ଏଟିଏମ୍‌ ଭିତରେ ନାଗ

ଝାରସୁଗୁଡ଼ା ଅଫିସ,୪।୩: ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ତାରିଣୀ ମନ୍ଦିର ଛକସ୍ଥିତ ଏଟିଏମ ଭିତରୁ ବୁଧବାର ଏକ ନାଗ ସାପ ବାହାରିଛି। ସକାଳେ ଏଟିଏମ୍‌କୁ ଟଙ୍କା ଭର୍ତ୍ତି କରିବାକୁ ଜଣେ ଅଧିକାରୀ ଯାଇଥିଲେ। ଟଙ୍କା ଭର୍ତ୍ତି ପାଇଁ ମେଶିନ ଖୋଲିଥିଲେ । ତେବେ ମେଶିନ ଭିତରେ ଟଙ୍କା ସହ ଏକ ନାଗ ସାପ ଥିବା ସେ ଦେଖିବାକୁ ପାଇଥିଲେ। ଅଧିକାରୀ ଜଣଙ୍କ ଏହା ଦେଖି ଡରିଯାଇଥିଲେ। ପରେ ସାପ ଉଦ୍ଧାରକାରୀଙ୍କୁ ଡକାଇ ସାପକୁ ଉଦ୍ଧାର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସହାୟତାର ହାତ ବଢାଇଲେ ବବିତା

ସିଂହପୁର,୨।୮(ଅନଙ୍ଗ ଉଦୟ ବେଉରିଆ): ବିଞ୍ଝାରପୁର ବ୍ଲକ ଅଧୀନ ରଣପୁର ପଞ୍ଚାୟତ ବନ୍ୟା ବିପନ୍ନଙ୍କୁ ରିଲିଫ ସାମଗ୍ରୀ ବଣ୍ଟନ କରାଯାଇଛି। ବିଞ୍ଝାରପୁର ଭାଜପା ନେତ୍ରୀ ବବିତା ମଲ୍ଲିକ ବନ୍ୟା…

‘ଛୁରି ଧରି ମୋତେ ମାରିବାକୁ ଆସିଥିଲେ’, ଖବରଦାତା ସମ୍ମିଳନୀରେ ପପୁଙ୍କୁ ହତ୍ୟା ଉଦ୍ୟମ

ନୂଆଦିଲ୍ଲୀ,୨।୮: ରବିପୂର୍ଣ୍ଣିଆର ସ୍ୱାଧୀନ ଏମପି ପପୁ ଯାଦବ ରବିବାର ନିଜ ବାସଭବନରେ ଏକ ଖବରଦାତା ସମ୍ମିଳନୀ କରିଥିଲେ । ଏହି ସମୟରେ ହଠାତ୍ ପରିସ୍ଥିତି ଉତ୍ତେଜନାପୂର୍ଣ୍ଣ ହୋଇଯାଇଥିଲା।…

ହୃଦଘାତରେ ଚାଲିଗଲା ପରମବ୍ରହ୍ମ ଯୋଶୀଙ୍କ ଜୀବନ, କଳାହାଣ୍ଡିରେ ଶୋକର ଛାୟା

ଭବାନୀପାଟଣା,୨।୮(ଉତ୍ତମ କୁମାର ଦାଶ): ବରିଷ୍ଠ ପ୍ରଶାସନିକ ଅଧିକାରୀ ତଥା କଳାହାଣ୍ଡି ଜିଲା ଜୁନାଗଡ଼ର ପୂର୍ବତନ ବିଡ଼ିଓ ପରମ ବ୍ରହ୍ମ ଯୋଶୀ (୬୭)ଙ୍କ ଶନିବାର ଅପରାହ୍ନରେ ହୃଦଘାତରେ ପରଲୋକ…

ଭଞ୍ଜନଗର ପାଇଁ ଗର୍ବ ଆଣିଲେ ଅଭିଲିପ୍ସା, ସଙ୍ଗୀତ ପ୍ରତିଯୋଗିତାରେ ରାଜ୍ୟରେ ପ୍ରଥମ

ଭଞ୍ଜନଗର,୨।୮(ବାବୁଲା ପ୍ରଧାନ): ରାଜ୍ୟସ୍ତରୀୟ ସଙ୍ଗୀତ ପ୍ରତିଯୋଗିତାରେ ପ୍ରଥମ ସ୍ଥାନ ଅଧିକାର କରି ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ ଗୌରବ ଆଣିଛନ୍ତି ଦଶମ ଶ୍ରେଣୀର ଛାତ୍ରୀ ଅଭିଲିପ୍ସା ତ୍ରିପାଠୀ।…

ବର୍ଷା ବିପନ୍ନଙ୍କ ପାଖରେ ପହଞ୍ଚିଲେ ହାଟଡିହି ବ୍ଲକ ଉପାଧ୍ୟକ୍ଷ, ଅଞ୍ଚଳବାସୀଙ୍କ ପ୍ରଶଂସା

ବଞ୍ଚୋ,୨।୮(ପ୍ରଦୋଷ ବିଶ୍ୱାଳ ): ଲଗାଣ ବର୍ଷା ଓ ବନ୍ୟା ପ୍ରଭାବରେ ଆନନ୍ଦପୁର ଉପଖଣ୍ଡର ଅନେକ ଅଞ୍ଚଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି । ବଞ୍ଚୋ ଗ୍ରାମପଞ୍ଚାୟତର ୧୧ ଓ…

ବନ୍ୟା ବିପନ୍ନଙ୍କ ପାଖରେ ପହଞ୍ଚିଲା ରିଲିଫ୍‌, ସାଉଣ୍ଟିଲେ ପ୍ରଶଂସା

ଚାନ୍ଦବାଲି,୨।୮(କିଷାନ ପାତ୍ର): ଭଦ୍ରକ ଜିଲା ଭାଜପା ମହିଳା ମୋର୍ଚ୍ଚା ସମ୍ପାଦିକା ସ୍ବାଗତିକା ପଲାଇଙ୍କ ନେତୃତ୍ୱରେ ଚାନ୍ଦବାଲି ବ୍ଲକର ବନ୍ୟା ପ୍ରଭାବିତ ମାଧପୁର, ଭୂଇଁବୃତ୍ତି, ଘଟପୁର, ଆରଡ଼ି, ଓଲଗ,…

ଦାରିଙ୍ଗବାଡିରେ ବ୍ୟବସାୟୀଙ୍କ ଘରୁ ଲୁଟ୍ ଘଟଣା, ସନ୍ଧାନୀ କୁକୁର ପହଞ୍ଚି…

ଦାରିଙ୍ଗବାଡି,୨।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଦାରିଙ୍ଗବାଡି ବଜାରର ଲୁଗା ବ୍ୟବସାୟୀ ଅଶୋକ କୁମାର ସାହୁଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା ଲୁଟ୍ ଚର୍ଚ୍ଚାର…

କ୍ଷୀରରେ ବରିଷ୍ଠ କଂଗ୍ରେସ ନେତାଙ୍କ ପାଦ ଧୋଇଲେ କର୍ମୀ, ସୋସିଆଲ ମିଡିଆରେ ଝଡ଼

ମୁମ୍ବାଇ,୨।୮: ମହାରାଷ୍ଟ୍ରର ପୂର୍ବତନ କଂଗ୍ରେସ ଅଧ୍ୟକ୍ଷ ଏବଂ ବିଧାୟକ ନାନା ପାଟୋଲେ ପୁଣି ଥରେ ବିବାଦ ଘେରକୁ ଆସିଛନ୍ତି । ଦଳୀୟ କର୍ମୀମାନେ କ୍ଷୀରରେ ତାଙ୍କ ପାଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri