Posted inଖେଳ

ଏତେ ଛୋଟ ବୟସରୁ ଅତି ଚମତ୍କାର ଢଙ୍ଗରେ ଖେଳୁଛନ୍ତି ଟେବୁଲ ଟେନିସ, ଭିଡିଓ ଦେଖିଲେ ହୋଇଯିବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୬।୨: ଛୋଟ ପିଲାଙ୍କ ହରକତ୍‌କୁ ଦେଖିଲେ ବହୁତ ଭଲ ଲାଗେ। ସୋସିଆଲ ମିଡିଆରେ ଏଭଳି ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି, ଯେଉଁଥିରେ ଏକ ଛୋଟ ଝିଅକୁ ଅତି ଚମତ୍କାର ଢଙ୍ଗରେ ଟେବୁଲ ଟେନିସ ଖେଳୁଥିବା ଦେଖିବାକୁ ମିଳୁଛି । ଭାଇରାଲ ହେଉଥିବା ଭିଡିଓରେ ଏହା ଦେଖିବାକୁ ମିଳିଛି ଯେ ଏକ ଛୋଟ ଝିଅ ଟେବୁଲ ଟେନିସ ଖେଳୁଛି। ଯାହାକୁ ଦେଖିଲେ ଆପଣ ଆଶ୍ଚର୍ଯ୍ୟ ହୋଇଯିବେ। ଯେପରି ଭାବେ ଛୋଟ ଝିଅଟି ଖେଳୁଛି ଲାଗୁଛି ସେ ଏହି ଖେଳରେ ଅଭିଜ୍ଞ। ଥରେ ଭିଡିଓ ଦେଖିବା ପରେ ବି ବାରମ୍ବାର ଦେଖିବାକୁ ଇଚ୍ଛା ହେବ। ଝିଅର ଖେଳକୁ ବହୁତ ପ୍ରଶଂସା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ବାହାରେ କିମ୍ବା ଘରେ ଅଦରକାରୀ ଜିନିଷ ଠୁଳ ହୋଇ ରହିବା ପ୍ରଦୂଷଣର କାରଣ ପାଲଟୁଛି। ପ୍ରଦୂଷଣ ହ୍ରାସ କରିବା ସକାଶେ ରିସାଇକ୍ଲିଂ ପଦ୍ଧତିରେ ଏଗୁଡ଼ିକର ପୁନଃ...

ପୁଟିନଙ୍କ ପରେ ଭାରତ ଆସିପାରନ୍ତି ଜେଲେନ୍‌ସ୍କି

ନୂଆଦିଲ୍ଲୀ,୮ା୧୨:ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ୨୦୨୬ ଜାନୁଆରୀରେ ଭାରତ ଆସିପାରନ୍ତି। ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କ ଗସ୍ତ ପରେ ନୂଆଦିଲ୍ଲୀ ପକ୍ଷରୁ କୂଟନୈତିକ ସନ୍ତୁଳନ ଉଦ୍ୟମ...

ବାଘ ଆତଙ୍କ ଯୋଗୁ ୫୫ ସ୍କୁଲ ବନ୍ଦ: ଜାଣନ୍ତୁ କେଉଁଠି

ଡେରାଡୁନ୍‌,୮ା୧୨:ଉତ୍ତରାଖଣ୍ଡର ପୌରି ଜିଲାରେ କଲରାପତରିଆ ବାଘ ଆତଙ୍କ ଯୋଗୁ ୫୫ ସ୍କୁଲକୁ ସାମୟିକ ଭାବେ ବନ୍ଦ କରିଦିଆଯାଇଛି। ଉକ୍ତ ସ୍କୁଲଗୁଡ଼ିକର ପିଲାମାନଙ୍କୁ ଅନ୍‌ଲାଇନ ମୋଡ୍‌ରେ ପାଠପଢ଼ା...

ପୁଟିନ୍‌ଙ୍କ ଭାରତ ଗସ୍ତ ଅନ୍ତରାଳେ

ଭାରତକୁ ଆମେରିକା ନାଲିଆଖି ଦେଖାଇ ଟାରିଫ ବୃଦ୍ଧି କରିଛି। ଏହାସହ ଭାରତ-ରଷିଆ ସମ୍ପର୍କକୁ ନେଇ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଘୋର ଅସନ୍ତୁଷ୍ଟ। ଏଭଳି ଏକ...

ଓଡ଼ିଶାରେ ବଢୁଛି ଓ୍ବେଷ୍ଟର୍ନ ପର୍ଯ୍ୟଟକଙ୍କ ସଂଖ୍ୟା: ୫ବର୍ଷରେ ୭ଗୁଣ ବୃଦ୍ଧି

ଭୁବନେଶ୍ୱର,୮୧୨(ରବିନାରାୟଣ ଜେନା):ରାଜ୍ୟର ପର୍ଯ୍ୟଟନ ଭିତ୍ତିଭୂମି ପ୍ରତି ଆକୃଷ୍ଟ ହୋଇ ବିଦେଶରୁ ଆସୁଥିବା ପର୍ଯ୍ୟଟକଙ୍କ ମଧ୍ୟରେ ଓ୍ବେଷ୍ଟର୍ନ ୟୁରୋପ ପର୍ଯ୍ୟଟକଙ୍କ ସଂଖ୍ୟା ଦିନକୁ ଦିନ ବଢୁଛି ।...

ଓଟିଇଟି ପ୍ରଶ୍ନପତ୍ର ଲିକ୍‌ ମାମଲାର ତଦନ୍ତ ଅଧିକାରୀଙ୍କ ଭିଆର୍‌ଏସ୍‌ ଆବେଦନ

ଭୁବନେଶ୍ୱର,୮ା୧୨(ତ୍ରିନାଥ ମହାନ୍ତି): ଚଳିତବର୍ଷର ବହୁ ଚର୍ଚ୍ଚିତ ଓଟିଇଟି ପ୍ରଶ୍ନପତ୍ର ଲିକ୍‌ ଓ ଭାଇରାଲ ମାମଲାର ତଦନ୍ତ କରୁଥିବା ତଦନ୍ତକାରୀ ଅଧିକାରୀ ସିଆଇଡି ଡିଏସ୍‌ପି ସରୋଜକାନ୍ତ ମହନ୍ତ...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri