ଏନ୍‌ପିଏ ହୋଇଛି ମୁଦ୍ରାର ୩% ଋଣ

ନୂଆଦିଲ୍ଲୀ, ୪-୧୨: ପ୍ରଧାନମନ୍ତ୍ରୀ ମୁଦ୍ରା ଯୋଜନାରେ ପ୍ରଦାନ କରାଯାଇଥିବା ମୋଟ ୬ ଲକ୍ଷ କୋଟି ଋଣ ମଧ୍ୟରୁ ୩% ଋଣ ଅନାଦାୟ ଋଣ(ଏନ୍‌ପିଏ) ହୋଇଥିବା ସରକାର ପାର୍ଲାମେଣ୍ଟକୁ ସୂଚନା ଦେଇଛନ୍ତି। ଅର୍ଥରାଷ୍ଟ୍ରମନ୍ତ୍ରୀ ଅନୁରାଗ ଠାକୁର ଏକ ଲିଖିତ ଉତ୍ତରରେ କହିଛନ୍ତି ଯେ, ମୋଟ ଋଣ ମଧ୍ୟରୁ ଏନ୍‌ପିଏ ହୋଇଥିବା ଋଣ ପରିମାଣ ୧୭,୨୫୧.୫୨ କୋଟି ଟଙ୍କା ରହିଛି। ୨୦୧୪ରେ ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡିକର ଶାଖା ସଂଖ୍ୟା ୭୮,୯୩୯ ରହିଥିବା ବେଳେ ଏହା ଚଳିତ ବର୍ଷ ମାର୍ଚ୍ଚ ଶେଷ ସୁଦ୍ଧା ୮୭,୫୮୦କୁ ବୃଦ୍ଧି ଘଟିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

SBI ଆକାଉଣ୍ଟଧାରୀଙ୍କ ପାଇଁ ବଡ଼ ଖବର; ଲଗାତାର ୬ ଦିନ ବନ୍ଦ ରହିବ..

ନୂଆଦିଲ୍ଲୀ,୨୧।୫: ଦେଶ ସବୁଠାରୁ ନାମୀଦାମୀ ବ୍ୟଙ୍କରେ ୬ ଦିନ ଝୁଲିବ ତାଲା । ପାଖାପାଖି ୨୩୨୭୦ ଶାଖା, ୬୩୦୦୦ରୁ ଅଧିକ ATM ୫୦ କୋଟିରୁ ଅଧିକ ଗ୍ରାହକଙ୍କ…

ସାଧାରଣ ଲୋକଙ୍କୁ ପୁଣି ବଡ଼ ଝଟ୍‌କା! ପେଟ୍ରୋଲ ୫ଟଙ୍କା ପ୍ରତି ଲିଟର…

ନୂଆଦିଲ୍ଲୀ,୨୧।୫: ଯଦି ଆପଣ ଭାବୁଛନ୍ତି ଯେ ଗତ ସପ୍ତାହରେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ପ୍ରତି ଲିଟର 4 ବୃଦ୍ଧି ପରେ ଆପଣଙ୍କୁ କିଛି ଆଶ୍ୱସ୍ତି ମିଳିବ,…

ଏବେ କେବଳ  Hello ପଠାଇବା ମାତ୍ରେ ମିଳିଯିବ PF  ଆକାଉଣ୍ଟର ସମସ୍ତ ସୂଚନା, ବଡ଼ ପଦକ୍ଷେପ ନେଲା… 

ନୂଆଦିଲ୍ଲୀ,୨୦।୫: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (EPFO) ଖୁବଶୀଘ୍ର କୋଟି କୋଟି ଆକାଉଣ୍ଟଧାରୀଙ୍କ ପାଇଁ ଏକ ବଡ଼ ଡିଜିଟାଲ ସୁବିଧା ଆରମ୍ଭ କରିବାକୁ ଯାଉଛି । ଏବେ…

କେବେ ମାର୍କେଟକୁ ଆସିଥିଲା Melody Toffees? ଯାହାକୁ ମେଲୋନିଙ୍କୁ ଗିଫ୍ଟ ଦେଲେ ମୋଦି

ନୂଆଦିଲ୍ଲୀ,୨୦।୫: ପ୍ରଧାନମନ୍ତ୍ରୀ ମୋଦୀ ବର୍ତ୍ତମାନ ପାଞ୍ଚଟି ଦେଶ ଗସ୍ତରେ ଅଛନ୍ତି: ନରୱେ, ସୱିଡେନ, ନେଦରଲ୍ୟାଣ୍ଡ, ୟୁଏଇ ଏବଂ ଇଟାଲୀ। ଏହି ଯାତ୍ରାର ଶେଷ ପର୍ଯ୍ୟାୟରେ, ସେ ଇଟାଲୀର…

ବ୍ୟାଙ୍କ୍‌ରୁ ଟଙ୍କା ଟ୍ରାନ୍ସଫର ପାଇଁ ଆସିବ ଦୁଇଟା OTP, ଜାଣନ୍ତୁ କ’ଣ କରିବେ…

ନୂଆଦିଲ୍‌ଲୀ,୨୦।୫: ଏବେ, ବ୍ୟାଙ୍କିଙ୍ଗ କାରବାର ସମୟରେ, ଏକ ପ୍ରମାଣୀକରଣ OTP କେବଳ ଆକାଉଣ୍ଟଧାରୀଙ୍କୁ ନୁହେଁ ବରଂ ସେମାନଙ୍କ ବିଶ୍ୱସ୍ତ ସମ୍ପର୍କ ଏବଂ ପରିବାର ସଦସ୍ୟଙ୍କ ମୋବାଇଲ ଫୋନକୁ…

ମୋଦି ସରକାରଙ୍କ ବଡ଼ ପ୍ଲାନ, ପେଟ୍ରୋଲରେ ଏବେ ମିଶିବ ୩୦% ଇଥାନଲ!

ନୂଆଦିଲ୍‌ଲୀ,୧୯।୫: ଭାରତ ଏବେ ପେଟ୍ରୋଲରେ ଇଥାନଲର ମିଶ୍ରଣ ବୃଦ୍ଧି କରିବା ଦିଗରେ ଦ୍ରୁତ ଗତିରେ ଅଗ୍ରସର ହେଉଛି। ବିଦ୍ୟମାନ E20 ଯୋଜନାରୁ ଆଗକୁ ବଢ଼ି, ସରକାର E22,…

ରୁଷରୁ ତେଲ କିଣିବା ପାଇଁ ପୁଣି ଥରେ ସମୟସୀମା ବଢାଇଲା ଆମେରିକା, ଭାରତ ପାଇଁ କେତେ ଲାଭ?

ନୂଆଦିଲ୍ଲୀ,୧୯।୫: ଆମେରିକା ସମୁଦ୍ର ପଥରେ ପରିବହନ ହେଉଥିବା ରୁଷୀୟ ତୈଳ ଉପରେ କଟକଣାରୁ ମୁକ୍ତିକୁ ଗୋଟିଏ ମାସ ପାଇଁ ବୃଦ୍ଧି କରିଛି। ସୋମବାର ରାତିରେ ଆମେରିକାର ଟ୍ରେଜେରୀ…

କମିବ କି ପେଟ୍ରୋଲ ରେଟ୍‌? ଅଶୋଧିତ ତୈଳ ଦରରେ ବଡ଼ ହ୍ରାସ!

ନୂଆଦିଲ୍ଲୀ,୧୯।୫: ବିଶ୍ୱ ବଜାର ଏବଂ ଘରୋଇ ଗ୍ରାହକ ଉଭୟଙ୍କ ପାଇଁ ଅନ୍ତର୍ଜାତୀୟ ବଜାରରୁ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ପଶ୍ଚିମ ଏସିଆ (ମଧ୍ୟପ୍ରାଚ୍ୟ)ରେ ଦୀର୍ଘ ସମୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri