Posted inଜାତୀୟ

ଏନ୍‌ଡ଼ିଏ ସରକାର ‘ଜୋକର ଅଫ୍‌ ଦି ଇୟର’: ଅଧୀର ରଞ୍ଜନ ଚୌଧୁରୀ

ନୂଆଦିଲ୍ଲୀ,୨୮।୧୨: ଭାଜପା-କଂଗ୍ରେସ ପରସ୍ପର ବିରୋଧରେ ଲଗାତାର ବିବାଦୀୟ ମନ୍ତବ୍ୟ ଦେବାରେ ଲାଗିଛନ୍ତି। ଏହି ମର୍ମରେ ଭାଜପା ନେତୃତ୍ୱାଧୀନ ଏନ୍‌ଡ଼ିଏ ସରକାରଙ୍କୁ କଂଗ୍ରେସ ପକ୍ଷରୁ ଅଧୀର ରଞ୍ଜନ ଚୌଧୁରୀ କଡ଼ା ସମାଲୋଚନା କରିଛନ୍ତି। ସେ ଏନ୍‌ଡ଼ିଏ ସରକାରଙ୍କୁ ‘ଜୋକର ଅଫ୍‌ ଦି ଇୟର’କହିଛନ୍ତି। ଏହା ପୂର୍ବରୁ ଶୁକ୍ରବାର ଭାଜପା ପକ୍ଷରୁ ପ୍ରକାଶ ଜାଭେଡ୍‌କର ରାହୁଲ ଗାନ୍ଧୀଙ୍କୁ ‘ଲାୟର ଅଫ୍‌ ଦି ଇୟର’ ବୋଲି କହିଥିଲେ। ଏହାର ଜବାବରେ ଅଧୀର ରଞ୍ଜନ ଏଭଳି ମନ୍ତବ୍ୟ ଦେଇଛନ୍ତି। ଏବେ ଏହାକୁ ନେଇ ବେଶ୍‌ ଚର୍ଚ୍ଚା ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

୩ରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଶିବକୁମାର

ବେଙ୍ଗାଲୁରୁ,୩୦ା୫: କର୍ନାଟକ ପ୍ରଦେଶ କଂଗ୍ରେସ ସଭାପତି ଡି.କେ. ଶିବକୁମାର ଶନିବାର ବିଧାୟକ ଦଳ ନେତା ନିର୍ବାଚିତ ହୋଇଛନ୍ତି। ଜୁନ୍‌ ୩ରେ ସେ କର୍ନାଟକର ନୂଆ ମୁଖ୍ୟମନ୍ତ୍ରୀ ଭାବେ…

ଟିଏମ୍‌ସି ନେତା ଅଭିଷେକଙ୍କୁ ଆକ୍ରମଣ

କୋଲକାତା,୩୦।୫: ଟିଏମ୍‌ସି ନେତା ତଥା ସାଂସଦ ଅଭିଷେକ ବାନାର୍ଜୀଙ୍କ ଉପରେ ଶନିବାର ସନ୍ଧ୍ୟାରେ କିଛି ଲୋକ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ମିଳିଥିବା ସୂଚନା ମୁତାବକ, ଅଭିଷେକ…

ଦାବି ବିଶ୍ୱଗୁରୁର, ହେଲେ ଦେଶରେ ଗୋଟିଏ ବି ପରୀକ୍ଷା କରାଇପାରୁନାହାନ୍ତି; CUET ବିଭ୍ରାଟକୁ ନେଇ ମୋଦିଙ୍କୁ ଘେରିଲେ ରାହୁଲ

ନୂଆଦିଲ୍ଲୀ,୩୦।୫: ଦେଶର ବିଭିନ୍ନ କେନ୍ଦ୍ରରେ କମନ ୟୁନିଭର୍ସିଟି ଏଣ୍ଟ୍ରାନ୍ସ ଟେଷ୍ଟ-ୟୁଜି (CUET-UG) ୨୦୨୬ ପରୀକ୍ଷା ବିଳମ୍ୱରେ ଆରମ୍ଭ ହେବାକୁ ନେଇ ପ୍ରବଳ ହଙ୍ଗାମା ହୋଇଛି। ପରବର୍ତ୍ତୀ ସମୟରେ…

CUET UG ପରୀକ୍ଷାରେ ବି ବିଭ୍ରାଟ: ସମୟସୀମାରେ ହୋଇପାରିଲାନି ଆରମ୍ଭ

ନୂଆଦିଲ୍ଲୀ,୩୦।୫: କିଛି ପରୀକ୍ଷା କେନ୍ଦ୍ରରେ CUET UG ୨୦୨୬ ପରୀକ୍ଷା ସମୟସୀମାରେ ଆରମ୍ଭ ହୋଇପାରି ନାହିଁ। ଯାନ୍ତ୍ରିକ ତ୍ରୁଟି ଯୋଗୁ ପରୀକ୍ଷା ବିଳମ୍ବିତ ହୋଇଛି। ଏହା ପରେ…

କକ୍ରୋଚ ଜନତା ପାର୍ଟିକୁ ନେଇ ଆସିଲା RSSର ପ୍ରଥମ ପ୍ରତିକ୍ରିୟା: ‘ଜେନ Z’ ଆଶାବାଦୀ..

ନାଗପୁର,୩୦।୫: ‘କକ୍ରୋଚ ଜନତା ପାର୍ଟି’ ସମ୍ପର୍କରେ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (RSS)ର ପ୍ରଥମ ପ୍ରତିକ୍ରିୟା ପ୍ରକାଶ ପାଇଛି। ଭାରତୀୟ ଗଣତନ୍ତ୍ର ସମସ୍ତ ସ୍ବର ଏବଂ ଭାବନାକୁ ଗ୍ରହଣ…

ପୁଣି ବୃଦ୍ଧି ପାଇଲା CNG ମୂଲ୍ୟ, କିଲୋ ପିଛା ବଢିଲା…

ନୂଆଦିଲ୍ଲୀ,୩୦।୫: ମୁମ୍ବାଇ ଏବଂ ଆଖପାଖ ଅଞ୍ଚଳର CNG ଗ୍ରାହକମାନଙ୍କୁ ଏବେ ଅଧିକ ଦେୟ ଦେବାକୁ ପଡିବ। CNGର ଖୁଚୁରା ବିକ୍ରୟ ମୂଲ୍ୟ (RSP) ପ୍ରତି କିଲୋଗ୍ରାମ ୨…

କର୍ନାଟକ କଂଗ୍ରେସ ବିଧାୟକ ଦଳ ନେତା ନିର୍ବାଚନ ଆଜି

ବେଙ୍ଗାଲୁରୁ/ନୂଆଦିଲ୍ଲୀ,୩୦ା୫: କର୍ନାଟକ ମୁଖ୍ୟମନ୍ତ୍ରୀ ପଦରୁ ସିଦ୍ଦାରାମାୟାଙ୍କ ଇସ୍ତଫା ପରେ ନୂଆ ନେତା ନିର୍ବାଚନ ପାଇଁ ଶନିବାର କଂଗ୍ରେସ ବିଧାୟକ ଦଳ ବୈଠକ ଅନୁଷ୍ଠିତ ହେବାକୁ ଯାଉଛି। ସିଦ୍ଦରାମାୟାଙ୍କ…

ସଂରକ୍ଷିତ ରାୟ ୩ ମାସରେ ଘୋଷଣା କର

ନୂଆଦିଲ୍ଲୀ,୩୦ା୫: ରାୟ ପ୍ରଦାନରେ ଅତ୍ୟଧିକ ବିଳମ୍ବ ପକ୍ଷମାନଙ୍କର ଅପୂରଣୀୟ କ୍ଷତି ଘଟାଉଥିବା ସୁପ୍ରିମକୋର୍ଟ ଶୁକ୍ରବାର କହିଛନ୍ତି। ରାୟ ସଂରକ୍ଷଣ ରଖିବାର ୩ ମାସ ମଧ୍ୟରେ ଘୋଷଣା କରିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri