ଏଣିକି ରାତି ୧୨ଟା ଯାଏ ବାଜିପାରିବ ମେଲୋଡ଼ି: ପୋଲିସ କମିଶନର

ଭୁବନେଶ୍ୱର, ୫।୧୦(ବ୍ୟୁରୋ): ଆରମ୍ଭ ହୋଇଛି ପାର୍ବଣର ମାହୋଲ। ଦଶହରା ପାଇଁ ଟ୍ବିନ୍‌ ସିଟି ଉତ୍ସବମୁଖର। ପୂଜା ଭିତରେ ଟ୍ବିନ୍‌ ସିଟିର ବିଭିନ୍ନ ସ୍ଥାନରେ ସାଂସ୍କୃତିକ କାର୍ଯ୍ୟକ୍ରମ ହେବାର ରହିଛି। ଏଣିକି ରାତି ୧୨ଟା ଯାଏ ଟ୍ବିନ୍‌ ସିଟିରେ ମେଲୋଡ଼ି ଓ ଲାଉଡ୍‌ସ୍ପିକର ବାଜିପାରିବ। ଏ ନେଇ ସୂଚନା ଦେଇଛନ୍ତି ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ। ପୂର୍ବରୁ ରାତି ୧୦ଟାରେ ମେଲୋଡ଼ି ବନ୍ଦ କରିବାକୁ ପଡ଼ୁଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସନ୍ଧ୍ୟାରେ ମନ୍ଦିରରେ ତାଲା ଦେଇ ଯାଇଥିଲେ ପୂଜାରୀ, ସକାଳକୁ ଗଲା ବେଳକୁ ଯାହା ଦେଖିଲେ…

ଦିଗପହଣ୍ଡି,୧୨।୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ଗ୍ରାମ ଶ୍ରୀ ତୁମ୍ବେଶର ଶୈବପୀଠ ପରିସରରେ ଥିବା ଦାନବାକ୍ସକୁ କେହି ଦୁର୍ବୃତ୍ତ ଭାଙ୍ଗି…

ଓଡ଼ିଶା ଛୁଇଁଲା ମୌସୁମୀ, ରଜ ପୂର୍ବରୁ…

ଭୁବନେଶ୍ୱର,୧୨ା୬: କେରଳରେ ମୌସୁମୀ ବାୟୁ ପ୍ରବେଶ କରିବା ପରେ ଓଡ଼ିଶାରେ ପ୍ରବେଶ କରିଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା…

ଷ୍ଟାର୍‌ କ୍ରିକେଟର ବୈଭବ ସୂର୍ଯ୍ୟବଂଶୀଙ୍କ ପିତାଙ୍କୁ କାହିଁକି ସାବଧାନ କଲେ ଏହି ପୂର୍ବତନ କ୍ରିକେଟର? ଜାଣନ୍ତୁ କ’ଣ ରହିଛି ବଡ଼ କାରଣ

ନୂଆଦିଲ୍ଲୀ, ୧୨।୬: ଭାରତୀୟ କ୍ରିକେଟରେ ବୈଭବ ସୂର୍ଯ୍ୟବଂଶୀଙ୍କ ନାମ ଆଜିକାଲି କ୍ରମାଗତ ଭାବେ ଚର୍ଚ୍ଚାରେ ରହିଛି । ଅଣ୍ଡର-୧୯ କ୍ରିକେଟ ଏବଂ ଆଇପିଏଲ (IPL) ରେ ଚମତ୍କାର…

ମୋହନାରେ କାଳବୈଶାଖୀ ତାଣ୍ଡବ; ଉଡିଲା ଟିଣ ଛପର, ଘର ଉପରେ ପଡ଼ିଲା ଗଛ

ମୋହନା,୧୨।୬(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଅଞ୍ଚଳରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି । ଏହାର ପ୍ରଭାବରେ ଗୋବିନ୍ଦପୁର ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି ହୋଇଛି । ଗୋବିନ୍ଦପୁର…

ବିନା ଲାଇସେନ୍ସରେ ୯୦୦ରୁ ଅଧିକ ବିମାନ ଉଡ଼ାଣ କରିଛନ୍ତି ଏହି ପାଇଲଟ୍‌, ପୂରା ଘଟଣା ଜାଣିଲେ…

ଅଟାଓ୍ବା,୧୨ା୬: କାନାଡାର ପ୍ରମୁଖ ବିମାନ କମ୍ପାନୀ ଏୟାର କାନାଡା ସହିତ ଜଡ଼ିତ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ପୂର୍ବତନ ବିମାନ ପାଇଲଟ୍‌ ଜେଫ୍ରି ଓ୍ବାଲ ପ୍ରାୟ…

ଜିଲାରେ ବୁଲିଲା ଶିଶୁ ଶ୍ରମିକ ନିରାକରଣ ସଚେତନତା ରଥ: ପତାକା ଦେଖାଇ ଶୁଭାରମ୍ଭ କଲେ ଅତିରିକ୍ତ ଜିଲାପାଳ

ଛତ୍ରପୁର, ୧୨।୬ (ଦିଲ୍ଲୀପ ସାମଲ) : ଜିଲା ଶ୍ରମ ବିଭାଗ ପକ୍ଷରୁ ଶିଶୁ ଶ୍ରମିକ ନିରାକରଣ ନେଇ ଏକ ସଚେତନତା ରଥର ଶୁଭାରମ୍ଭ ହୋଇଯାଇଛି । ଏନେଇ…

ଏଲ ନିନୋର ପ୍ରଭାବରେ କମ୍‌ ବର୍ଷା! ଚିନ୍ତାରେ ପଡିଲେ ଚାଷୀ, ସମସ୍ୟାର ସମାଧାନ ପାଇଁ…

ଛତ୍ରପୁର, ୧୨।୬ (ଦିଲୀପ ସାମଲ): ଗଞ୍ଜାମ ଜିଲାର ଚାଷୀମାନଙ୍କ ମୁଖ୍ୟ ସମସ୍ୟାର ସମାଧାନ ନିମନ୍ତେ ଋଷିକୁଲ୍ୟା ରୟତ ମହାସଭାର ଆହ୍‌ବାନକ୍ରମେ ଏକ ସଭା ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ…

ପୁଣି ବଢ଼ିଲା ସୁନା ଦର:୨୨ କ୍ୟାରେଟ ସୁନା ଦର ଏବେ…

ଭୁବନେଶ୍ୱର,୧୨।୬: ଲଗାତାର ୨ ଦିନ ହ୍ରାସ ପାଇବା ପରେ ପୁଣି ବଢ଼ିଛି ସୁନା ଦର। ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପିଛା ୨ ହଜାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri