Posted inଜାତୀୟ

ଏନ୍‌ଆର୍‌ସି ନେଇ କାହିଁକି ନୀରବ ସୋନିଆ ଗାନ୍ଧୀ: ପ୍ରଶ୍ନ କଲେ ପ୍ରଶାନ୍ତ କିଶୋର

ନୂଆଦିଲ୍ଲୀ,୩୦।୧୨: ଏନ୍‌ଆର୍‌ସି ନେଇ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ନୀରବତା ଅବଲମ୍ବନ କରୁଥିବା ନେଇ ଜେଡ଼ିୟୁ ନେତା ପ୍ରଶାନ୍ତ କିଶୋର କଡ଼ା ସମାଲୋଚନା କରିଛନ୍ତି। ସେ ଏକ ସାକ୍ଷାତ୍‌କାରରେ ପ୍ରଶ୍ନ କରିଛନ୍ତି ଯେ, ଏହି ପ୍ରସଙ୍ଗରେ ସୋନିଆ ଗାନ୍ଧୀ କାହିଁକି ନୀରବତା ଅବଲମ୍ବନ କରୁଛନ୍ତି। ଏନେଇ ବିଭିନ୍ନ ଧାରଣା ଏବଂ ପ୍ରଦର୍ଶନରେ ସୋନିଆ ଯୋଗଦେଉଥିଲେ ମଧ୍ୟ କୌଣସି ମନ୍ତବ୍ୟ ଦେଉ ନ ଥିବାରୁ କଂଗ୍ରେସର ମତାମତ ସମ୍ପର୍କରେ କିଛି ଜଣା ପଡୁ ନ ଥିବା ସେ କହିଛନ୍ତି। କଂଗ୍ରେସ ଶାସିତ ରାଜ୍ୟରେ ଏନ୍‌ଆର୍‌ସି ଲାଗୁ ହେବ କି ନାହିଁ ସେ ନେଇ ସୋନିଆ ଶୀଘ୍ର ସୂଚନା ଦେବା ଆବଶ୍ୟକ ବୋଲି ପ୍ରଶାନ୍ତ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Vaibhav Suryavanshi Car Collection: ଲାଇସେନ୍ସ ବିନା ମଧ୍ୟ, ବୈଭବଙ୍କ ପାଖରେ ରହିଛି ବହୁ ମୂଲ୍ୟବାନ କାର କଲେକ୍ସନ, ଦାମ ଶୁଣିଲେ ହୋସ ଉଡିଯିବ

ନୂଆଦିଲ୍ଲୀ,୨୮।୫: ବର୍ତ୍ତମାନ କ୍ରିକେଟ ଜଗତରେ କେବଳ ଗୋଟିଏ ନାମ ପ୍ରାଧାନ୍ୟ ବିସ୍ତାର କରୁଛି, ଏବଂ ସେହି ନାମଟି ଆଉ କାହାରି ନୁହେଁ ବରଂ ୧୫ ବର୍ଷୀୟ ବାମହାତୀ…

ଭାଜପା ସଙ୍ଗଠନରେ ବଡ଼ ଧରଣର ଅଦଳବଦଳ, ବଦଳିଲେ ୪ ରାଜ୍ୟର ଅଧ୍ୟକ୍ଷ

ନୂଆଦିଲ୍ଲୀ,୨୮।୫: ଗୁରୁବାର (୨୮ ମଇ) , ଭାଜପା ଚାରୋଟି ରାଜ୍ୟରେ ରାଜ୍ୟ ସଭାପତି ବା ପଦେଶ ଅଧ୍ୟକ୍ଷ ପରିବର୍ତ୍ତନ ଘୋଷଣା କରିଛି। ଦିଲ୍ଲୀରେ, ବୀରେନ୍ଦ୍ର ସଚଦେବଙ୍କ ସ୍ଥାନରେ…

CBSE ମୂଲ୍ୟାୟନ ପ୍ରସଙ୍ଗ: ପାଲଟା ଆକ୍ରମଣ କଲେ ଧର୍ମେନ୍ଦ୍ର ପ୍ରଧାନ, ରାହୁଲ ଗାନ୍ଧୀ ହତାଶ….

ନୂଆଦିଲ୍ଲୀ,୨୮ା୫: CBSEର ଅନ୍-ସ୍କ୍ରିନ୍ ମାର୍କିଂ ସିଷ୍ଟମକୁ ନେଇ ସାରା ଦେଶରେ ଚାଲିଥିବା ରାଜନୈତିକ ଉତ୍ତେଜନା ମଧ୍ୟରେ, କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବିରୋଧୀ ଦଳ ନେତା…

କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ସିଦ୍ଧରାମାୟା? କହିଲେ ସବୁଠାରୁ ବଡ଼ କାରଣ

ବେଙ୍ଗାଲୁରୁ,୨୮।୫: କର୍ନାଟକ ମୁଖ୍ୟମନ୍ତ୍ରୀ ଏବଂ ବରିଷ୍ଠ କଂଗ୍ରେସ ନେତା ସିଦ୍ଧରାମାୟା ଶେଷରେ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ସେ ରାଜ୍ୟପାଳଙ୍କ ସଚିବଙ୍କୁ ତାଙ୍କ ଇସ୍ତଫାପତ୍ର ପ୍ରଦାନ କରିଛନ୍ତି।…

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ଭାବବିହ୍ବଳ ହେଲେ ସିଦ୍ଦାରାମାୟା, କହିଲେ ମୁଁ କେବେ ବି…

ବେଙ୍ଗାଲୁରୁ,୨୮ା୫: କର୍ନାଟକର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇ ସିଦ୍ଦାରାମାୟା ଭାବବିହ୍ବଳ ହୋଇପଡ଼ିଛନ୍ତି। ସେ ତାଙ୍କ ପ୍ରଥମ ପ୍ରତିକ୍ରିୟାରେ କହିଛନ୍ତି, ଦଳର ହାଇକମାଣ୍ଡ ମୋତେ ଯାହା କହିଥିଲେ, ମୁଁ…

କାନାଡାରେ ଭାରତୀୟ ଛାତ୍ରୀଙ୍କୁ ଛୁରୀ ଭୁସି ହତ୍ୟା, କାନ୍ଦବୋବାଳିରେ ଫାଟି ପଡୁଛି…

ନୂଆଦିଲ୍ଲୀ,୨୮ା୫: କାନାଡା ମାଟିରେ ଜଣେ ଭାରତୀୟ ମହିଳାଙ୍କ ହତ୍ୟା ସହିତ ଜଡିତ ଆଉ ଏକ ମାମଲା ସାମ୍ନାକୁ ଆସିଛି। ଗୁଜରାଟର ଜଣେ ୨୨ ବର୍ଷୀୟ ମହିଳାଙ୍କୁ ଛୁରି…

ATM ଟଙ୍କା ଉଠାଇବା ଫେଲ୍‌ ହେଲେ ଦୈନିକ ୧୦୦ ଟଙ୍କା କ୍ଷତିପୂରଣ: RBI ବଦଳାଇଲା ୫ଟି ବଡ଼ ନିୟମ

ମୁମ୍ବାଇ,୨୮।୫: ଯଦି ଆପଣ ବ୍ୟାଙ୍କ ଋଣର ଇଏମଆଇ (EMI) ପରିଶୋଧ କରୁଛନ୍ତି, ଏଟିଏମ (ATM) ବ୍ୟବହାର କରୁଛନ୍ତି କିମ୍ବା ମୋବାଇଲ ବ୍ୟାଙ୍କିଙ୍ଗ ଜରିଆରେ ଅନଲାଇନ କାରବାର କରୁଛନ୍ତି,…

୨୫ ଦିନରେ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା, ବିଧାୟକ ଅସ୍ଥାୟୀ ମଣ୍ଡପରେ ପହଞ୍ଚି…

ଛତ୍ରପୁର,୨୮ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଛତ୍ରପୁରର ଆରାଧ୍ୟ ଦେବୀ ମା’ ରାମାୟଣାମ୍ମାଙ୍କ ଠାକୁରାଣୀ ଯାତ୍ରା ଲାଗି ଉଠୁଛି ପଡୁଛି ସାରା ସହର। ଗୁରୁବାର ଯାତ୍ରାର ୨୫ଦିନ ଅବସରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri