Posted inଜାତୀୟ

ଏଥର ବିଳମ୍ବରେ ଆସିବ ମୌସୁମୀ

ନୂଆଦିଲ୍ଲୀ,୧୫।୫: ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ ଚଳିତ ବର୍ଷ ମୌସୁମୀ ବିଳମ୍ବରେ କେରଳ ଛୁଇଁବ। ସାଧାରଣତଃ ଏହା ଜୁନ୍‌ ୧ରେ କେରଳ ଛୁଉଁଥିବା ବେଳେ ଏଥର ଏହା ସାମାନ୍ୟ ବିଳମ୍ବରେ ଅର୍ଥାତ୍‌ ଜୁନ୍‌ ୫ ବେଳକୁ କେରଳ ଛୁଇଁବ ବୋଲି ଅନୁମାନ କରିଛି ପାଣିପାଗ ବିଭାଗ। ତେବେ ଏହାର ୪-୫ ଦିନ ଏପଟ ସେପଟ ହୋଇପାରେ ବୋଲି ମଧ୍ୟ କୁହାଯାଇଛି। ସୂଚନାଯୋଗ୍ୟ, ଗତବର୍ଷ ମଧ୍ୟ ୫ ଦିନ ବିଳମ୍ବରେ ଅର୍ଥାତ୍‌ ଜୁନ୍‌ ୬ରେ କେରଳ ଛୁଇଁଥିଲା ଦକ୍ଷିଣ ପଶ୍ଚିମ ବୌସୁମୀ ବାୟୁ।


Enter your email to get our daily news in your inbox.

All Right Reserved By Dharitri.Com

ଏକକାଳୀନ ଫାଟିଲା ଅନେକ ସ୍ମାର୍ଟ ମିଟର, ଦୁଇ ଶିଶୁଙ୍କ ସହ ଜଳିଗଲେ ୪ ଜଣ

ସୁଲତାନପୁର,୨୨।୮: ଉତ୍ତର ପ୍ରଦେଶ ସୁଲତାନପୁରର ଆବାସ ବିକାଶ କଲୋନୀର ପାଣି ଟାଙ୍କି ନିକଟରେ, ସାତଟି ପୃଥକ ଘରେ ସ୍ଥାପିତ ସ୍ମାର୍ଟ ମିଟର, ଏକାସଙ୍ଗେ ବିସ୍ଫୋରଣ ହେବାରୁ ଗୋଟିଏ…

ବିଜୟ ସରକାର ଏହି ପିଲାମାନଙ୍କୁ ଦେବେ ବଡ଼ ଉପହାର; ଅଳଙ୍କାର ବ୍ୟବସାୟୀମାନଙ୍କୁ ଦିଆଯାଇଛି ଅର୍ଡର

ଚେନ୍ନାଇ,୨୨।୮: ମୁଖ୍ୟମନ୍ତ୍ରୀ ବିଜୟ ତାମିଲନାଡୁ ସମ୍ପର୍କରେ ଏକ ବଡ଼ ଘୋଷଣା କରିଛନ୍ତି। ସେ ନବଜାତ ଶିଶୁଙ୍କ ପାଇଁ ‘ଥାଇମାମାନ ସୁନା ମୁଦି ଯୋଜନା’ ଆରମ୍ଭ କରିଛନ୍ତି। ଗୁରୁତ୍ୱପୂର୍ଣ୍ଣ…

‘ବନ୍ଦେ ମାତରମ୍‌’କୁ ନେଇ ଏମିତି କହିଲେ ଧର୍ମେନ୍ଦ୍ର, ଉଠିଲାଣି ରାଜନୈତିକ ଝଡ଼

ନୂଆଦିଲ୍ଲୀ,୨୨।୮: ବନ୍ଦେ ମାତରମ ଉପରେ କଂଗ୍ରେସ କାର୍ଯ୍ୟକାରିଣୀ (CWC) ପ୍ରସ୍ତାବ ଉପରେ ପ୍ରତିକ୍ରିୟା ଦେଇ, ଭାଜପା ସାଂସଦ ଧର୍ମେନ୍ଦ୍ର ପ୍ରଧାନ ଶନିବାର (୨୨ ଅଗଷ୍ଟ) ଓଡ଼ିଶାର ତାଳଚେରରେ…

ମହଙ୍ଗା ପଡ଼ିବ ସରକାରୀ ଜମି ଜବରଦଖଲ: ପୁଣି କବ୍‌ଜା କଲା ବିଡିଏ

ଭୁବନେଶ୍ୱର,୨୨ା୮(ରବିନାରାୟଣ ଜେନା):ଶଙ୍କରପୁର ମୌଜାରେ ସରକାରୀ ଜମି ଜବରଦଖଲ କରିବା ଏବଂ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ)ର ପାଚେରି ଭାଙ୍ଗିବା ଜଣେ ଜବରଦଖଲକାରୀଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହେବ। ଏନେଇ…

କେବେ ଭାରତ ଆସିବେ ବାଂଲାଦେଶୀ ପ୍ରଧାନମନ୍ତ୍ରୀ? ଆସିଲା ନୂଆ ତାରିଖ

ନୂଆଦିଲ୍ଲୀ,୨୨।୮: ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହkସିନାଙ୍କ ବହିଷ୍କାର ଏବଂ ଭାରତରେ ଆଶ୍ରୟ ନେବା ମଧ୍ୟରେ, ବାଂଲାଦେଶୀ ପ୍ରଧାନମନ୍ତ୍ରୀ ତାରିକ ରହମାନ ଅଗଷ୍ଟ 23 ରୁ 25 ମଧ୍ୟରେ…

ଆତ୍ମହତ୍ୟା ପାଇଁ ପାହାଡ଼ ଧାରରେ ଠିଆ ହୋଇଥିଲେ ଯୁବକ, ପୁଅକୁ ବଞ୍ଚାଇବାକୁ ଯାଇ ଚାଲିଗଲା ମା’ବାପାଙ୍କ ଜୀବନ

ଔରଙ୍ଗାବାଦ, ୨୨।୮: ମହାରାଷ୍ଟ୍ରର ଖାଭ୍ୟଡା ଡୋଙ୍ଗରର ଏକ ବିପଦପୂର୍ଣ୍ଣ ପାହାଡ଼ରୁ ଡେଇଁ ଆତ୍ମହତ୍ୟା କରିବାକୁ ଯାଉଥିବା ୧୮ବର୍ଷୀୟ ପୁଅକୁ ବଞ୍ଚାଇବାକୁ ଯାଇ ଜୀବନ ହାରିଛନ୍ତି ମା’ବାପା। ପଥର…

ମିତ୍ର ଦେଶ କାନାଡାକୁ ଶକ୍ତ ଝଟକା ଦେଲେ ଟ୍ରମ୍ପ!

ଓ୍ବାଶିଂଟନ,୨୨।୮: ଡୋନାଲ୍ଡ ଟ୍ରମ୍ପ ଆମେରିକାର ଘନିଷ୍ଠ ସହଯୋଗୀ ଏବଂ ବନ୍ଧୁ କାନାଡା ଉପରେ ‘ଶୁଳ୍କ ବୋମା’ ପକାଇଛନ୍ତି। ବାଣିଜ୍ୟ ଚୁକ୍ତି ଆଲୋଚନା ସମୟରେ ଦୁଇ ରାଷ୍ଟ୍ର ଏକ…

ଉଚ୍ଚ ଶ୍ରେଣୀରେ କମୁଛି ଛାତ୍ରୀଛାତ୍ରଙ୍କ ଆନନ୍ଦଦାୟକ ସ୍ଥିତି

ମୁମ୍ବାଇ, ୨୨ା୮ : ଭାରତରେ ଛାତ୍ରୀଛାତ୍ରଙ୍କ ବର୍ଷକୁ ବର୍ଷ ଶ୍ରେଣୀ ବୃଦ୍ଧି ପାଇବା ସହ ସେମାନଙ୍କ ମାନସିକ ସ୍ବାସ୍ଥ୍ୟ ଏବଂ ଆତ୍ମବିଶ୍ୱାସରେ ହ୍ରାସ ପାଉଥିବା ଏକ ନୂତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri