Posted inଜାତୀୟ

 ଏନଟିଆର୍‌ ଥିଲେ ବାହୁବଳୀ; ମାତ୍ର ଚନ୍ଦ୍ରାବାବୁ କଟପ୍ପା: ସୁନୀଲ୍‌ ଦେଓଘର

ହାଇଦ୍ରାବାଦ୍‌,୩୧।୭: ତେଲୁଗୁ ଦେଶମ୍‌ ପାର୍ଟିର ସଂସ୍ଥାପକ ଏନ୍‌ଟିଆର୍‌ ବାହୁବଳୀ ଥିଲେ। ଅପରପକ୍ଷରେ ପୂର୍ବତନ ମୁଖ୍ୟମନ୍ତ୍ରୀ ଚନ୍ଦ୍ରାବାବୁ ନାଇଡୁ ହେଉଛନ୍ତି କଟପ୍ପା। ପ୍ରକୃତ ପକ୍ଷେ ଚନ୍ଦ୍ରାବାବୁ ହେଉଛନ୍ତି ଚନ୍ଦାବାବୁ। ଏଭଳି କହିଛନ୍ତି ରାଜ୍ୟ ଭାଜପା ସହ-ପ୍ରଭାରୀ ସୁନୀଲ୍‌ ଦେଓଘର। ରାଜ୍ୟରେ ଓ୍ବାଇଏସ୍‌ଆର୍‌ କଂଗ୍ରେସ ତଥା ଜଗନମୋହନ ରେଡ୍ଡୀଙ୍କର କୌଣସି ବିକଳ୍ପ ନାହିଁ। ତେଣୁ ଲୋକେ ଓ୍ବାଇଏସ୍‌ଆର୍‌ କଂଗ୍ରେସକୁ ବହୁମତରେ ବିଜୟୀ କରାଇଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

LPG ପରେ ଏବେ ପେଟ୍ରୋଲ-ଡିଜେଲକୁ ନେଇ ବଡ଼ ଖବର, ଜାରି ହେଲା ନୂଆ ମୂଲ୍ୟ

ନୂଆଦିଲ୍ଲୀ,୧।୮: ଆଜିଠାରୁ ନୂତନ ମାସ ଅର୍ଥାତ୍‌ ଅଗଷ୍ଟ ୧, ୨୦୨୬ର ଶୁଭାରମ୍ଭ ହୋଇଯାଇଛି। ସକାଳୁ ସକାଳୁ ଯେଉଁଠାରେ କମର୍ସିଆଲ ଏଲପିଜି ସିଲିଣ୍ଡରର ଦର ହ୍ରାସ ପାଇଥିବାର ଖବର…

ନୂଆ ମାସ, ନୂଆ ନିୟମ! ଅଗଷ୍ଟ ୧ରୁ ବଦଳିଲା ଅନେକ ବ୍ୟବସ୍ଥା, ଜାଣନ୍ତୁ କ’ଣ କ’ଣ…

ନୂଆଦିଲ୍ଲୀ,୧।୮: ପ୍ରତି ମାସର ପ୍ରଥମ ଦିନ ପରି ଅଗଷ୍ଟ ମାସ ମଧ୍ୟ ଏହା ସହିତ କିଛି ପରିବର୍ତ୍ତନ ନେଇ ଆସୁଛି, ଯାହା ଆମର ଏବଂ ଆପଣଙ୍କ ଜୀବନ…

ଅମରପାଲିରେ +୨ କଲେଜ ପ୍ରତିଷ୍ଠା ଦାବି: ୪୦ରୁ ଅଧିକ ଗ୍ରାମର ଛାତ୍ରୀଛାତ୍ର ହେବେ ଉପକୃତ

ଅମରପାଲି,୧ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର ଉପାନ୍ତ ଅଞ୍ଚଳ ଅମରପାଲିରେ ଏକ +୨ କଲେଜ ପ୍ରତିଷ୍ଠା ପାଇଁ ସ୍ଥାନୀୟ ଅଞ୍ଚଳବାସୀଙ୍କ ଦାବି ଜୋରଦାର ହେଉଛି। ଏହି…

ସ୍କୁଲ ପଡ଼ିଆରେ ମନ୍ଦିର ନିର୍ମାଣ ମସୁଧା, ତେଜିଲା ଅସନ୍ତୋଷ

ବରଗଡ଼,୧।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ଥିବା ରାଣାପ୍ରତାପ ହାଇସ୍କୁଲ ପଡ଼ିଆରେ ମନ୍ଦିର ନିର୍ମାଣ ମସୁଧା ଚାଲଛି। ଏଭଳି ଅଭିଯୋଗ କରି ସ୍କୁଲ ପରିଚାଳନା କମିଟି ଏବଂ ଶିକ୍ଷକ, ଅଭିଭାବକ…

ଗଜପତି ଝିଅ ସ୍ବାଗତିକାଙ୍କୁ ‘ମିସେସ୍‌ ଏସିଆ ୱାଲର୍‌ଡ-୨୦୨୬’ ସମ୍ମାନ: ଛୁଟୁଛି ଶୁଭେଚ୍ଛାର ସୁଅ

ପାରଳାଖେମୁଣ୍ଡି,୧ା୮(ଗିରିଧାରୀ ପରିଚ୍ଛା):ଗଜପତି ଜିଲାର ଝିଅ ସ୍ବାଗତିକା ପାଣିଗ୍ରାହୀ ଜିଲା ଓ ରାଜ୍ୟ ପାଇଁ ଗୌରବ ଆଣିଛନ୍ତି। ଆନ୍ତର୍ଜାତିକ ସ୍ତରରେ ‘ମିସେସ୍‌ ଏସିଆ ୱାଲର୍‌ଡ-୨୦୨୬’ରେ ସ୍ବାଗତିକା ସଫଳତା ସାଉଁଟିଛନ୍ତି।…

ମହାନଦୀରେ ବଡ଼ ବନ୍ୟା ସ୍ଥିତି: ଆଜି ଆକାଶମାର୍ଗରୁ ସ୍ଥିତି ପରଖିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,(ରବିନାରାୟଣ ଜେନା)/ ସମ୍ବଲପୁର,(ପ୍ରମୋଦ ବହିଦାର) ୧।୮: ରାଜ୍ୟରେ ଲଗାଣ ବର୍ଷା ଯୋଗୁ ସୃଷ୍ଟି ହୋଇଥିବା ବନ୍ୟା ଏବେ ଭୟଙ୍କର ରୂପ ନେଉଛି। କେଉଁଠି ଘରଦ୍ୱାର ଧୋଇ ନେଉଛି…

ମଧ୍ୟାହ୍ନ ଭୋଜନ ଛୁଟିରେ ଘରକୁ ଖାଇବାକୁ ଯିବା ବେଳେ ଅଣ ଛାତ୍ରଙ୍କ ଛୁରାମାଡ଼ରେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ

ଜୟପୁର,୧ା୮(ପବନ ପାଣିଗ୍ରାହୀ): ସ୍କୁଲରୁ ମଧ୍ୟାହ୍ନ ଭୋଜନ ଛୁଟିରେ ଘରକୁ ଖାଇବାକୁ ଯିବା ବେଳେ ଶୁକ୍ରବାର ୨ ଅଣ ଛାତ୍ରଙ୍କ ଛୁରାମାଡ଼ରେ ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ…

ଅବପାତ ଦୁର୍ବଳ: ପୁଣି ବଢିବ ବର୍ଷାର ପରିମାଣ, ଘଡ଼ଘଡ଼ି ବିଜୁଳି ସହିତ…

ଭୁବନେଶ୍ୱର,୧ା୮(ବନ୍ଦନା ସେଠୀ):ରାଜ୍ୟରୁ ଅବପାତର ଭୟ ଦୂରେଇ ଥିବାବେଳେ ବର୍ଷାର ପରିମାଣ ବି କମିଛି। ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି)ର ସୂଚନା ଅନୁଯାୟୀ, ପଶ୍ଚିମ ବିଦର୍ଭ ଓ ସଂଲଗ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri