ଏପ୍ରିଲ ୧ରୁ ଶ୍ରୀମନ୍ଦିରରେ ପ୍ଲାଷ୍ଟିକ୍‌ ମନା, ପାନ ଖାଇ ଗଲେ ୫୦୦ ଜରିମାନା

ପୁରୀ ଅଫିସ,୪।୩: ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ବୁଧବାର ଛତିଶା ନିଯୋଗ ବୈଠକ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟ ପ୍ରଶାସକ ଡ. କ୍ରିଷନ କୁମାରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଆସନ୍ତା ୯ତାରିଖରେ ହେବାକୁ ଥିବା ମେଣ୍ଢାପୋଡ଼ି ଏବଂ ଦୋଳପୂର୍ଣ୍ଣିମା ନୀତି ନିର୍ଘଣ୍ଟ ଆଦି ଉପରେ ଆଲୋଚନା କରାଯାଇଛି। ଏଥିସହ ସଭାପତିଙ୍କ ଅନୁମୋଦନ କ୍ରମେ ଅନ୍ୟାନ୍ୟ ପ୍ରସଙ୍ଗରେ ଆଲୋଚନା କରାଯାଇଛି। ଏହା ଅନୁଯାୟୀ, ଏପ୍ରିଲ ୧ରୁ ଶ୍ରୀମନ୍ଦିରକୁ ସମ୍ପୂର୍ଣ୍ଣ ଭାବେ ପ୍ଲାଷ୍ଟିକ୍‌ ମୁକ୍ତ କରାଯିବ। ଭୋଗମଣ୍ଡପରୁ ଧାର୍ଯ୍ୟ ସମୟ ଆଗରୁ ଅବଢ଼ା ବାହାରିବା ନେଇ ପଦକ୍ଷେପ ନିଆଯିବ। ଶ୍ରୀମନ୍ଦିର ଭିତରକୁ କେହି ପାନ ଖାଇ ଯିବେ ନାହିଁ। ଯଦି କେହି ପାନ ଖାଇ ଯାଆନ୍ତି ତେବେ ସେମାନଙ୍କଠାରୁ ୫୦୦ ଟଙ୍କା ଲେଖାଏ ଆଦାୟ କରାଯିବା ନେଇ ନିଷ୍ପତ୍ତି ନିଆଯାଇଛି। ତେବେ ଏହି ବୈଠକରେ ଜିଲାପାଳ ବଲଓ୍ବନ୍ତ ସିଂହ, ଏସ୍‌ପିଙ୍କ ସମେତ ଅନ୍ୟାନ୍ୟ ପ୍ରମୁଖ ଅଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ଲାକମେଲ ପରେ ନାବାଳିକାଙ୍କ ଆତ୍ମହତ୍ୟା ଘଟଣା, ଦୁଇ ଜଣଙ୍କୁ କୋର୍ଟଚାଲାଣ କଲା ପୋଲିସ

ପୁରୁଷୋତ୍ତମପୁର,୨।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରର ଗଡ଼ସାହିରେ ନାବାଳିକାଙ୍କ ଆତ୍ମହତ୍ୟା ଘଟଣାରେ ପୋଲିସ ଦୁଇଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି । ସୂଚନା ଅନୁସାରେ, ବ୍ଲାକମେଲରେ…

ବିବାହ ପ୍ରଲୋଭନ ଦେଖାଇ ବିଧବା ମହିଳାଙ୍କଠୁ ୬୦ ଲକ୍ଷର ଠକେଇ, ବାପାଙ୍କ ରୋଗ କଥା କହି….

​ଛତ୍ରପୁର,୨।୮(ଦିଲ୍ଲୀପ ସାମଲ/ଦ୍ଵାରିକା ପଟ୍ଟନାୟକ) : କନ୍ଧମାଳ ଜିଲା ଚକାପାଦ ଥାନା ଅନ୍ତର୍ଗତ ତଳସାହିର ଉତ୍ତମ କୁମାର ସାହୁ (୩୧)ଙ୍କୁ ଗିରଫ କରିଛି ଗଞ୍ଜାମ ସାଇବର କ୍ରାଇମ୍ ଥାନା…

ବଡ଼ଓସ୍ତିଆ ପଞ୍ଚାୟତର ହଜାର ହଜାର ହେକ୍ଟର ଚାଷଜମି ଜଳମଗ୍ନ, କୃଷି ଋଣ ଛାଡ଼ ଦାବି

ଚାନ୍ଦବାଲି,୨।୮(କିଷାନ ପାତ୍ର): ଲଗାଣ ବର୍ଷା ଓ ବୈତରଣୀ ନଦୀର ବନ୍ୟା ଜଳ ମାଡ଼ି ଆସି ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅନ୍ତର୍ଗତ ବଡ଼ଓସ୍ତିଆ ପଞ୍ଚାୟତର ଅନେକ ଅଞ୍ଚଳ…

ଜମିରେ ତଳି ରୋଇବା ବେଳେ ବଜ୍ରପାତ, ମହିଳା ଅଚେତ ହୋଇ…

ଦିଗପହଣ୍ଡି,୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ପଞ୍ଚାୟତ କୃଷ୍ଣପୁର ଗ୍ରାମରୁ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ସ୍ଥାନୀୟ ଜଣେ ମହିଳା ଚାଷଜମିରେ…

ସହାୟତାର ହାତ ବଢାଇଲେ ବବିତା

ସିଂହପୁର,୨।୮(ଅନଙ୍ଗ ଉଦୟ ବେଉରିଆ): ବିଞ୍ଝାରପୁର ବ୍ଲକ ଅଧୀନ ରଣପୁର ପଞ୍ଚାୟତ ବନ୍ୟା ବିପନ୍ନଙ୍କୁ ରିଲିଫ ସାମଗ୍ରୀ ବଣ୍ଟନ କରାଯାଇଛି। ବିଞ୍ଝାରପୁର ଭାଜପା ନେତ୍ରୀ ବବିତା ମଲ୍ଲିକ ବନ୍ୟା…

‘ଛୁରି ଧରି ମୋତେ ମାରିବାକୁ ଆସିଥିଲେ’, ଖବରଦାତା ସମ୍ମିଳନୀରେ ପପୁଙ୍କୁ ହତ୍ୟା ଉଦ୍ୟମ

ନୂଆଦିଲ୍ଲୀ,୨।୮: ରବିପୂର୍ଣ୍ଣିଆର ସ୍ୱାଧୀନ ଏମପି ପପୁ ଯାଦବ ରବିବାର ନିଜ ବାସଭବନରେ ଏକ ଖବରଦାତା ସମ୍ମିଳନୀ କରିଥିଲେ । ଏହି ସମୟରେ ହଠାତ୍ ପରିସ୍ଥିତି ଉତ୍ତେଜନାପୂର୍ଣ୍ଣ ହୋଇଯାଇଥିଲା।…

ହୃଦଘାତରେ ଚାଲିଗଲା ପରମବ୍ରହ୍ମ ଯୋଶୀଙ୍କ ଜୀବନ, କଳାହାଣ୍ଡିରେ ଶୋକର ଛାୟା

ଭବାନୀପାଟଣା,୨।୮(ଉତ୍ତମ କୁମାର ଦାଶ): ବରିଷ୍ଠ ପ୍ରଶାସନିକ ଅଧିକାରୀ ତଥା କଳାହାଣ୍ଡି ଜିଲା ଜୁନାଗଡ଼ର ପୂର୍ବତନ ବିଡ଼ିଓ ପରମ ବ୍ରହ୍ମ ଯୋଶୀ (୬୭)ଙ୍କ ଶନିବାର ଅପରାହ୍ନରେ ହୃଦଘାତରେ ପରଲୋକ…

ଭଞ୍ଜନଗର ପାଇଁ ଗର୍ବ ଆଣିଲେ ଅଭିଲିପ୍ସା, ସଙ୍ଗୀତ ପ୍ରତିଯୋଗିତାରେ ରାଜ୍ୟରେ ପ୍ରଥମ

ଭଞ୍ଜନଗର,୨।୮(ବାବୁଲା ପ୍ରଧାନ): ରାଜ୍ୟସ୍ତରୀୟ ସଙ୍ଗୀତ ପ୍ରତିଯୋଗିତାରେ ପ୍ରଥମ ସ୍ଥାନ ଅଧିକାର କରି ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ ଗୌରବ ଆଣିଛନ୍ତି ଦଶମ ଶ୍ରେଣୀର ଛାତ୍ରୀ ଅଭିଲିପ୍ସା ତ୍ରିପାଠୀ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri