Posted inଜାତୀୟ

ଏଥର ଜନ୍ମଦିନ ପାଳିବେ ନାହିଁ ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ, ୧୯।୬: ବିହାରରେ ମସ୍ତିଷ୍କ ଜ୍ୱରରେ ୧୩୦ ଶିଶୁ ମୃତ୍ୟୁବରଣ କଲେଣି। କେବଳ ବିହାରରେ ନୁହେଁ, ଏହି ଘଟଣାରେ ସାରା ଦେଶରେ ଶୋକର ଛାୟା ଖେଳିଯାଇଛି। ଶିଶୁ ମୃତ୍ୟୁ ଯୋଗୁ ଏଥର ଜନ୍ମଦିନ ପାଳନ କରିବେ ନାହିଁ ବୋଲି ନିଷ୍ପତ୍ତି ନେଇଛନ୍ତି କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ। ଜନ୍ମଦିନରେ ସେ କେବଳ ପାର୍ଟି କାର୍ଯ୍ୟକର୍ତ୍ତା ଏବଂ ଛୋଟ ପିଲାଙ୍କୁ ଭେଟିବେ। ସୂଚନାଯୋଗ୍ୟ, ଆଜି ରାହୁଲଙ୍କ ୪୯ତମ ଜନ୍ମଦିନ। ସକାଳୁ ସେ ପାର୍ଟି ଅଫିସକୁ ଆସି କାର୍ଯ୍ୟକର୍ତ୍ତାଙ୍କୁ ଭେଟୁଛନ୍ତି। ରାହୁଲଙ୍କ ଜନ୍ମଦିନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ଶୁଭକାମନା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୮୬ ଯାତ୍ରୀଙ୍କୁ ନେଇ ଯାଉଥିଲା ବିମାନ, ମଝି ଆକାଶରେ ଘଟିଲା…

ନୂଆଦିଲ୍ଲୀ,୭।୯: ସୋମବାର କୁଆଲାଲମ୍ପୁରରୁ ଜେଦ୍ଦା ଯାଉଥିବା ମାଲେସିଆ ଏୟାରଲାଇନ୍ସର ଏକ ବିମାନର ଇଞ୍ଜିନରେ ବୈଷୟିକ ତ୍ରୁଟି ଦେଖାଦେବାରୁ ଏହାକୁ ଚେନ୍ନାଇ ଅଭିମୁଖେ ଡାଇଭର୍ଟ କରାଯାଇଥିଲା। ବିମାନରେ ୧୮୬…

ଭାରତରେ ସୁନା ଆମଦାନୀରେ ବମ୍ପର ହ୍ରାସ, PM ମୋଦିଙ୍କ ଅପିଲ ନା ଆଉ କିଛି କାରଣ? ଜାଣନ୍ତୁ…

ନୂଆଦିଲ୍ଲୀ,୭।୯: ଭାରତରେ ସୁନାର ଚାହିଦା ଏବଂ ଆମଦାନୀକୁ ନେଇ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳୁଛି। ପ୍ରକାଶିତ ତଥ୍ୟ ଅନୁସାରେ, ଅଗଷ୍ଟ ମାସରେ ଭାରତର ସୁନା ଆମଦାନୀ ବାର୍ଷିକ…

ଉପନିର୍ବାଚନ ଘୋଷଣା: ଏହି ସିଟ୍‌ରୁ ନିର୍ବାଚନ ଲଢିବେ ମମତା ବାନାର୍ଜୀ! ରାଜନୀତିରେ ଚହଳ

କୋଲକାତା,୭।୯: ୪ଟି ରାଜ୍ୟର ୬ଟି ଆସନରେ ଉପନିର୍ବାଚନନ ପାଇଁ ନିର୍ବାଚନ କମିଶନ ଘୋଷଣା କରିଛନ୍ତି। ଏହି ଆସନଗୁଡ଼ିକରେ ଅକ୍ଟୋବର ୬ ତାରିଖରେ ଭୋଟଗ୍ରହଣ ହେବ ଏବଂ ଅକ୍ଟୋବର…

elections

ନିର୍ବାଚନ କମିଶନଙ୍କ ବଡ଼ ଘୋଷଣା: ୬ ଆସନରେ ହେବ ଉପନିର୍ବାଚନ; ଜାଣନ୍ତୁ କେବେ, କେଉଁଠି…

ନୂଆଦିଲ୍ଲୀ,୭।୯: ଦେଶର ୬ଟି ଆସନରେ ଉପନିର୍ବାଚନନ ପାଇଁ ତାରିଖ ଘୋଷଣା କରିଛନ୍ତି ନିର୍ବାଚନ କମିଶନ। ୪ଟି ରାଜ୍ୟ ଏବଂ ଗୋଟିଏ କେନ୍ଦ୍ରଶାସିତ ଅଞ୍ଚଳର ୫ଟି ବିଧାନସଭା ଆସନ…

ବଦଳିଲା ଗ୍ୟାସ ସିଲିଣ୍ଡର ବୁକିଂ ନିୟମ: ଏଣିକି ଏତିକି ଦିନରେ ମିଳିବ ନୂଆ ସିଲିଣ୍ଡର

ନୂଆଦିଲ୍ଲୀ, ୭।୯: ଗତ କିଛି ଦିନ ଧରି ଦେଶରେ ଗ୍ୟାସର ଅଭାବ ଦେଖାଦେଇଥିଲା। ଏହାକୁ ଦୃଷ୍ଟିରେ ରଖି ସରକାର ନିଷ୍ପତ୍ତି ନେଇଥିଲେ ଯେ, ଗୋଟିଏ ଗ୍ୟାସ ସିଲିଣ୍ଡର…

ଛାତିଥରା ହତ୍ୟାକାଣ୍ଡ; ସ୍ତ୍ରୀଙ୍କ ମୁଣ୍ଡକୁ କାଟି ଫ୍ରିଜରେ ରଖିଲେ ସ୍ବାମୀ, ଆଙ୍ଗୁଠିକୁ…..

ଗୁଆହାଟୀ,୭।୯: ଆସାମର ଗୁଆହାଟୀରୁ ସାମ୍ନାକୁ ଆସିଛି ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ । ବିବାହର ମାତ୍ର କିଛି ମାସ ପରେ ୨୫ ବର୍ଷୀୟା ରିୟା ତାଲୁକଦାରଙ୍କ ମୃତଦେହ ତାଙ୍କ…

ସତ୍ୟ ନିକେତନ ଘଟଣା: ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ, ୫ MCD ଅଧିକାରୀ ନିଲମ୍ବିତ

ନୂଆଦିଲ୍ଲୀ,୭।୯: ଦିଲ୍ଲୀର ସତ୍ୟ ନିକେତନରେ କୋଠା ଭୁଶୁଡ଼ିବା ଘଟଣାରେ ଦିଲ୍ଲୀ ମ୍ୟୁନିସିପାଲ କର୍ପୋରେନ (MCD) ଦ୍ୱାରା ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଦକ୍ଷିଣ ଜୋନର ପାଞ୍ଚ ଜଣ…

ଦିଲ୍ଲୀ ଘଟଣା: ମୃତକଙ୍କ ପରିବାରକୁ ୧ କୋଟି କ୍ଷତିପୂରଣ ସହ ସରକାରୀ ଚାକିରି ଦାବି

ନୂଆଦିଲ୍ଲୀ,୭।୯: ଦିଲ୍ଲୀର ସତ୍ୟ ନିକେତନରେ କୋଠା ଭୁଶୁଡ଼ି ପ୍ରାଣ ହରାଇଥିବା ଲୋକଙ୍କ ପରିବାର ସମ୍ପର୍କରେ ଭାରତୀୟ ଜାତୀୟ କଂଗ୍ରେସର ଉତ୍ତର ପ୍ରଦେଶ ୟୁନିଟ ସଭାପତି ଅଜୟ ରାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri