Odisha Elections 2024

ଏତେ କୋଟି ଟଙ୍କାର ମାଲିକାଣୀ ସୋଫିଆ ଫିର୍ଦ୍ଦୋସ

ଭୁବନେଶ୍ୱର,୪।୫: କଟକ-ବାରବାଟୀ ଆସନ ପାଇଁ ନାମାଙ୍କନ ଦାଖଲ କରିଛନ୍ତି ସୋଫିଆ ଫିର୍ଦ୍ଦୋସ। ସେ କଟକ-ବାରବାଟୀର ପୂର୍ବତନ ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ଅଟନ୍ତି। ତେବେ ସେ ଦାଖଲ କରିଥିବା ସତ୍ୟପାଠ ଅନୁସାରେ ସେ କୋଟି କୋଟି ଟଙ୍କାର ମାଲିକାଣୀ ବୋଲି ଜଣାପଡିଛି।

ସୋଫିଆଙ୍କ ସମ୍ପତ୍ତି ସାଢେ ୩ କୋଟିରୁ ଅଧିକ ବୋଲି ଜଣାପଡିଛି। ତାଙ୍କ ପାଖରେ ୮ଲକ୍ଷ ୫୭ ହଜାର ନଗଦ ଟଙ୍କା ରହିଛି। ସ୍ଥାବର ସମ୍ପତ୍ତ ୨ କୋଟି ୧୧ ଲକ୍ଷ ଥିବାବେଳେ ଅସ୍ଥାବର ସମ୍ପତ୍ତି ୧ କୋଟି ୫୩ ଲକ୍ଷ ଟଙ୍କା ରହିଛି। ସେହିପରି ୪୫୦ ଗ୍ରାମ ସୁନା ଓ ୯୦୦ ଗ୍ରାମ ରୁପା ଗହଣା ରହିଛି। ସୋଫିଆଙ୍କ ପାଖରେ ୨୯ ଲକ୍ଷ ଟଙ୍କାର ସୁନା ଗହଣା ରହିଛି। ସେହିପରି ତାଙ୍କ ପାଖରେ ଗୋଟିଏ ଅଡି କାର୍‌ ଅଛି ଯାହାର ବର୍ତ୍ତମାନ ମୂଲ୍ୟ ୧୨ ଲକ୍ଷ ୫୦ ହଜାର।

ତାଙ୍କର ଗୋଟିଏ ବ୍ୟାଙ୍କ ଆକାଉଣ୍ଟରେ ୧୩ ଶହ ୨୭ ଟଙ୍କା ରହିଥିବାବେଳେ ଅନ୍ୟ ଏକ ବ୍ୟାଙ୍କ ଆକାଉଣ୍ଟରେ ୧୦ ହଜାର ଟଙ୍କା ରହିଛି। ଏହିକ୍ରମରେ ଚୌଧୁରୀ ବଜାର ଆଇସିଆଇସିଆଇ ବ୍ୟାଙ୍କରେ ୨ ଲକ୍ଷ ୭୩ ହଜାର ଟଙ୍କା ରହିଛି ବୋଲି ସେ ନିଜ ସତ୍ୟପାଠରେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦାନା ବାନ୍ଧିଲାଣି ବଡ଼ ଲଘୁଚାପ! ଆସୁଛି…

ଭୁବନେଶ୍ୱର,୧୮।୫: ଡହ ଡହ ଖରାରେ ଦାନା ବାନ୍ଧୁଛି ଲଘୁଚାପ। ଆସନ୍ତା ମେ ୨୦ ତାରିଖ ବେଳକୁ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଓ ଏହାର ପାର୍ଶବର୍ତ୍ତୀ ଉତ୍ତର ଆଣ୍ଡାମାନ...

ନବ ଦାସଙ୍କ ପୁଅଙ୍କ ପିଏଙ୍କ ଘରେ ଆଇଟି ରେଡ୍‌

ଭୁବନେଶ୍ୱର,୧୮।୫: ଦିବଙ୍ଗତ ମନ୍ତ୍ରୀ ନବ ଦାସଙ୍କ ପୁଅ ବିଶାଳ ଦାସଙ୍କ ପିଏଙ୍କ ଘରେ ଶନିବାର ଆୟକର ବିଭାଗ ପକ୍ଷରୁ ଚଢାଉ କରାଯାଇଛି। ପର୍ସନାଲ ଆସିଷ୍ଟାଣ୍ଟ ଆଶିଷ...

ନବ ଦାସଙ୍କ ପୁଅଙ୍କୁ ୪ ଘଣ୍ଟା ଜେରା କଲା ଆୟକର ବିଭାଗ

ଭୁବନେଶ୍ୱର,୧୮।୫: ଦିବଙ୍ଗତ ମନ୍ତ୍ରୀ ନବ ଦାସଙ୍କ ପୁଅ ତଥା ଝାରସୁଗୁଡ଼ା ବିଧାୟିକା ପ୍ରାର୍ଥୀ ଦୀପାଳି ଦାସଙ୍କ ଭାଇ ବିଶାଳ ଦାସଙ୍କୁ ଆୟକର ବିଭାଗ ୪ ଘଣ୍ଟା...

ଦୋକାନ ଭିତରେ ପଶିଗଲା ବରଯାତ୍ରୀଙ୍କୁ ଧରି ଫେରୁଥିବା ଗାଡ଼ି

ଭବାନୀପାଟଣା,୧୮।୫(ଉତ୍ତମ କୁମାର ଦାଶ): ସଟର ଭାଙ୍ଗି ଦୋକାନ ଭିତରକୁ ପଶିଗଲା ସ୍କର୍ପିଓ। ଶୁକ୍ରବାର ବିଳମ୍ବିତ ରାତିରେ କଳାହାଣ୍ଡି ଜିଲା ଧର୍ମଗଡଠାରେ ଦ୍ରୁତ ଗତିରେ ବରଯାତ୍ରୀଙ୍କୁ ଧରି...

୨୦ରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ, ଆଜି ସରିବ ପ୍ରଚାର

ଭୁବନେଶ୍ୱର,୧୮।୫: ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଆସନ୍ତା ୨୦ ତାରିଖରେ ଅନୁଷ୍ଠିତ ହେବ। ଏଥିପାଇଁ ଆଜି ସରିବ ପ୍ରଚାର। ଶେଷଦିନରେ ତିନି ପ୍ରମୁଖ ଦଳ ପ୍ରଚାରକୁ...

ହୋଟେଲ ରୁମ୍‌ରେ ପୋଲିସ କନ୍‌ଷ୍ଟେବଲଙ୍କୁ ହତ୍ୟା

ବଲାଙ୍ଗୀର,୧୮।୫(ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀର ସହର ରେଲୱେ ଷ୍ଟେଶନ୍‌ ନିକଟ ଏକ ହୋଟେଲ ରୁମ୍‌ରୁ ଜଣେ ବ୍ୟକ୍ତିଙ୍କ ହାତମୁହଁ ବନ୍ଧା ମୃତଦେହ ପୋଲିସ ଉଦ୍ଧାର କରରଯାଇଛି।...

ସଫା ସଫା କହିଦେଲେ ଶାହା, ଏଥର ଆମେ ଓଡ଼ିଶାରେ ଏତିକି ଆସନ ଜିତିବୁ

ଭୁବନେଶ୍ୱର,୧୮।୫: ଓଡ଼ିଶାରେ ଭାଜପା ୧୫ ଲୋକ ସଭା ଆସନ ଏବଂ ୭୫ଟି ବିଧାନସଭା ଆସନ ଜିତିବ ଭାଜପା। ଶୁକ୍ରବାର ପୁଣିଥରେ ଓଡ଼ିଶା ଗସ୍ତରେ ଆସି ଦମ୍ଭୋକ୍ତି...

ଏମ୍‌ବିକେ, ଆଶାକର୍ମୀଙ୍କୁ ଧମକ ଦେଉଛନ୍ତି ଭାଜପା ନେତା

ଭୁବନେଶ୍ୱର, ୧୮।୫ (ବନ୍ଦନା ସେଠୀ): ସମ୍ବଲପୁରରେ ଭାଜପା ନେତା ମହିଳାଙ୍କୁ ଡରାଇବା, ଖରାପ ଭାଷାରେ ଗାଳିଗୁଲଜ କରିବା ଓ ଧମକଚମକ ଦେଉଥିବା ଅଭିଯୋଗ ନେଇ ସିଇଓଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri