Posted inଜାତୀୟ

ଏନ୍‌କାଉଣ୍ଟରରେ ୩ ଆତଙ୍କବାଦୀ ନିହତ

ଶ୍ରୀନଗର,୧୯।୨: ଜମ୍ମୁ କଶ୍ମୀରର ଶୋପିଆନରେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଏନକାଉଣ୍ଟର ଚାଲିଛି। ଏହି ଏନ୍‌କାଉଣ୍ଟରରେ ୩ ଆତଙ୍କବାଦୀ ନିହତ ହୋଇଥିବାବେଳେ ଜଣେ ଏସପିଓ ଶହୀଦ ହୋଇଛନ୍ତି। ଜଣେ ଯବାନ ଆହତ ହୋଇଛନ୍ତି। ଘଟଣାସ୍ଥଳରୁ ବିପୁଳ ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ଜବତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁହଁରେ ତୁଣ୍ଡି ବାନ୍ଧି ଦେଇଛନ୍ତି ୩ ଦଳ: ସିଜିମାଳି ଘଟଣାରେ ସମସ୍ତେ ନୀରବ

ଭୁବନେଶ୍ୱର,୧୧।୪(ସୁନିତ୍‌ ମିଶ୍ର): ରାୟଗଡ଼ା ଜିଲା କାଶୀପୁର ବ୍ଲକ୍‌ର ସିଜିମାଳି ବକ୍ସାଇଟ୍‌ ଖଣିକୁ ୨୦୨୩ ଫେବୃଆରୀ ୨୧ରେ ବେଦାନ୍ତ ଲିଜ୍‌ ନେଇଥିଲା। ସେବେଠାରୁ ଏହାକୁ ସ୍ଥାନୀୟ ଆଦିବାସୀ ଲୋକମାନେ…

ଛେଲବାହାଲ ଗ୍ରାମବାସୀଙ୍କ ଆନ୍ଦୋଳନ ଚେତାବନୀ: ବାଲିଘାଟ ଲିଜ୍‌ ଋଦ୍ଦ ଦାବି

ଲୋଇସିଂହା,୧୧।୪(ସୁଶାନ୍ତ ବାରିକ):ପାନୀୟ ଜଳ ଯୋଗାଣ ବ୍ୟାହତ ଯୋଗୁ ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ଅଧୀନ ଛେଲବାହାଲ ବାଲିଘାଟ ଲିଜ୍‌କୁ ରଦ୍ଦ କରିବାକୁ ଛେଲବାହାଲ ଗ୍ରାମବାସୀ ସ୍ଥାନୀୟ ବିଧାୟକ…

ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ସ୍ତ୍ରୀ, ଏମିତି ରଚିଥିଲେ ଷଡ଼ଯନ୍ତ୍ର

ଭୋପାଳ,୧୧ା୪: ରୋମାଞ୍ଚକର କ୍ରାଇମ୍‌ ଥ୍ରିଲର ଭଳି ଲାଗୁଥିବା ଏକ ସତ୍ୟ ଘଟଣା ମଧ୍ୟପ୍ରଦେଶର ଧର୍‌ ଅଞ୍ଚଳରେ ସାମନାକୁ ଆସିଛି, ଯାହା ପଛରେ ପ୍ରତାରଣା, ଅପମାନ ଓ ସୁଚିନ୍ତିତ…

ଝିଅର ମୃତଦେହ ସହିତ ପ୍ରାୟ ପାଞ୍ଚ ମାସ ଧରି ରହୁଥିଲେ ବାପା: ହଠାତ୍‌ ଦିନେ ଘଟିଲା…

ଲକ୍ଷ୍ନୌ,୧୧।୪: ଉତ୍ତର ପ୍ରଦେଶର ମିରଟ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଏବଂ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ସଦର ପୋଲିସ ଷ୍ଟେଶନ ଅଞ୍ଚଳର ଜଣେ ବାପା ତାଙ୍କ…

୨୦୨୭ ଜାନୁଆରୀ ୧୩ ଯାଏ ବଢ଼ିଲା ମହାନଦୀ ଟ୍ରିବ୍ୟୁନାଲ ଅବଧି

ଭୁବନେଶ୍ୱର,୧୧।୪: ୨୦୨୭ ଜାନୁଆରୀ ୧୩ ଯାଏ ବଢ଼ିଲା ମହାନଦୀ ଟ୍ରିବ୍ୟୁନାଲ ଅବଧି। ଟ୍ରିବ୍ୟୁନାଲ ଅବଧି ବୃଦ୍ଧି କଲେ କେନ୍ଦ୍ର ସରକାର। ଏନେଇ ଜଳ ସମ୍ପଦ ନଦୀ ବିକାଶ…

ବିସ୍ଫୋରକ ବ୍ୟାଟିଂ ପଛର ରାଜ୍‌ ଖୋଲିଲେ ବୈଭବ ସୂର୍ଯ୍ୟବଂଶୀ: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୧୧।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ୭୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ମାତ୍ର ୨୬ ବଲ ଖେଳି ସେ ୭ଟି ଛକା…

କାହାକୁ ଚିୟର କରିବେ ଗିଲ୍‌ ନା ଅର୍ଜୁନ: ଏମିତି ପ୍ରତିକ୍ରିୟା ଦେଲେ ସାରା ତେନ୍ଦୁଲକର, ଦେଖନ୍ତୁ VIDEO

ଲକ୍ଷ୍ନୌ,୧୧।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ରେ ଆଜି ଦୁଇଟି ମ୍ୟାଚ ଖେଳାଯିବ। ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ଏବଂ ଗୁଜରାଟ ଟାଇଟାନ୍ସ ଖେଳିବେ। ମ୍ୟାଚ ପୂର୍ବରୁ ସାରା ତେନ୍ଦୁଲକରଙ୍କ ଏକ…

ଯାତ୍ରୀବାହୀ ବସ୍‌କୁ ପଛପଟୁ ପିଟିଲା ଟ୍ରକ: ବିଦ୍ୟୁତ ଟ୍ରାନ୍ସଫର୍ମରରେ ବାଜି…

ସୋହେଲା,୧୧।୪(ଅଶ୍ବିନୀ ପାତ୍ର):ବରଗଡ଼ ଜିଲା ସୋହେଲାଠାରେ ବରଗଡ଼ ରାୟପୁର ଜାତୀୟ ରାଜପଥ ରେ ଏକ ବଡ଼ ଧରଣର ସଡକ ଦୁର୍ଘଟଣା ଘଟିଯାଇଛି। ଶୁକ୍ରବାର ବିଳମ୍ବିତ ରାତିରେ ରାଉରକେଲାରୁ ରାୟପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri