଗଲେ, ଜଣେ ଗିରଫ ଓ ୨ ଆତ୍ମସମର୍ପଣ

ବଞ୍ଚୋ,୨୨।୯(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଘସିପୁରା ଥାନା ଅଧୀନ ଦେଓଗାଁ ଅଞ୍ଚଳରେ ଘଟିଥିବା ଗାଡ଼ି ଅଟକାଇ ମାଡ଼ ମାରିବା ମାମଲାରେ ପୁଲିସକୁ ବଡ଼ ସଫଳତା ମିଳିଛି। ଏହି…

IMD ଡିଜିଙ୍କ ବଡ଼ ସୂଚନା, ୨୩ ରାତିରେ ଉପକୂଳ ଅତିକ୍ରମ କରିବ ବାତ୍ୟା

ଭୁବନେଶ୍ୱର,୨୨।୯: ବଙ୍ଗୋପସାଗରରେ ଧୀରେ ଧୀରେ ତୀବ୍ର ହେଉଛି ଅବପାତ। ମଙ୍ଗଳବାର ସାରୁ ରାତି ଭିତରେ ଅବପାତ ଗଭୀର ଅବପାତର ରୂପ ନେବ। ଏହା ପଶ୍ଚିମ ଉତ୍ତରପଶ୍ଚିମ ଦିଗକୁ…

ସମ୍ଭାବ୍ୟ ବାତ୍ୟା ପ୍ରଭାବରେ କୋରାପୁଟରେ ପ୍ରବଳ ବର୍ଷା: ଜିଲାରେ ସବୁ ସ୍କୁଲ୍ ୨ ଦିନ ବନ୍ଦ, ସେମିଳିଗୁଡ଼ାରେ…

କୋରାପୁଟ,୨୨।୯(ଅମିତାଭ ବେହେରା): ସମ୍ଭାବ୍ୟ ବାତ୍ୟା ପ୍ରଭାବରେ କୋରାପୁଟ ଜିଲାରେ ମଙ୍ଗଳବାର ଦିନତମାମ ପ୍ରବଳ ବର୍ଷା ଜାରି ରହିଛି। ସକାଳ ୮ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଜିଲାର ୧୪ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?