Posted inଜାତୀୟ

ଦେଶବ୍ୟାପି ଏନ୍‌ଆର୍‌ସିକୁ ନେଇ ଶାହ-ମମତା ମୁହାଁମୁହିଁ

ନୂଆଦିଲ୍ଲୀ,୨୦।୧୧: ଦେଶବ୍ୟାପି ଏନ୍‌ଆର୍‌ସି ଲାଗୁହେବ ବୋଲି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ବୁଧବାର ରାଜ୍ୟସଭାରେ ପ୍ରଶ୍ନକାଳରେ ନିଜର ଉତ୍ତର ରଖିଛନ୍ତି। ଧର୍ମ ବର୍ଣ୍ଣ ନିର୍ବିଶେଷରେ ସଭିଏଁ ଏନ୍‌ଆର୍‌ସି ଅନ୍ତର୍ଭୁକ୍ତ ହେବେ ବୋଲି ଶାହ କହିଛନ୍ତି। ଭାରତ ସବୁ ଧର୍ମର ଲୋକଙ୍କୁ ଏଥିରେ ସାମିଲ୍‌ କରାଯିବ। ଭାରତର ନାଗରିକ ହୋଇଥିବା ସମସ୍ତ ଧର୍ମର ଲୋକେ ଏଥିରେ ଅନ୍ତର୍ଭୁକ୍ତ ହେବେ। ଧର୍ମ ଆଧାରରେ ଏଥିରେ ଭେଦଭାବ କରାଯିବାର କୌଣସି ପ୍ରଶ୍ନ ନାହିଁ ବୋଲି ସେ କହିଛନ୍ତି। ତେବେ ଏହାକୁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ବିରୋଧ କରିଛନ୍ତି। ସେ କହିଛନ୍ତି ଏନ୍‌ଆର୍‌ସି ତାଙ୍କ ରାଜ୍ୟରେ ଲାଗୁହେବ ନାହିଁ। ତାଙ୍କ ରାଜ୍ୟରେ ଏଭଳି ରାଜନୀତିକୁ ପ୍ରଶୟ ଦିଆଯିବ ନାହିଁ ବୋଲି ମମତା କହିଛନ୍ତି। ଭାଜପା ସରକାର ଏଭଳି କରି ଲୋକଙ୍କ ମଧ୍ୟରେ ଭେଦଭାବ ସୃଷ୍ଟି କରିବାର ଉଦ୍ୟମ କରୁଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ ଉପରେ ଲାଗୁ ହେବ ୧୦୦% ଶୁଳ୍କ? ଆମେରିକାର ନୂଆ ବିଲ କାହିଁକି ଚିନ୍ତା ସୃଷ୍ଟି କରିଛି? ଜାଣନ୍ତୁ…

ଓ୍ବାଶିଂଟନ,୨୯।୭: ଆମେରିକାର ସିନେଟ ରୁଷିଆ ଉପରେ ଆର୍ଥିକ ଚାପ ବୃଦ୍ଧି କରିବା ପାଇଁ ଏକ ବିଲ ପାସ କରିଛି – ଏହା ଭାରତ ସମେତ ଅନେକ ଦେଶକୁ…

ଭାରତରେ ନିଶା କବଳରେ ଏକ ପଞ୍ଚମାଂଶ କିଶୋରୀକିଶୋର

ନୂଆଦିଲ୍ଲୀ,୨୯ା୭: ସମ୍ପ୍ରତି କିଶୋରୀକିଶୋରଙ୍କ ମଧ୍ୟରେ ନିଶା ସେବନର ପ୍ରବଣତା ବୃଦ୍ଧି ପାଇବାରେ ଲାଗିଛି। ଅଧିକାଂଶ ନିଶା ସେବନ କରି ଏକ ଖୁସ୍‌ମିଜାସ୍‌ ସ୍ଥିତିରେ ରହିବାକୁ ଚାହୁଁଛନ୍ତି। ନିକଟରେ…

ଆମେରିକା ସହ ଯୁଦ୍ଧକୁ ଡେଇଁଲା ସାଉଦି ଆରବ, ଇରାନ ଉପରେ କଲା ବୋମା ବର୍ଷା

ତେହରାନ,୨୯।୭: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ସଂଘର୍ଷ ବିଶ୍ୱର ଅନେକ ଦେଶକୁ ପ୍ରଭାବିତ କରୁଛି। ଏହି ଦୁଇଟି ଦେଶ ସହିତ, ଅନ୍ୟ ଉପସାଗରୀୟ ରାଷ୍ଟ୍ରଗୁଡ଼ିକ ମଧ୍ୟ…

‘ସୁପ୍ରିମ କୋର୍ଟଙ୍କ ସର୍ତ୍ତ ଗ୍ରହଣୀୟ ନୁହେଁ,’ ସରକାରଙ୍କୁ ସମାଲୋଚନା ସହ ଅଲଟିମେଟମ ଦେଲା CJP

ନୂଆଦିଲ୍ଳୀ,୨୯।୭: କକ୍ରୋଚ ଜନତା ପାର୍ଟି (CJP) ମଙ୍ଗଳବାର କହିଛି ଯେ ସୁପ୍ରିମକୋର୍ଟଙ୍କ ମଧ୍ୟବର୍ତ୍ତୀକାଳୀନ ଆଦେଶ ପ୍ରତିବାଦ ସମୟରେ ପଞ୍ଜିକୃତ FIR ଗୁଡ଼ିକର ତଦନ୍ତ ଜାରି ରଖିବା ପାଇଁ…

ବରଗଡ଼ ଜଳାର୍ଣ୍ଣବ: ଗ୍ରାମାଞ୍ଚଳଠୁ ସହରାଞ୍ଚଳ ଜନଜୀବନ ପ୍ରଭାବିତ

ବରଗଡ଼,୨୯।୭(ପ୍ରେମାନନ୍ଦ ଖମାରୀ): ଲଗାଣ ବର୍ଷାରେ ବରଗଡ଼ ଜଳାର୍ଣ୍ଣବ ହୋଇ ପଡ଼ିଛି। ଜିଲାର ଗ୍ରାମାଞ୍ଚଳଠୁ ସହରାଞ୍ଚଳ ପର୍ଯ୍ୟନ୍ତ ଜନଜୀବନ ପ୍ରଭାବିତ ହୋଇଛି। ଗଳିକନ୍ଦି ରାସ୍ତା ଜଳମଗ୍ନ ହୋଇପଡ଼ିଛି ।…

ଯେଣେତେଣେ ବିଭାଜନ

ଗୋଟେ କଥା ଭାରତବ୍ୟାପୀ ଚର୍ଚ୍ଚା ହେଉଛି ଯେ, ଦୀର୍ଘ ବର୍ଷ ଧରି ଦେଶର ପାରମ୍ପରିକ ରାଜନୈତିକ ଦଳ ଯେଉଁ ପ୍ରକାର ପରିବର୍ତ୍ତନ ଆଣିବାରେ ସକ୍ଷମ ହୋଇ ନ…

ସାର-ବିହନ ବିକ୍ରି ଅନିୟମିତତା: ୯ ଡିଲରଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୨୯।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ ଚାଷକାର୍ଯ୍ୟ ଚାଲିଛି। ତେବେ ଚାଷ କାର୍ଯ୍ୟ ଆରମ୍ଭରୁ ସାର, ବିହନ ବିକ୍ରିରେ କଳାବଜାର ସମେତ ବିଭିନ୍ନ ଅନିୟମିତତା ଚାଷୀମାନଙ୍କୁ ଚିନ୍ତାରେ…

ଆଜି ୮ ଜିଲାରେ ସ୍କୁଲ ଛୁଟି ଘୋଷଣା: ପ୍ରବଳ ବର୍ଷା ସହ ସମ୍ଭାବ୍ୟ ବନ୍ୟା ସ୍ଥିତିକୁ ନେଇ ନିଷ୍ପତ୍ତି

ଭୁବନେଶ୍ୱର,୨୯।୭: ଆଜି ୮ ଜିଲାରେ ସମସ୍ତ ସ୍କୁଲ,କଲେଜ ଓ ଅଙ୍ଗନବାଡି ବନ୍ଦ।ଉତ୍ତର ଏବଂ ପଶ୍ଚିମ ଓଡ଼ିଶାର ୮ ଜିଲାରେ ଶିକ୍ଷାନୁଷ୍ଠାନ ବନ୍ଦ । ଭଦ୍ରକ, କେନ୍ଦୁଝର, ଯାଜପୁର,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri