ଏପର୍ଯ୍ୟନ୍ତ ଓଡ଼ିଶାରେ କରୋନା ସନ୍ଦିଗ୍ଧ ନାହାନ୍ତି: ସ୍ବାସ୍ଥ୍ୟ ସଚିବ

ଭୁବନେଶ୍ୱର,୩୦।୧(ବ୍ୟୁରୋ): ଓଡ଼ିଶାରେ ଏପର୍ଯ୍ୟନ୍ତ କୌଣସି କରୋନା ସନ୍ଦିଗ୍ଧ ଚିହ୍ନଟ ହୋଇନାହାନ୍ତି। ଚିହ୍ନଟ ହେଲେ ରକ୍ତ ପରୀକ୍ଷା ପାଇଁ ପୁଣେ ପଠାଯିବ ବୋଲି ଗୁରୁବାର କେନ୍ଦ୍ର କ୍ୟାବିନେଟ ସଚିବଙ୍କ ସହ ଭିଡିଓ କନ୍‌ଫରେନ୍ସିଂରେ କଥା ହେବା ପରେ ସ୍ବାସ୍ଥ୍ୟ ସଚିବ ନିକୁଞ୍ଜ ଧଳ କହିଛନ୍ତି।

ସେ କହିଛନ୍ତି, ରାଜ୍ୟରେ ଏଯାଏଁ କୌଣସି କରୋନା ରୋଗୀ ଚିହ୍ନଟ ହୋଇନାହାନ୍ତି। ବୁଧବାର ମାଲେସିଆ ଦେଇ ଚାଇନାରୁ ୨ଜଣ ବ୍ୟକ୍ତି ଓଡ଼ିଶାକୁ ଫେରିଛନ୍ତି। ସେମାନଙ୍କଠାରେ କରୋନା ଲକ୍ଷଣ ନାହିଁ। ସେମାନଙ୍କୁ ହୋମ ଆଇସୋଲେଶନରେ ରଖାଯାଇଛି। ସେମାନଙ୍କ ପରିଚୟ ଗୋପନ ରହିଛି। ୧୫ ଦିନ ପରେ ପୁଣି ସେମାନଙ୍କ ପରୀକ୍ଷା କରାଯିବ। ଆଗାମୀ ଦିନରେ କରୋନା ସନ୍ଦିଗ୍ଧ ଚିହ୍ନଟ ହେଲେ ପୁଣେକୁ ରକ୍ତ ପରୀକ୍ଷା ପାଇଁ ପଠାଯିବ ବୋଲି ସେ କହିଛନ୍ତି।

ପ୍ରକାଶ ଯେ, ଚାଇନାରେ କରୋନା ଭୂତାଣୁ ସଂକ୍ରମଣ ଜନିତ ମୃତ୍ୟୁସଂଖ୍ୟା ୧୩୨ରେ ପହଞ୍ଚିଲାଣି। ଏଥିରେ ପାଖାପାଖି ୬ହଜାର ସଂକ୍ରମିତ ହୋଇଥିବା ବେଳେ ୧୨୩୯ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ଭାରତରେ ମଧ୍ୟ କରୋନା ସଂକ୍ରମଣ ଆଶଙ୍କା ବୃଦ୍ଧି ପାଇଛି। ଦେଶରେ ୧୦୦ରୁ ଅଧିକ ଲୋକଙ୍କଠାରେ ଏହି ଭୂତାଣୁ ଥିବା ସନ୍ଦେହ କରାଯାଉଥିବା ବେଳେ ଗୁରୁବାର କେରଳରେ ଜଣେ ଛାତ୍ର କରୋନା ରୋଗୀ ଭାବେ ଚିହ୍ନଟ ହୋଇଛନ୍ତି। ତାଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri