Posted inଜାତୀୟ

ଏନକାଉଣ୍ଟରରେ ଜଣେ ଆତଙ୍କବାଦୀ ନିହତ

ଶ୍ରୀନଗର, ୩୧।୫: ଜାମ୍ମୁ-କାଶ୍ମୀର ସୋପିଆନରେ ଶୁକ୍ରବାର ଏନକାଉଣ୍ଟରେ ଜଣେ ଆତଙ୍କବାଦୀ ନିହତ ହୋଇଛନ୍ତି। ଦ୍ରାଗତ ସୁଗାନ ଅଞ୍ଚଳରେ କିଛି ଆତଙ୍କବାଦୀ ଲୁଚି ରହିଥିବା ନେଇ ସେନାକୁ ସୂଚନା ମିଳିବା ପରେ ପକ୍ଷରୁ ସମ୍ପୃକ୍ତ ଅଞ୍ଚଳରେ ସର୍ଚ୍ଚ ଅପରେଶନ ଆରମ୍ଭ କରାଯାଇଥିଲା। ଭାରତୀୟ ଯବାନ ଏବଂ ଆତଙ୍କବାଦୀଙ୍କ ଗୁଳିବିନିମୟ ଘଟିଥିଲା। ଏଥିରେ ଜଣେ ଆତଙ୍କବାଦୀ ଟଳିପଥିଲେ। ଏବେ ମଧ୍ୟରେ ସେଠାରେ ସର୍ଚ୍ଚ ଅପରେଶନ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ହିନ୍ଦୀ ନ କହିବାରୁ କନ୍ନଡ଼ ଅଭିନେତ୍ରୀଙ୍କୁ ଆକ୍ରମଣ

ବେଙ୍ଗାଲୁରୁ, ୨୦।୪: କନ୍ନଡ଼ ଅଭିନେତ୍ରୀ ହର୍ଷିକା ପୁନାଚାଙ୍କୁ ୨ ଦିନ ତଳେ କେତେଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଶୁକ୍ରବାର ସେ ନିଜ ଫେସବୁକରେ ପୋଷ୍ଟ କରି...

୧୦୨ ଆସନରେ ୬୦% ମତଦାନ

ନୂଆଦିଲ୍ଲୀ,୨୦ା୪(ପି.ଟି.): ୨୧ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୧୦୨ଟି ଆସନରେ ପ୍ରଥମ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଭୋଟିଂ ଶେଷ ସୁଦ୍ଧା...

‘ଦୂରଦର୍ଶନର ଗୈରିକୀକରଣ’

ନୂଆଦିଲ୍ଲୀ,୨୦ା୪: ସରକାରୀ ନ୍ୟୁଜ୍‌ ଚ୍ୟାନେଲ୍‌ ‘ଡିଡି ନ୍ୟୁଜ୍‌’ ଏହାର ନୂଆ ଲୋଗୋ ଉନ୍ମୋଚନ କରିବା ପରେ ଏହାକୁ ନେଇ ସୋସିଆଲ ମିଡିଆରେ ଜୋର୍‌ଦାର ପ୍ରତିକ୍ରିୟା ପ୍ରକାଶ...

ପ୍ରଧାନମନ୍ତ୍ରୀ ମୋଦିଙ୍କ ବିପକ୍ଷରେ ପ୍ରାର୍ଥୀ ବଦଳାଇଲା ବିଏସ୍‌ପି

ଲକ୍ଷ୍ନୌ,୧୯।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ବିଏସ୍‌ପି ଏହାର ପ୍ରାର୍ଥୀଙ୍କ ଆଉ ଏକ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ ମୋଟ ୧୧ ଜଣ...

କଂଗ୍ରେସ ପ୍ରାର୍ଥୀ ପାଇଁ ପ୍ରଚାର କଲେ ଶାହାରୁଖ ଖାନ୍‌! ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୯।୪: କଂଗ୍ରେସ ପାଇଁ ପ୍ରଚାର କଲେ ବଲିଉଡର କିଙ୍ଗ ଖାନ୍‌ ଶାହରୁଖ ଖାନ୍‌। ଆଗାମୀ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ଷ୍ଟାର...

‘ଭାଜପାର ପ୍ରଥମ ଦିନ ଫ୍ଲପ୍‌ ହୋଇଗଲା’

ଲକ୍ଷ୍ନୌ,୧୯।୪: ସମାଜବାଦୀ ପାର୍ଟୀ ନେତା ଅଖିଳେଶ ଯାଦବ ଲୋକ ସଭା ନିର୍ବାଚନର ପ୍ରଥମ ଦିନର ଭୋଟିଂକୁ ନେଇ ଭାଜପାକୁ କଟାକ୍ଷ କରିଛନ୍ତି। ଭାଜପାର ପ୍ରଥମ ଦିନ...

ମେଣ୍ଟକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ଏମିତି…

ନୂଆଦିଲ୍ଲୀ,୧୯।୪: ଦେଶରେ ଆରମ୍ଭ ହୋଇଛି ଲୋକ ସଭା ନିର୍ବାଚନର ମହାପର୍ବ। ଏହାରି ଭିତରେ ୩ ଦଳ ଭୋଟରଙ୍କୁ ଆକର୍ଷିତ କରେଇବାକୁ ପୁରା ଜୋର ଲଗାଇ ଦେଇଛନ୍ତି।...

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri