ଏପ୍ରିଲ୍‌ ୮ ସୁଦ୍ଧା ଭାରତରେ ପହଞ୍ଚିବ ର଼୍ୟାପିଡ୍‌ ଆଣ୍ଟିବଡ଼ି ଟେଷ୍ଟ୍‌ କିଟ୍‌: ବୁନ୍ଦାଏ ରକ୍ତରୁ ମାତ୍ର ୧୫ ମିନିଟ୍‌ରେ ଚିହ୍ନଟ ହେବେ କରୋନା ପଜିଟିଭ୍‌

ନୂଆଦିଲ୍ଲୀ,୬।୪: ଭାରତରେ ଦେଖାଦେଇଥିବା କରୋନା ସଙ୍କଟର ମୁକାବିଲା ଲାଗି ଭାରତୀୟ ମେଡିକାଲ ରିସର୍ଚ୍ଚ କାଉନସିଲ୍‌(ଆଇସିଏମ୍‌ଆର୍‌)ଅଣ୍ଟା ଭିଡ଼ିଛି। କିଭଳି କମ୍‌ ସମୟ ମଧ୍ୟରେ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯିବ ସେନେଇ ବିଦେଶରୁ ର଼୍ୟାପିଡ୍‌ ଆଣ୍ଟିବଡ଼ି ଟେଷ୍ଟ୍‌ କିଟ୍‌ ମଗାଯାଇଛି। ଏହା ଏପ୍ରିଲ୍‌ ୮ ସୁଦ୍ଧା ଭାରତରେ ପହଞ୍ଚିବ ବୋଲି କୁହାଯାଉଛି। ବିଦେଶରୁ ପ୍ରାୟ ୮ ଲକ୍ଷ ର଼୍ୟାପିଡ୍‌ ଆଣ୍ଟିବଡ଼ି ଟେଷ୍ଟ୍‌ କିଟ୍‌ ଅଣାଯିବ। ଏହା ପ୍ରର୍ଯ୍ୟାୟକ୍ରମେ ଭାରତକୁ ଆସିବ। ପ୍ରଥମ ପ୍ରର୍ଯ୍ୟାୟରେ ୫ ଲକ୍ଷ କିଟ୍‌ ଆସି ପହଞ୍ଚିବ। ଏହାପରେ ଅବଶିଷ୍ଟ କିଟ୍‌ ଅଣାଯିବ। ଅଧିକ ସଂକ୍ରମିତ ହୋଇଥିବା ଅଞ୍ଚଳ ଅର୍ଥାତ୍‌ ହଟ୍‌ସ୍ପଟ୍‌ରେ ର଼୍ୟାପିଡ୍‌ ଆଣ୍ଟିବଡ଼ି ଟେଷ୍ଟ୍‌ କିଟ୍‌ ଦ୍ୱାରା ଶୀଘ୍ର କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯିବ। ଏହାଦ୍ୱାରା ଏକବୁନ୍ଦା ରକ୍ତ ନମୁନାରୁ ମାତ୍ର ୧୫-୨୦ ମିନିଟ୍‌ ମଧ୍ୟରେ କରୋନା ପଜିଟିଭ୍‌ଙ୍କୁ ଚିହ୍ନଟ କରାଯାଇ ପାରିବ ବୋଲି ଆଇସିଏମ୍‌ଆର୍‌ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଚାମ୍ପିୟନ

ଲଣ୍ଡନ,୫ା୭: ମହିଳା ଟି୨୦ ବିଶ୍ୱକପ୍‌ରେ ପୁଣି ଥରେ ଚାମ୍ପିୟନ ହୋଇଛି ଅଷ୍ଟ୍ରେଲିଆ। ଟୁର୍ନାମେଣ୍ଟରେ ଅପରାଜେୟ ରହିଥିବା ଅଷ୍ଟ୍ରେଲିଆ ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ରବିବାର ଖେଳାଯାଇଥିବା ଫାଇନାଲରେ ୭…

ଗୁରଗାଁଓରେ ଚାଞ୍ଚଲ୍ୟ: ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ନବବିବାହିତା ମହିଳା

ଗୁରଗାଁଓ,୫ା୭: ନିଖୋଜ ହେବାର ୨ ଦିନ ପରେ ଜଣେ ୨୧ ବର୍ଷୀୟ ଯୁବକଙ୍କ ମୃତଦେହ ରଓ୍ବୋରୀସ୍ଥିତ କେନାଲରୁ ମିଳିବା ପରେ ତାଙ୍କୁ ନବବିବାହିତା ସ୍ତ୍ରୀ ଓ ତାଙ୍କ…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…

ନଦିଗାଁ ରାସ୍ତାର ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ଧୂଷୁରୀ ଥାନା ଘେରାଉ କଲେ ଶତାଧିକ ମହିଳା

ଅସୁରାଳି,୫ା୭(ସନ୍ତୋଷ ସାହୁ): ଧୂଷୁରୀ ଥାନା ଅଞ୍ଚଳର ନଦିଗାଁ ରାସ୍ତା ନିକଟରେ ପ୍ରସ୍ତାବିତ ମଦ ଦୋକାନ ଖୋଲିବାକୁ ବିରୋଧ କରିଛନ୍ତି ସ୍ଥାନୀୟ ମହିଳା । ରବିବାର ଶତାଧିକ ମହିଳା…

ଟ୍ରମ୍ପଙ୍କ ଧମକର କଡ଼ା ଜବାବ ଦେଲା ଇରାନ; ନା ସଭ୍ୟତା, ନା ଇତିହାସ….

ତେହରାନ,୫ା୭: ଡୋନାଲ୍ଡ ଟ୍ରମ୍ପଙ୍କ ନିରନ୍ତର ବୟାନବାଜି ଉପରେ ଇରାନ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି । ଟ୍ରମ୍ପ ଦାବି କରିଥିଲେ ଯେ ସେ ଦେଶର ବରିଷ୍ଠ ନେତାମାନଙ୍କୁ…

ବର୍ଷାରେ ବେହାଲ କେସିଙ୍ଗା, ରେଳ ଷ୍ଟେଶନରେ ପାଣି ଗଳୁଥିବାରୁ ଯାତ୍ରୀ ହନ୍ତସନ୍ତ

କେସିଙ୍ଗା,୫।୭(ତୁମେଶ୍ୱର ସାହୁ): ସମ୍ବଲପୁର ରେଲୱେ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଲୱେ ଷ୍ଟେଶନକୁ ଗତ ମାସ ୨୬ ତାରିଖରେ ଜେନେରାଲ ମେନେଜର ପରମେଶ୍ବର ଫୁଙ୍କାୱାଲଙ୍କ ସମେତ ଡି ଆର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri