ଏଟିଏମ୍‌ ମେଶିନରେ ପରିସ୍ରା କଲେ କନଷ୍ଟେବଳ, ଭିଡିଓ ଭାଇରାଲ

ବାରିପଦା ଅଫିସ,୫।୯- ବାରିପଦା ମ୍ୟୁନିସିପାଲିଟି ସଂଲଗ୍ନ ଏକ ଏଟିଏମ୍‌ରେ ଜନୈକ ପୋଲିସ କର୍ମଚାରୀ ପରିସ୍ରା କରୁଥିବାର ଏକ ଭିଡିଓ ଭାଇରାଲ ହୋଇଛି। ସେ ମୟୂରଭଞ୍ଜ ପୋଲିସରେ କନଷ୍ଟେବଳ ଭାବେ କାର୍ଯ୍ୟ କରୁଥିବା ବେଳେ ବିଶୃଙ୍ଖଳା ଆଚରଣ ପାଇଁ ୨ ବର୍ଷ ପୂର୍ବେ ତାଙ୍କୁ ନିଲମ୍ବନ କରାଯାଇଥିବା ସୂଚନା ମିଳିଛି। ଏପରିକି ସେ ୬ ମାସ ଧରି ନିଖୋଜ ଥିଲେ। ବୁଧବାର ରାତିରେ ନିଶାସକ୍ତ ଅବସ୍ଥାରେ ସେ ଉକ୍ତ ଏଟିଏମ୍‌ ମେଶିନରେ ପରିସ୍ରା କରୁଥିବା ବେଳେ କିଛି ଲୋକେ ଏହାର ଭିଡିଓ ଭାଇରାଲ କରିଥିଲେ। ତେବେ ଏଭଳି ଘଟଣା ଲଜ୍ଜାଜନକ ଏବଂ ନିନ୍ଦନୀୟ ବୋଲି ସହରବାସୀ ଆଲୋଚନା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

NDAରେ ଯୋଗ ଦେବେ ଶରଦ ପାଓ୍ବାର? କଳ୍ପନା ଜଳ୍ପନା ମଧ୍ୟରେ ଦଳ ଭିତରେ ମତଭେଦ

ମୁମ୍ବାଇ,୯।୭: ମହାରାଷ୍ଟ୍ରରେ ପୁଣି ଥରେ ଏକ ବଡ଼ ରାଜନୈତିକ ଅସ୍ଥିରତା ସୃଷ୍ଟି ହେବାର ଚର୍ଚ୍ଚା ଜୋର ଧରିଛି। ‘ଅପରେସନ ଟାଇଗର’ ପରେ, ‘ଅପରେସନ ଟୁଟାରି’ ସମ୍ପର୍କରେ ଆଲୋଚନା…

ମେଡ଼ିକାଲ ଯିବା ବାଟରେ ଖରାପ ହେଲା ଆମ୍ବୁଲାନ୍ସ: ୩ ଘଣ୍ଟା ଛଟପଟ ହୋଇ ଚାଲିଗଲା ନାବାଳିକାଙ୍କ ଜୀବନ

ଭବାନୀପାଟଣା,୯।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗୁରୁବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଯାନ୍ତ୍ରିକ ତ୍ରୁଟି ଯୋଗୁ ଏକ ଆମ୍ବୁଲାନ୍ସ ଦୀର୍ଘ ୩ ଘଣ୍ଟା ଧରି…

ଟିଏମସିର ବ୍ୟାଙ୍କ ଆକାଉଣ୍ଟରୁ ଟଙ୍କା ଉଠାଇପାରିବେ ମମତା, ହାଇକୋର୍ଟରୁ ମିଳିଲା ବଡ଼ ଆଶ୍ବସ୍ତି

କୋଲକାତା,୯।୭: ମମତା ବାନାର୍ଜୀଙ୍କ ଦଳ, ତୃଣମୂଳ କଂଗ୍ରେସ (TMC)କୁ କୋଲକାତା ହାଇକୋର୍ଟରୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ମିଳିଛି । ଦୈନନ୍ଦିନ ଖର୍ଚ୍ଚ ପୂରଣ କରିବା ପାଇଁ କୋର୍ଟ ଟିଏମସିକୁ…

ଅନ୍ଧକାର ଆଡକୁ ଯାଉଛି ଭାରତୀୟ କ୍ରିକେଟର୍‌ ଭବିଷ୍ୟତ: ବିସ୍ଫୋରକ ବୟାନ ଦେଲେ ପୂର୍ବତନ କ୍ରିକେଟ୍‌ର

ନୂଆଦିଲ୍ଲୀ,୯।୭: ପୂର୍ବତନ ଭାରତୀୟ କ୍ରିକେଟର ମହମ୍ମଦ କୈଫ ଭାରତୀୟ କ୍ରିକେଟ୍‌ ଦଳର ବର୍ତ୍ତମାନର ରଣନୀତି ଦେଖି ଆଶ୍ଚର୍ଯ୍ୟ ହୋଇଛନ୍ତି ଏବଂ ଦଳ ପରିଚାଳନା ଦ୍ୱାରା ନିଆଯାଇଥିବା ଅନେକ…

ବଙ୍ଗରେ ଆଦିବାସୀ ମହିଳାଙ୍କୁ ଗଣବଳାତ୍କାର, ରକ୍ତ ଜୁଡୁବୁଡୁ ଅବସ୍ଥାରେ ମିଳିଲା ମୃତଦେହ

କୋଲକାତା,୯।୭: ପଶ୍ଚିମବଙ୍ଗର ବାରୁଇପୁରରେ ଜଣେ ନିର୍ଦ୍ଦୋଷ ଶିଶୁ ଉପରେ ହୋଇଥିବା ନିର୍ମମ ଆକ୍ରମଣ ପରେ, ପୂର୍ବ ବର୍ଦ୍ଧମାନ ଜିଲାରୁ ଗଣବଳାତ୍କାରର ଏକ ଘଟଣା ସାମ୍ନାକୁ ଆସିଛି। ଦିୱାନ-ଦିଘି…

ସମୁଦ୍ର ଉପକୂଳ ଅଞ୍ଚଳ ବୁଲି ଦେଖିଲେ ବିଜେଡି ନେତା, ଅଞ୍ଚଳବାସୀଙ୍କ ସୁରକ୍ଷା ପାଇଁ ପୂର୍ବତନ ବିଧାୟକ କହିଲେ…

ଗଞ୍ଜାମ ,୯।୭(ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲାର ଗଞ୍ଜାମ ବ୍ଲକ ଅନ୍ତର୍ଗତ ଋଷିକୁଲ୍ୟା ମୁହାଣ ପୁରୁଣାବନ୍ଧ ଠାରୁ ପ୍ରୟାଗି ପର୍ଯ୍ୟନ୍ତ ଗତ କିଛି ଦିନ ହେଲା ବେଳାଭୂମି…

ସରକାରୀ କାର୍ଯ୍ୟରେ ଅନ୍ୟ ସମ୍ପ୍ରଦାୟକୁ ଯାଇ ବାସନ୍ଦର ଶିକାର ହେଲେ ଆଶାକର୍ମୀ

ପାରଳାଖେମୁଣ୍ଡି,୯ା୭(ଗିରିଧାରୀ ପରିଚ୍ଛା):ସରକାରୀ ସ୍ବାସ୍ଥ୍ୟସେବା ଓ କଲ୍ୟାଣମୂଳକ ଯୋଜନା ସମସ୍ତଙ୍କ ପାଖରେ ପହଞ୍ଚାଇବାରେ ଆଶାକର୍ମୀଙ୍କ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ରହିଛି। ହେଲେ ସେହି ଦାୟିତ୍ୱ ପାଳନ କରିବାକୁ ଯାଇ ଜଣେ…

ବାଇକରେ ଯାଉଥିବାବେଳେ ଧକ୍କା ଦେଲା କାର୍‌, ଘଟଣାସ୍ଥଳରେ ଚାଲିଗଲା ତ୍ରିଲୋଚନଙ୍କ ଜୀବନ

ବଲାଙ୍ଗୀର, ୯।୭( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ବିଜାଖମନ ବ୍ରିଜ ନିକଟରେ ବୁଧବାର ଜଣେ ମୋଟର ସାଇକେଲ ଆରୋହୀଙ୍କୁ ଏକ କାର୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri