ରାତ୍ରକାଳୀନ କର୍ଫ୍ୟୁ : ରାତି ୭ରୁ ସକାଳ ୭ନୁହେଁ, ସକାଳ୫

ଭୁବନେଶ୍ୱର,୧।୬(ବ୍ୟୁରୋ)-ରାତ୍ରକାଳୀନ କର୍ଫ୍ୟୁରେ ସମାନ୍ୟ ପରିବର୍ତ୍ତନ କରିଛନ୍ତି ରାଜ୍ୟ ସରକାର। ଅପରାହ୍ନରେ ପୋଲିସ ଡିଜିପି ଅଭୟ ଘୋଷଣା କରିଥିଲେ ଯେ, ସନ୍ଧ୍ୟା ୭ଟାରୁ ସକାଳ ୭ଟା ପର୍ଯ୍ୟନ୍ତ କର୍ଫ୍ୟୁ ଲଗାଯିବ। ମାତ୍ର ଏବେ ଏଥିରେ ସାମାନ୍ୟ ପରିବର୍ତ୍ତନ ହୋଇଛି। ଏଣିକି ରାତି ୭ଟାରୁ ସକାଳ ୫ଟା ଯାଏଁ ରାତ୍ରକାଳୀନ କର୍ଫ୍ୟୁ ରହିବ। ଏହାକୁ କଡାକଡି ପାଳନ କରିବାକୁ ଡିଜିପି  କହିଛନ୍ତି।

ସୂଚନାଯୋଗ୍ୟ, ଏପର୍ଯ୍ୟନ୍ତ ରାଜ୍ୟକୁ ୪ ଲକ୍ଷ ୨୬ ହଜାର ପ୍ରବାସୀ ଆସିଛନ୍ତି। ଏହିମାନଙ୍କ ଦ୍ୱାରା କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା କିଛିଦିନ ତଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୂଚନା ଦେଇଥିଲେ। ଏହାକୁ ଦୃଷ୍ଟିରେ ରଖି ରାତ୍ରକାଳୀନ କର୍ଫ୍ୟୁ କୋହଳ ନ କରିବା ପାଇଁ ସରକାରଙ୍କ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ବିନା କାରଣରେ ଜନସାଧାରଣ ବାହାରେ ବୁଲାବୁଲି ନ କରିବା ପାଇଁ  ପରାମର୍ଶ ଦିଆଯାଇଛି । ସର୍ବସାଧାରଣ ସ୍ଥାନରେ ଛେପ ପକାଇଲେ ଜରିମାନା  ସହ ମାସ୍କ ପିନ୍ଧିବା ବାଧ୍ୟତାମୂଳକ ବୋଲି ଡିଜିପି ଅଭୟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବସ୍‌ ଧକ୍କାରେ ଓଲଟିପଡ଼ିଲା ଟ୍ରାକ୍ଟର, କଣ୍ଡକ୍ଟରଙ୍କ ସମେତ…

ଧୂଷୁରୀ,୧୯ା୨(ଦୀପ୍ତିରଞ୍ଜନ ନାୟକ): ଭଦ୍ରକ ଜିଲା ଧୂଷୁରୀ ଥାନା ଓ ଆରଡ଼ି ଫାଣ୍ଡି ଅଧୀନ କୁଳେଇପଦା ଓ ଆରଡ଼ିର ମଧ୍ୟବର୍ତ୍ତୀ ସ୍ଥାନରେ ୨୦ ନମ୍ବର ଜାତୀୟ ରାଜପଥରେ ଗୁରୁବାର…

ନିର୍ବାଚନ ପୂର୍ବରୁ ‘ଫ୍ରିବିଜ୍, ରାଜ୍ୟଗୁଡ଼ିକୁ ଭତ୍ସନା କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୯।୨: ଦେଶରେ ବଢୁଥିବା ‘ମାଗଣା ରାଜନୀତି’ ବା ଫ୍ରିବିଜ୍ ସଂସ୍କୃତିକୁ ନେଇ ସୁପ୍ରିମକୋର୍ଟ କଡା ଟିପ୍ପଣୀ କରିଛନ୍ତି। ନିର୍ବାଚନ ଜିତିବା ପାଇଁ ରାଜ୍ୟ ସରକାରମାନେ ଘୋଷଣା କରୁଥିବା…

ଆଜିର ମାଟ୍ରିକ ପରୀକ୍ଷାରେ ଅନୁପସ୍ଥିତ ରହିଲେ ୩୯ ପରୀକ୍ଷାର୍ଥୀ

ଲାଞ୍ଜିଗଡ଼,୧୯ା୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ୮ଟି ପରୀକ୍ଷା କେନ୍ଦ୍ରରେ ଗୁରୁବାର ମାଟ୍ରିକ ପରୀକ୍ଷା ଦେଇଛନ୍ତି ୧୩୬୪ ଜଣ ଛାତ୍ରୀଛାତ୍ର। ଏହି ପରୀକ୍ଷା ଫେବୃଆରୀ…

‘ଗଞ୍ଜାମ ବ୍ଲକରେ ବର୍ତ୍ତମାନ ସୁଦ୍ଧା ୮୯ ପ୍ରତିଶତ ଧାନ କିଣା ସରିଛି’

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକର ୧୫ଟି ପଞ୍ଚାୟତରେ ସରକାରଙ୍କ ପକ୍ଷରୁ ହୋଇଥିବା ଚାଷୀ ଧାନ ବିକ୍ରି ପାଇଁ ମଣ୍ଡିର କେତେକ ସ୍ଥାନରେ ଅବ୍ୟବସ୍ଥା ଦେଖାଦେଇଛି। ଏଥିପାଇଁ ଚାଷୀଙ୍କୁ…

ରାଜ୍ୟରେ ବଢ଼ିବ ସବ୍‌ଡିଭିଜନ, ଏହି ଜିଲାରୁ ଆସିଛି ସର୍ବାଧିକ ପ୍ରସ୍ତାବ

ଭୁବନେଶ୍ୱର,୧୯ା୨: ରାଜ୍ୟରେ ବଢ଼ିପାରେ ସବ୍‌ଡିଭିଜନ ସଂଖ୍ୟା, ଏନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଗୁରୁବାର ଗୃହରେ ସୂଚନା ଦେଇଛନ୍ତି। ୬୬ ନୂଆ ସବ୍‌ଡିଭିଜନ ଗଠନ ପାଇଁ ସରକାରଙ୍କୁ…

ସେବାଶ୍ରମ ବିଦ୍ୟାଳୟ ଅଫିସ ରୁମ୍‌ରେ ପିଅନଙ୍କ ଝୁଲନ୍ତା ମୃତଦେହ

ନନ୍ଦପୁର,୧୯ା୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ବିଲାପୁଟ ପଞ୍ଚାୟତର ଜବାଗଡ଼ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଅଫିସ ରୁମ୍‌ରୁ ଗୁରୁବାର ସକାଳେ କାର୍ଯ୍ୟରତ ପିଅନ (ସିସିଏ)…

ଶିମିଳିପାଳରେ ହେବ ହେଲିପ୍ୟାଡ୍‌’

ଭୁବନେଶ୍ୱର,୧୯ା୨: ମୟୂରଭଞ୍ଜ ଜିଲା ଶିମିଳିପାଳରେ ହେଲିପ୍ୟାଡ୍‌ ହେବ। ଏନେଇ ବିଧାନସଭା ଗୃହରେ ପରିବହନ ମନ୍ତ୍ରୀ ବିଭୂତି ଜେନା ସୂଚନା ଦେଇଛନ୍ତି। ସେ କହିଛନ୍ତି, ଆବଶ୍ୟକୀୟ ଜମି ନିରୂପଣ…

ମେୟର ସୁବାସ ସିଂଙ୍କୁ ଟାର୍ଗେଟ୍‌ କଲେ ସୋଫିଆ, କହିଲେ ନିଜ ସ୍ବାର୍ଥ ପାଇଁ…

କଟକ,୧୯ା୨: କଟକରେ ଜଣ୍ଡିସ୍‌ କାୟା ବିସ୍ତାର କରିବା ପ୍ରସଙ୍ଗରେ ମେୟର ସୁବାସ ସିଂଙ୍କୁ ଟାର୍ଗେଟ୍‌ କରିଛନ୍ତି କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦ୍ଦୋସ। ସେ କହିଛନ୍ତି, ନିଜ ସ୍ବାର୍ଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri