ଏନ୍‌ଟିପିସି ରେଳ ଲାଇନ୍‌ରୁ ମୃତଦେହ ଉଦ୍ଧାର: କୋଇଲା ପରିବହନ ବନ୍ଦ

ତାଳଚେର,୧୪।୧୨(ନି.ପ୍ର.): ଅନୁଗୋଳ ଜିଲା ତାଳଚେର ବ୍ଲକ ଗୁରୁଜାଙ୍ଗ ଗ୍ରାମ ନିକଟ ଏନ୍‌ଟିପିସି ରେଳ ଲାଇନ୍‌ରୁ ଜଣେ ମହିଳାଙ୍କ ମୃତଦେହ ଶନିବାର ଉଦ୍ଧାର କରାଯାଇଛି। ମହିଳା ଜଣକ ଗୁରୁଜାଙ୍ଗର ମମତା ଦେହୁରୀ (୨୭)ବୋଲି ଜଣାପଡ଼ିଛି। ସେ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଥିବା ବେଳେ ବ୍ୟବଚ୍ଛେଦ ରିପୋର୍ଟ ଆସିଲେ ପ୍ରକୃତ ସତ୍ୟ ଜଣାପଡ଼ିବ ବୋଲି ପୋଲିସ କହିଛି। ସକାଳେ ମୃତଦେହ ପଡ଼ିଥିବା ଦେଖି ସ୍ଥାନୀୟ ଲୋକେ ପୋଲିସକୁ ଜଣାଇଥିଲେ। ଖବରପାଇ ତାଳଚେର ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଏ ନେଇ ସକାଳଠାରୁ ଏନ୍‌ଟିପିସିକୁ କୋଇଲା ପରିବହନ ବନ୍ଦ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରାକ୍ଟର ଉପରେ ଚଢି ଖେଳୁଥିଲେ ମନୁ: ହଠାତ୍‌ ଖସିଗଲା ଗୋଡ଼, ଆଉ ତା’ପରେ…

ଦାରିଙ୍ଗବାଡି, ୧।୬ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଭ୍ରମରବାଡ଼ି ଅଞ୍ଚଳରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଯାଇଛି। ଟ୍ରାକ୍ଟରରୁ ଖସି ଜଣେ ୪ ବର୍ଷ ଶିଶୁର…

୨୯ ଦିନରେ ପହଞ୍ଚିଲା ମା ରାମାୟଣାମ୍ମାଙ୍କ ଠାକୁରାଣୀ ଯାତ୍ରା: ପଟୁଆରରେ ସହର ପରିକ୍ରମା କଲେ ମା‘

ଛତ୍ରପୁର, ୧।୬ (ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁରର ଆରାଧ୍ୟା ଦେବୀ ମା ରାମାୟଣାମ୍ମାଙ୍କ ଠାକୁରାଣୀ ଯାତ୍ରାକୁ ନେଇ ସାରା ସହର ଉତ୍ସବମୁଖର ହୋଇଉଠିଛି। ସୋମବାର ଯାତ୍ରାର…

ଦୋକାନ ତାଲା ଭାଙ୍ଗି ଟଙ୍କା-ସାମଗ୍ରୀ ଲୁଟିନେଲେ ଦୁର୍ବୃତ୍ତ: ପୋଲିସ ପାଇଁ ବଡ଼ ଚ୍ୟାଲେଞ୍ଜ୍‌

ଛତ୍ରପୁର,୧।୬(ଦିଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁରସ୍ଥିତ ଲୋୟର ବସ ଷ୍ଟାଣ୍ଡଠାରେ ସୋମବାର ଭୋରରୁ ଏକ ଦୋକାନରୁ କିଛି ଦୁର୍ବୃତ୍ତ ଚୋରି କରିବା ଖବର…

ବସ୍‌ଷ୍ଟାଣ୍ଡରେ ବିକୁଥିଲେ ମଦ: ଚଢ଼ାଉ କରି ଧରିଲା ପୋଲିସ

ବଞ୍ଚୋ,୧।୬(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ସରକାରୀ ବସ୍‌ଷ୍ଟାଣ୍ଡ ନିକଟରେ ଦୀର୍ଘଦିନ ଧରି ବେଆଇନ ଭାବେ ମଦ ବିକ୍ରି ହେଉଥିବା ଅଭିଯୋଗ ହୋଇଥିଲା। ଅଭିଯୋଗକୁ ଭିତ୍ତି…

ତମାଖୁ ସେବନଠାରୁ ଦୂରେଇ ରହିବାକୁ ଆହ୍ବାନ: ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ପକ୍ଷରୁ…

ଭଞ୍ଜନଗର,୧।୬(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ଶାଖାରେ ରବିବାର ବିଶ୍ୱ ତମାଖୁ ବର୍ଜନ ଦିବସ ପାଳିତ ହୋଇଯାଇଛି। ଏଥିରେ ଶାଖାର ସଂଯୋଜିକା ସନ୍ତୋସିନୀ…

ସ୍ୱୟଂ ସହାୟକ ଗୋଷ୍ଠୀର ବ୍ୟାଙ୍କ ଖାତା ଖୋଲିବା ପାଇଁ ଯାଇଥିଲେ: ମୁକୁଳା ବିଏସଏନଏଲ୍ ତାର ନେଲା ଜୀବନ

ମୋହନା,୧।୬ (ମନ୍ମଥ ମିଶ୍ର): ମୁକୁଳା ଭାବେ ପଡ଼ିଥିବା ବିଏସଏନଏଲ୍ ତାର ନେଲା ଜଣେ ମହିଳାଙ୍କ ଜୀବନ। ଏଭଳି   ଅଭାବନୀୟ ଘଟଣା ଘଟିଛି ଗଜପତି ଜିଲା ଆର.ଉଦୟଗିରି ଥାନା…

ଜୋର ଧରିଲା ‘ମାଳି ସୁରକ୍ଷା ଆନ୍ଦୋଳନ’: ଖଣି ଖନନ ବିରୋଧରେ ଏକଜୁଟ ହେଲେ ଆଦିବାସୀ, କହିଲେ ଆମକୁ ଭତ୍ତା ନୁହଁ…

ଥୁଆମୂଳ ରାମପୁର, ୧।୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଅଞ୍ଚଳରେ ‘ମାଆ, ମାଟି ଓ ମାଳି’ର ସୁରକ୍ଷା ପାଇଁ ଚାଲିଥିବା ଗଣ-ଆନ୍ଦୋଳନ ଏବେ ତୀବ୍ର…

ଟେଲିଫୋନ ଏକ୍ସଚେଞ୍ଜରୁ ବ୍ୟାଟେରୀ ଚୋରି: ବିଜୁଳି ଚାଲିଗଲେ ଉପଭୋକ୍ତା ସେବାରୁ ବଞ୍ଚିତ

ଭଞ୍ଜନଗର, ୧।୬(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୁଲାଡ ଟେଲିଫୋନ ଏକ୍ସଚେଞ୍ଜରୁ ଗତ ଶୁକ୍ରବାର ମୂଲ୍ୟବାନ ସବୁ ବ୍ୟାଟେରୀ ଚୋରି ହୋଇଯାଇଛି । ଏହାପୂର୍ବରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri