Posted inଖେଳ

ଏତେ ଛୋଟ ବୟସରୁ ଅତି ଚମତ୍କାର ଢଙ୍ଗରେ ଖେଳୁଛନ୍ତି ଟେବୁଲ ଟେନିସ, ଭିଡିଓ ଦେଖିଲେ ହୋଇଯିବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୬।୨: ଛୋଟ ପିଲାଙ୍କ ହରକତ୍‌କୁ ଦେଖିଲେ ବହୁତ ଭଲ ଲାଗେ। ସୋସିଆଲ ମିଡିଆରେ ଏଭଳି ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି, ଯେଉଁଥିରେ ଏକ ଛୋଟ ଝିଅକୁ ଅତି ଚମତ୍କାର ଢଙ୍ଗରେ ଟେବୁଲ ଟେନିସ ଖେଳୁଥିବା ଦେଖିବାକୁ ମିଳୁଛି । ଭାଇରାଲ ହେଉଥିବା ଭିଡିଓରେ ଏହା ଦେଖିବାକୁ ମିଳିଛି ଯେ ଏକ ଛୋଟ ଝିଅ ଟେବୁଲ ଟେନିସ ଖେଳୁଛି। ଯାହାକୁ ଦେଖିଲେ ଆପଣ ଆଶ୍ଚର୍ଯ୍ୟ ହୋଇଯିବେ। ଯେପରି ଭାବେ ଛୋଟ ଝିଅଟି ଖେଳୁଛି ଲାଗୁଛି ସେ ଏହି ଖେଳରେ ଅଭିଜ୍ଞ। ଥରେ ଭିଡିଓ ଦେଖିବା ପରେ ବି ବାରମ୍ବାର ଦେଖିବାକୁ ଇଚ୍ଛା ହେବ। ଝିଅର ଖେଳକୁ ବହୁତ ପ୍ରଶଂସା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଚୋର-ପୋଲିସ୍‌ର ଖେଳ ସୋସିଆଲ୍‌ ମିଡିଆରେ ଭାଇରାଲ୍‌: ଚାରି ଥାନାର ପୋଲିସ୍‌କୁ ପାଣି ପିଆଇ…

ପୁରୁଷୋତ୍ତମପୁର, ୧୭।୮ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଘଟିଥିବା ଚୋର-ପୋଲିସ୍‌ ଲଢ଼େଇ ଏବେ ସୋସିଆଲ୍‌ ମିଡିଆରେ ଖୁବ୍‌ ଭାଇରାଲ୍‌ ହେବାରେ ଲାଗିଛି। ଗତ ଶୁକ୍ରବାର…

ସ୍ତ୍ରୀଙ୍କୁ ହତ୍ୟା କରି ହୋଇଥିଲେ ଫେରାର, ୪ ବର୍ଷ ପରେ ମିଳିଲା ଦଣ୍ଡ

ପାରଳାଖେମୁଣ୍ଡି,୧୭।୮(ଗିରିଧାରୀ ପରିଛା) : ଝିଅର ଚିକିତ୍ସାକୁ ନେଇ ପତ୍ନୀଙ୍କ ସହ ବଚସାରୁ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି । ଗଜପତି ଜିଲା…

ଭାଜପାର ନୂଆ ଟିମ୍‌ରେ ଓଡ଼ିଶାର ଏହି ୨ ନେତା ସାମିଲ: ଜାଣନ୍ତୁ କିଏ କିଏ

ଭୁବନେଶ୍ୱର,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

୨୨ ଅଗଷ୍ଟରୁ ତ୍ରିଗ୍ରହୀ ଯୋଗର ପ୍ରଭାବ: ଏହି ୪ ରାଶି ଲୋକଙ୍କ ଭାଗ୍ୟରେ ନୂଆ ମୋଡ଼, ଜାଣନ୍ତୁ କ’ଣ ଘଟିବ…

ଜ୍ୟୋତିଷୀୟ ଗଣନା ଅନୁଯାୟୀ, ଅଗଷ୍ଟ ୨୦୨୬ରେ ସିଂହ ରାଶିରେ ୩ଟି ଗ୍ରହର ଯୁତି ଗଠିତ ହେବାକୁ ଯାଉଛି। ପ୍ରଥମେ କେତୁ ସିଂହ ରାଶିରେ ଅବସ୍ଥିତ ରହିବେ। ଏହାପରେ…

ଗୁଣ୍ଡା ସାହୁ ଅପହରଣ ମାମଲା: ଗିରଫ ୪ ଅଭିଯୁକ୍ତ କୋର୍ଟ ଚାଲାଣ , ଜାମିନ ନାମଞ୍ଜୁର ହେବାରୁ

ବଲାଙ୍ଗୀର, ୧୭।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ଓରଫ୍ ଗୁଣ୍ଡା ସାହୁ ଅପହରଣ ମାମଲାରେ ଗିରଫ ହୋଇଥିବା ୪ ଜଣ ଅଭିଯୁକ୍ତଙ୍କୁ ବଲାଙ୍ଗୀର ପୋଲିସ…

୨ ବର୍ଷର ବନବାସର ଘଟିଲା ଅନ୍ତ: ସ୍ମୃତିଙ୍କୁ ମିଳିଲା…

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ଦ୍ୱାରା ଘୋଷଣା କରାଯାଇଥିବା ନୂତନ ଦଳରେ, ପୂର୍ବତନ ଏମ୍‌ପି ଏବଂ କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ…

ନୂଆ ଟିମ୍‌ ଘୋଷଣା ପରେ ପ୍ରତିକ୍ରିୟା ରଖିଲେ ନୀତିନ ନବୀନ, କହିଲେ…

ନୂଆଦିଲ୍ଲୀ,୧୭।୮: ନୂଆ ଟିମ୍‌ ଘୋଷଣା କରିବା ପରେ ଭାଜପା ସଭାପତି ନୀତିନ ନବୀନ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ସଭାପତି ନବନିଯୁକ୍ତ ଭାଜପା କାର୍ଯ୍ୟକର୍ତ୍ତାଙ୍କୁ…

ପିଉସାଙ୍କୁ ହତ୍ୟା କରି ପୋଡିଦେବା ଘଟଣା: ଜମି ବିବାଦ ନା ଗୁଣି ଗାରେଡି, ୨ ଜଣଙ୍କୁ…

ଦାରିଙ୍ଗବାଡି,୧୭।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ବାଡାବାଙ୍ଗା ପଞ୍ଚାୟତ ସିକନବାଡି ଗାଁରେ ଏକ ହତ୍ୟା ଘଟଣାର ପୋଲିସ ଖୁଲାସା କରିଛି। ହତ୍ୟାର ଶିକାର ହୋଇଛନ୍ତି ଉକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri