Posted inଖେଳ

‘ଏଥର ଇଂଲଣ୍ଡ ଫେଭରାଇଟ୍‌’

ନୂଆଦିଲ୍ଲୀ, ୨୭ା୫ (ପି.ଟି.)-ଆସନ୍ତା ଆଇସିସି ଦିନିକିଆ ବିଶ୍ୱକପ୍‌ରେ ଇଂଲଣ୍ଡ ଫେଭରାଇଟ୍‌ ଦଳ। କିନ୍ତୁ ଟାଇଟଲ ଦୌଡ଼ରେ ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟ ରହିଛନ୍ତି ବୋଲି ଅଷ୍ଟ୍ରେଲୀୟ ପେସ୍‌ କିମ୍ବଦନ୍ତୀ ଗ୍ଲେନ ମ୍ୟାକ୍‌ଗ୍ରା ପ୍ରକାଶ କରିଛନ୍ତି। ମ୍ୟାକ୍‌ ଗ୍ରା ୨୦୦୭ ବିଶ୍ୱକପ୍‌ ବିଜୟୀ ଅଷ୍ଟ୍ରେଲିଆ ଦଳର ଅନ୍ୟତମ ପ୍ରମୁଖ ସଦସ୍ୟ ଥିଲେ। ସେ ପ୍ଲେୟର ଅଫ୍‌ ଦି ଟୁର୍ନାମେଣ୍ଟ ମଧ୍ୟ ବିବେଚିତ ହୋଇଥିଲେ। ଏହାପରେ ସେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଇଥିଲେ। ଇଂଲଣ୍ଡର ଦିନିକିଆ ଦଳ ଏବେ ଭଲ ଫର୍ମରେ ରହିଛି। ଦଳର ପ୍ରଦର୍ଶନ ମୋତେ ପ୍ରଭାବିତ କରିଛି। କେତୋଟି ମ୍ୟାଚରେ ସେମାନେ ବଡ଼ ସ୍କୋର ମଧ୍ୟ କରିଛନ୍ତି। ମ୍ୟାକ୍‌ଗ୍ରା ବର୍ତ୍ତମାନ ଚେନ୍ନାଇସ୍ଥିତ ଏମ୍‌ଆର୍‌ଏଫ୍‌ ପେସ୍‌ ଫାଉଣ୍ଡେଶନରେ ଡାଇରେକ୍ଟର ଅଫ୍‌ କ୍ରିକେଟର ଭବେ କାର୍ଯ୍ୟରତ। ସେ କହିଛନ୍ତି ଇଂଲଣ୍ଡକୁ ଚ୍ୟାଲେଞ୍ଜ ଦେବାର ସାମର୍ଥ ଭାରତ ଓ ଅଷ୍ଟ୍ରେଲିଆ ନିକଟରେ ରହିଛି। ଏଥର ବିଶ୍ୱକପ୍‌ରେ ଦକ୍ଷିଣ ଆଫ୍ରିକା, ଓ୍ବେଷ୍ଟଇଣ୍ଡିଜ ଏବଂ ପାକିସ୍ତାନ ଦଳଠାରୁ ଭଲ ପ୍ରଦର୍ଶନ ଆଶା କରାଯାଏ। କିନ୍ତୁ ଅଷ୍ଟ୍ରେଲିଆ ଫାଇନାଲ ଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍ଧବିଶ୍ୱାସ ଦୂରେଇବା ଲାଗି ପ୍ରୟାସ, ରଣଝାଲିରେ ପୋଲିସ ପଇଁତରା ମାରି…

ପୁରୁଷୋତ୍ତମପୁର,୧୨ା୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ରଣଝାଲି ଗ୍ରାମରେ ଗୁଣିଗାରେଡ଼ି ସନ୍ଦେହରେ ଘଟିଯାଇଥିବା ଅଭାବନୀୟ ଘଟଣାକୁ ନେଇ ପୁରୁଷୋତ୍ତମପୁର ପୋଲିସ ପକ୍ଷରୁ ଏକ ସଚେତନତା…

୧୨ ଗାଁରେ ମହିଳାଙ୍କ ମଦ ବିରୋଧୀ ଆନ୍ଦୋଳନ, ଥାନାଧିକାରୀଙ୍କୁ ଦାବିପତ୍ର ପ୍ରଦାନ କରି…

ଝରିଗାଁ,୧୨ା୯(କିଶୋର ଚନ୍ଦ୍ର ମଣ୍ଡଳ): ମଦ ବିରୋଧରେ ମହିଳାଙ୍କ ମହାମେଳି। ବେଆଇନ ମଦ ରନ୍ଧା ଏବଂ ବିକ୍ରି ବନ୍ଦ ପାଇଁ ଏକାଠି ହେଲେ ୧୨ଟି ଗ୍ରାମର ମହିଳା। ନବରଙ୍ଗପୁର…

ଚୋରି ଯାଇଥିବା ମୂଲ୍ୟବାନ ଜିନିଷ ଉଦ୍ଧାର, ଜଣଙ୍କୁ ଗିରଫ କରି…

ଗୁଡ଼ାରି,୧୨ା୯(ପ୍ରମୋଦ କୁମାର ପତି): ଗୁଡାରି ପୋଲିସ ଦ୍ୱାରା ଚୋରି ବାଇକ ଉଦ୍ଧାର ହେବା ସହ ଘଟଣାରେ ସମ୍ପୃକ୍ତ ଥାନା ଅନ୍ତର୍ଗତ ସୁନାପାଲି ଗ୍ରାମର ସିଦ୍ଧାନ୍ତ ପାଲକାକୁ ଗିରଫ…

ବେଆଇନ ବନ୍ଧୁକ କାରଖାନା ଠାବ: ୫ଟି ଦେଶୀ ବନ୍ଧୁକ ସହ ୩ ଗିରଫ

ଭଞ୍ଜନଗର, ୧୨।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ତାରସିଂ ଥାନା ପୋଲିସ ଏକ ବେଆଇନ ଦେଶୀ ବନ୍ଧୁକ ନିର୍ମାଣ ୟୁନିଟ୍‌ ଉପରେ ଶୁକ୍ରବାର ରାତିରେ ଚଢ଼ଉ କରି…

BRICS : ‘ପ୍ରତ୍ୟେକ ଦେଶର ସ୍ବର ଶୁଣାଯିବା ଉଚିତ; କିଛି ରାଷ୍ଟ୍ର ନେଉଛନ୍ତି ନିଷ୍ପତ୍ତି’ ପ୍ରଧାନମନ୍ତ୍ରୀଙ୍କ ଏହି କଥା ମଧ୍ୟରେ ଲୁଚି ରହିଛି ଏକ ଗୁପ୍ତ ବାର୍ତ୍ତା

ନୂଆଦିଲ୍ଲୀ,୧୨।୯: BRICS ସମ୍ମିଳନୀ ୨୦୨୬କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ଏହି ବାର୍ତ୍ତା ଦେଇଥିଲେ ଯେ, ଏହି ସଂଗଠନ ସମସ୍ତଙ୍କୁ ସାଙ୍ଗରେ ନେଇ ଆଗକୁ ବଢ଼ିବାକୁ ପ୍ରୟାସ କରୁଛି।…

Video: ଏମିତି କ’ଣ କହିଲେ ମାଲେସିଆ ପ୍ରଧାନମନ୍ତ୍ରୀ ଯେ ହସି ପକାଇଲେ ମୋଦି, ଦେଖନ୍ତୁ ମଜାଦାର ଭିଡ଼ିଓ

ନୂଆଦିଲ୍ଲୀ,୧୨।୯: ମାଲେସିଆର ପ୍ରଧାନମନ୍ତ୍ରୀ ଅନୱାର ଇବ୍ରାହିମ ୧୮ତମ ବ୍ରିକ୍ସ (BRICS) ସମ୍ମିଳନୀରେ ଯୋଗଦେବା ପାଇଁ ଭାରତରେ ପହଞ୍ଚିଛନ୍ତି। ସେ ହାଇଦ୍ରାବାଦ ହାଉସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ…

ଓରାଙ୍ଗଉଟାନ ଲିଙ୍କ୍‌ରେ ନୂଆ ସିସିଟିଭି ଫୁଟେଜ୍‌: ସାମ୍ନାକୁ ଆସିଲା ରାତିଅଧର…

ଜଳେଶ୍ୱର, ୧୨।୯: ଓରାଙ୍ଗଉଟାନ ଚାଲାଣ ଲିଙ୍କ୍‌ ନେଇ ଚାଲିଥିବା ଛାନଭିନ୍‌ ମଧ୍ୟରେ ନୂଆ ସିସିଟିଭି ଫୁଟେଜ୍‌ ସାମ୍ନାକୁ ଆସିଛି। ଦୀଘାର ଜଣେ ସନ୍ଦିଗ୍ଧ ହୋଟେଲ ସମ୍ମୁଖରେ ଲାଗିଥିବା…

ଉତ୍ସବମୁଖର ପଶ୍ଚିମ ଓଡ଼ିଶା: ହାଟବଜାରରେ ନାହିଁ ନ ଥିବା ଭିଡ଼, ମୁଖ୍ୟ ଆକର୍ଷଣ ପାଲଟିଛି…

ରିଷିଡ଼ା,୧୨ା୯(ସୁଶାନ୍ତ ମଲ୍ଲିକ): ପଶ୍ଚିମ ଓଡ଼ିଶାର ମହାନ କୃଷିଭିତ୍ତିକ ଗଣପର୍ବ ‘ନୂଆଖାଇ’ ପାଇଁ ଏବେ ପୁରପଲ୍ଲୀ ଉତ୍ସବମୁଖର। ଇଷ୍ଟଦେବୀଙ୍କ ନିକଟରେ ନବାନ୍ନ ଲାଗି ହେବାକୁ ଥିବା ବେଳେ ଘରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?